ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୩୦,୪୩୭ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ପ୍ରଦୀପ କୁମାର ସାହୁ ୨୧,୩୧୩ ଖଣ୍ଡ ଭୋଟ ସହ ଦ୍ୱିତୀୟ ଏବଂ ଭାଜପାର ରିଷଭ ନନ୍ଦ ୧୦,୮୫୯ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି।


All Right Reserved By

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ...

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି।...

କାକଟପୁର ରତ୍ନବଟ ଆଶ୍ରମରେ ବାରଗାଦି ମେଳନ ଅନୁଷ୍ଠିତ, ଭାଗବତ ପାଠର ପ୍ରଚାର ପ୍ରସାର ନିମନ୍ତେ ଚାଲି ଆସୁଛି ପରମ୍ପରା

କାକଟପୁର,୧୮।୫(ଡି.ଏନ୍‌.ଏ.): ଶନିବାର ପବିତ୍ର ବୁଦ୍ଧପୂର୍ଣ୍ଣିମା ତଥା ବୈଶାଖ ପୂର୍ଣ୍ଣିମା ଅବସରରେ ପ୍ରାଚୀ ଉପତ୍ୟକାର ରତ୍ନବଟ ଆଶ୍ରମରେ ବାରଗାଦି ଭାଗବତ ମେଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟୁଷରୁ ନିକଟସ୍ଥ...

ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ...

ତତ୍ପରତା ଦେଖାଇ ଶୋଇଗଲା କମିଶନରେଟ ପୋଲିସ: ବ୍ଲାକ୍‌ ସ୍ପଟ୍‌ ସ୍ଥାନରେ ବ୍ୟାରିକେଡ୍‌, ଇଣ୍ଟରସେପ୍ଟର କଥା ଭୁଲିଗଲେ ଅଧିକାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ) : ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଛି। ମାସକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ...

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ...

ଏସ୍‌ଏସ୍‌ବି ଅଧ୍ୟାପକ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ପାଇଁ ହୋଇଥିବା ଏସ୍‌ଏସ୍‌ବି ଅଧ୍ୟାପକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା...

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *