ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ନୟାଗଡ଼ ଜିଲାର ୪ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ଅଛନ୍ତି। ୧୦ ରାଉଣ୍ଡ ଗଣତି ପରେ ନୟାଗଡ଼ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ କୁମାର ସାହୁ ୫୬୯୯ ଭୋଟରେ ଆଗୁଆ ଅଛନ୍ତି। ସେହିପରି ରଣପୁର ନିର୍ବାଚନମଣ୍ଡଳୀର ୧୩ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ ୧୧୭୩, ଖଣ୍ଡପଡାରେ ୫ ରାଉଣ୍ଡ ଗଣତି ପରେ ବିଜେଡିର ସୌମ୍ୟରଞ୍ଜନ ପଟ୍ଟନାୟକ ୧୧,୨୮୦ ଓ ଦଶପଲ୍ଲାରେ ୪ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରମେଶ ଚନ୍ଦ୍ର ବେହେରା ୪୩୫୦ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


All Right Reserved By

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି...

ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ...

କଂସାରୀ ସମାଜର ରାଜ୍ୟସ୍ତରୀୟ ଅଧିବେଶନ ପ୍ରସ୍ତୁତିସଂଘବଦ୍ଧ: ପ୍ରଚେଷ୍ଟା ଶିଳ୍ପ ତଥା କାରିଗର ଉନ୍ନତିରେ ସହାୟକ ହେବ

ଖଣ୍ଡପଡା,୨୧ା୫(ସ୍ବ.ପ୍ର.): ନିଖିଳ ଉକତ୍ଳ କଂସାରୀ ସମାଜର ୪୭ତମ ରାଜ୍ୟସ୍ତରୀୟ ବାର୍ଷିକ ଅଧିବେଶନ ଆସନ୍ତା ଜୁନ୍‌ ୮ ଓ ୯ତାରିଖ ଦୁଇଦିନ ଧରି କଣ୍ଟିଲୋଠାରେ ଅନୁଷ୍ଠିତ ହେବ।...

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ...

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା...

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *