ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୩୨୩୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୮୩୮୫ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By

କୁଶୁପଦାକୁ ଜଳଯନ୍ତ୍ରଣା

ଢେଙ୍କାନାଳ ଅଫିସ, ୨୭।୪- ‘ସକାଳୁ ଉଠିଲେ ସେହି ଗୋଟିଏ ଚିନ୍ତା, ଘରକୁ ପାଣି ଆସିବ କେମିତି। ଅନ୍ୟଦିନ କଥା ଅଲଗା, କିନ୍ତୁ ଖରାଦିନ ଆସିଲେ ଚଡ଼କ...

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତଚରଣଙ୍କ ଇସ୍ତଫା: ରାଜ୍ୟରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି ଅନେକ ତୁଙ୍ଗ ନେତା। ଶୁକ୍ରବାର ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ...

କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ...

ତାଳଚେରରେ ବ୍ରଜକିଶୋର ୬୭୭୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୭୭୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌...

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି।...

ପାଲଲହଡ଼ା ନିର୍ବାଚନ ମଣ୍ଡଳୀ: ୪ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା,୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୬୩୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୩୧୬୭ ଖଣ୍ଡ...

ନାଲ୍‌କୋ ହସ୍ପିଟାଲରେ ଡାକ୍ତର ଅଭାବ: ୫ ବର୍ଷ ହେଲା ନାହାନ୍ତି ଅସ୍ଥିଶଲ୍ୟ ବିଶେଷଜ୍ଞ

ବଅଁରପାଳ, ୨୭।୪ (ଡି.ଏନ୍‌.ଏ.)- ନବରତ୍ନ ଲାଭଦାୟକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ହସ୍ପିଟାଲରେ ଲାଗି ରହିଛି ଡାକ୍ତର ଅଭାବ ସମସ୍ୟା। ଦୀର୍ଘ ଦିନ ହେଲା ଏଠାରେ ବିଭିନ୍ନ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *