Posted inଜାତୀୟ

ଆଡଭାନୀ, ମୂରଲୀମନୋହର ଜୋଷୀଙ୍କ ପାଦଛୁଇଁ ଆଶୀର୍ବାଦ ନେଲେ ମୋଦି

ନୂଆଦିଲ୍ଲୀ, ୨୪।୫: ଲୋକ ସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିବା ପରେ ଶୁକ୍ରବାର ଦଳର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଏବଂ ମୂରଲୀମନୋହର ଜୋଷୀଙ୍କୁ ଭେଟି ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପାର ଐତିହାସିକ ବିଜୟର ଶ୍ରେୟ ଆଡଭାନୀଙ୍କୁ ଦେଇଛନ୍ତି ମୋଦି। ନିଜ ଟୁଇଟରରେ ସେ ଲେଖିଛନ୍ତି, ଆଡଭାଣୀ ଜୀ ଏବଂ ମୂରଲୀ ମନୋହର ଜୀଙ୍କ ଭଳି ମହାନ ନେତାଙ୍କ ଯୋଗୁ ହଁି ଦଳ ଆଜି ଏହି ଶିଖରରେ ପହଞ୍ଚି ପାରିଛି। ମୂରଲୀମନୋହର ଜୀ ଜଣେ ବିଦ୍ୱାନ ଲୋକ। ତାଙ୍କର ମାର୍ଗଦର୍ଶନରେ ଦଳର କାର୍ଯ୍ୟକର୍ତ୍ତା ଖୁବ୍‌ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ମୋଦି କହିଛନ୍ତି। ସୂଚନାଯୋଗ୍ୟ, ମୋଦିଙ୍କ ତେନତୃତ୍ୱାଧୀନ ଏନଡିଏ ବିଜୟ ହେବା ପରେ ଉଭୟ ଆଡଭାନୀ ଏବଂ ମୂରଲୀମନୋହର ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


All Right Reserved By

ଧାରଣାସ୍ଥଳରେ କର୍ମଚାରୀଙ୍କର ହେଲା ବିବାହ କର୍ମ

ଠାଣେ,୧୮।୭: ଅମରାବତି ଜିଲାରେ ନିଖିଲ ତେଖି ନାମକ ଜଣେ ବ୍ୟକ୍ତି ନିଜ ବଦଳିକୁ ନେଇ ଧାରଣାରେ ବସିଥିଲେ। ମହାରାଷ୍ଟ୍ର ରାଜ୍ୟ ବିଦ୍ୟୁତ କର୍ମଚାରୀ ଫେଡରେଶନର କେତେଜଣ...

ଦୁର୍ଘଟଣା ରୋକିବା ପାଇଁ ରାତି ସାରା ପାଟ୍ରୋଲିଂ କରୁଛନ୍ତି ମହିଳା

ମୁମ୍ବାଇ,୩।୬: ଦେଶରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି। ବିଳମ୍ବିତ ରାତିରେ ଟ୍ରାଫିକ୍‌ ଚାଲିଯିବା ପରେ ବଢୁଛି ଦୁର୍ଘଟଣା। ଏମିତିକି ପୋଲିସ ପାଟ୍ରୋଲିଂ ନ...

ଜଗନ୍ନାଥଙ୍କ କରୁଣା ଭିକ୍ଷା କଲେ ଗୁଜରାଟ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ,୪।୭: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ଗୁରୁବାର ଅହମ୍ମଦାବାଦରେ ଥିବା ଜଗନ୍ନାଥ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀଗୁଣ୍ଡିଚା ଅବସରରେ ସେଠାରେ ଟଣା ଯାଉଥିବା ରଥରେ...

ତାମିଲନାଡୁ ସ୍କୁଲରେ ହିନ୍ଦୀ ଭାଷା ପ୍ରଚଳନକୁ ବିରୋଧ କଲେ କମଲ

ଚେନ୍ନାଇ,୧।୬: ତାମିଲନାଡୁ ସ୍କୁଲରେ ୩ଟି ଭାଷା ପ୍ରଚଳନକୁ ନେଇ କେନ୍ଦ୍ର ଦେଇଥିବା ପ୍ରସ୍ତାବକୁ ବିରୋଧ କରାଯାଇଛି। ଏହି ପ୍ରସ୍ତାବ ଉପରେ ଡିଏମ୍‌କେ ଓ ମକ୍କଲ ନିଧି...

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପ୍ରୟାଗରାଜ,୧୬।୭: ଗୁରୁପୂର୍ଣ୍ଣିମା ଅବସରରେ ମଙ୍ଗଳବାର ସକାଳୁ ଲକ୍ଷାଧିକ ଭକ୍ତ ‘ତ୍ରିବେଣୀ ସଙ୍ଗମ’ରେ ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି। ଏହିଦିନ ‘ତ୍ରିବେଣୀ ସଙ୍ଗମ’ରେ ବୁଡ ପକାଇଲେ ପୂର୍ଣ୍ଣ୍ୟ...

ନିଜ ଅପାରଗତା ପାଇଁ ହାରିଲି ରାଜ ବବର୍‌

ଲକ୍ଷ୍ନୌ, ୨୪।୫: ଲୋକ ସଭା ନିର୍ବାଚନରେ ପରାସ୍ତ ହୋଇଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ରାଜ ବବର। ଉତ୍ତର ପ୍ରଦେଶର ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ରାଜ...

କୋକେରନାଗ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୨୮।୫: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲା କୋକେରନାଗ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ କଚଓ୍ବାନ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର...

ଜୁଳୁଜୁଳିଆ ପୋକ ଦେଉଛି ପେଟକୁ ଦାନା

ପୁଣେ,୨୬।୬: ଲୋକେ ରାତିରେ ଘରେ ବସି ଟିଭି ଅଥବା ମୋବାଇଲ୍‌ରେ ବ୍ୟସ୍ତ ଥିବାବେଳେ ପୁଣେର ରାଜମାଛି ଅଞ୍ଚଳର ଗ୍ରାମବାସୀ ପ୍ରାକୃତିକ ଲାଇଟ୍‌ ଶୋ’ ଆୟୋଜନ କରିଥାନ୍ତି।...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *