Posted inଜାତୀୟ

ମାତ୍ର ୧୮୧ ଖଣ୍ଡ ଭୋଟରେ ହାରିଗଲେ ପ୍ରାର୍ଥୀ

ଲକ୍ଷ୍ମୌ, ୨୪।୫: ରାଜନୀତିରେ ବିଜୟ-ପରାଜୟ ତ ଲାଗିରହିଛି, କିନ୍ତୁ ଯଦି ଅଳ୍ପ ବ୍ୟବଧାନରେ ପରାଜୟ ଭୋଗିବାକୁ ପଡେ ତେବେ ମନ କଷ୍ଟ ହେବ ନିଶ୍ଚୟ। ସେମିତି ଏକ ଦୃଶ୍ୟ ଉତ୍ତର ପ୍ରଦେଶରେ ଦେଖିବାକୁ ମିଳିଛି। ଏଠାରେ ବହୁଜନ ସମାଜ ପାର୍ଟି ପକ୍ଷରୁ ନିର୍ବାଚନ ଲଢୁଥିବା ଜଣେ ପ୍ରାର୍ଥୀ ମାତ୍ର ୧୮୧ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି। ଉତ୍ତର ପ୍ରଦେଶର ମଛଲୀ ସହର ଆସନରୁ ନିର୍ବାଚନ ଲଢୁଥିବା ତ୍ରିଭୁବନ ରାମ ଭାଜପାର ଭୋଳାନାଥଙ୍କଠାରୁ ପରାଜୟ ଭୋଗିବାକୁ ପଡିଛି। ଭୋଳାନାଥଙ୍କୁ ୪ ଲକ୍ଷ ୮୮ହଜାର ୩୯୭ଖଣ୍ଡ ଭୋଟ ମିଳିଥିବାବେଳେ ତ୍ରିଭୁବନଙ୍କୁ ୪ଲକ୍ଷ ୮୮ହଜାର ୨୧୬ଖଣ୍ଡ ଭୋଟ ମିଳିଛି।


All Right Reserved By

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍‌ପି ପ୍ରାର୍ଥୀ ଥିବା କନଓ୍ବର...

ଚନ୍ଦ୍ରାୟନ-୨: ସହଜ ନୁହେଁ ଯାତ୍ରା; ରହିଛି ୭ ସମସ୍ୟା

ନୂଆଦିଲ୍ଲୀ, ୪।୬: ଆଗାମୀ ଦିନରେ ଇସ୍ରୋ ପକ୍ଷରୁ ଚନ୍ଦ୍ରାୟନ-୨ ମହାକାଶକୁ ଉତ୍‌କ୍ଷେପଣ କରାଯିବାର ଯୋଜନା ରହିଛି। ତେବେ ଏହାର ସଫଳତା ବାଟରେ ୭ ସମସ୍ୟା ରହିଥିବା...

ମେ ୨୩ ପୂର୍ବରୁ ଭାଙ୍ଗିବ ଏସପି-ବିଏସପି ମେଣ୍ଟ: ଯୋଗୀ

ଲକ୍ଷ୍ନୌ, ୧୬।୫: ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ମଧ୍ୟରେ ମେଣ୍ଟ ହେବା ପରେ ଉତ୍ତର ପ୍ରଦେଶରେ ରାଜନୈତିକ ସମୀକରଣ ବଦଳିବାର ଅନୁମାନ କରାଯାଉଛି। ଏନେଇ...

ବିମୁଦ୍ରୀକରଣରେ ଚାକିରି ହରାଇଥିଲେ ୫୦ ଲକ୍ଷରୁ ଅଧିକ ଲୋକ

ନୂଆଦିଲ୍ଲୀ,୧୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୨୦୧୬ରେ ହୋଇଥିବା ବିମୁଦ୍ରୀକରଣରେ ଦେଶର ୫୦ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇ ବେକାର ହୋଇଥିଲେ। ଏନେଇ...

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ...

ଅସହ୍ୟ ତାତି: ୪୯ ବର୍ଷରେ ନେଇଛି ୧୬ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ, ୧୧।୬: ଦେଶର ୧୫ରୁ ଅଧିକ ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ପ୍ରବଳ ଗରମରେ ୭୨ କୋଟିରୁ ଅଧିକ ଲୋକେ ବ୍ୟତିବ୍ୟସ୍ତ ହେଉଛନ୍ତି। ଏସବୁ...

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ...

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ...




selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *