ବିଜେଡିର ବଢ଼ିଲା ଅଡ଼ୁଆ: ସରପଞ୍ଚଙ୍କ ସହ ୧୧ ୱାର୍ଡ ସଭ୍ୟ ମିଶିଲେ ଭାଜପାରେ

ନୂଆପଡ଼ା,୧ା୧୦ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବଞ୍ଜରୀ ମଣ୍ଡଳ ଅନ୍ତର୍ଗତ କାଣ୍ଡେତରା ପଞ୍ଚାୟତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓ ବିଧାୟକ ବାବୁ ସିଂ ନିର୍ବାଚନୀ ପ୍ରଚାରରେ ଯାଇଥିବା ବେଳେ ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସଙ୍କ ସହ ୧୧ ୱାର୍ଡସଭ୍ୟ ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି। ନୂତନ ଭାବେ ଯୋଗଦାନ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ତରୀୟ ଦେଇ ମନ୍ତ୍ରୀ ନାୟକ ଏବଂ ବିଧାୟକ ସ୍ବାଗତ କରିଥିଲେ। ଲୋକଙ୍କ ପାଇଁ ଲୋକଙ୍କ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ମନ୍ତ୍ରୀ ଜନସାଧାରଣଙ୍କୁ ଅବଗତ କରାଇବା ସହ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରାଇବାକୁ ନିବେଦନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ନେଇ ସାଂଘାତିକ କଥା କହିଦେଲେ ସମ୍ବିତ ପାତ୍ର: ବେଇମାନ…

ନୂଆପଡ଼ା,୭।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟ ରାଜନୀତିର ଅନେକ ନେତା ପ୍ରଚାର ପାଇଁ ସେଠାରେ ଡେରା ପକାଇଛନ୍ତି। ଶୁକ୍ରବାର ନୂଆପଡ଼ାରେ ଭାଜପା...

ମୁକୁଳା ଡ୍ରେନରେ ଛଟପଟ ହେଉଥିଲା ଗାଈ: ଅଗ୍ନିଶମ ବିଭାଗ ପହଞ୍ଚିବାରୁ…

ଦାରିଙ୍ଗବାଡି, ୭।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିର ରାଇକିଆ ରାସ୍ତା ଏସବିଆଇ ସମ୍ମୁଖ ଏକ ମୁକୁଳା ଡ୍ରେନରେ ଗାଈ ଛଟପଟ ହେଉଥିଲା।...

‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ...

ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ ପାଇଲଟଙ୍କ ପିତାଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ, ଶୁଣିଲେ…

ନୂଆଦିଲ୍ଲୀ,୭।୧୧: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସୁପ୍ରିମକୋର୍ଟ ଏକ ନୋଟିସ ଜାରି କରିଛନ୍ତି। କୋର୍ଟ ପୁଷ୍କରରାଜ ସବରୱାଲଙ୍କ ଆବେଦନ ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି,...

ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…

ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ...

ଭାରତର ସବୁଠୁ ବଡ଼ ଦାନବୀର: ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତି…

ନୂଆଦିଲ୍ଲୀ,୭।୧୧: ସାରା ବିଶ୍ୱରେ ଅଗଣିତ ରୋଜଗାର କରୁଥିବା ଲୋକ ଥିଲେ ମଧ୍ୟ ଅନ୍ୟମାନଙ୍କୁ ଦାନ କିମ୍ବା ସାହାଯ୍ୟ କରୁଥିବା ଲୋକଙ୍କ ସଂଖ୍ୟା କମ। ତଥାପି ଆମ...

ପାକିସ୍ତାନରେ ନେପାଳ ଭଳି ପରିସ୍ଥିତି, ରାଜରାସ୍ତାରେ Gen Zର ହୋହାଲ୍ଲା

ଇସଲାମାବାଦ,୭।୧୧: ପାକ ଅଧିକୃତ କଶ୍ମୀର (ପିଓକେ) ଏକ ମାସରୁ କମ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରତିବାଦ ପ୍ରଦର୍ଶନ କରିଛି। ଗୁରୁବାର ଶହ ଶହ...

ମାତ୍ର ୧୮ ବଲ୍‌ରେ ମ୍ୟାଚ୍‌ ଜିତିଗଲା ଏହି ଟିମ୍‌: କ୍ରିକେଟ୍‌ ଜଗତରେ ହଲ୍‌ଚଲ୍‌

ନୂଆଦିଲ୍ଲୀ,୭।୧୧: ଅଷ୍ଟ୍ରେଲିଆ ହଂକଂ ସିକ୍ସେସ ଟୁର୍ନାମେଣ୍ଟକୁ ବିଜୟ ସହିତ ଆରମ୍ଭ କରିଥିଲା। ଅଷ୍ଟ୍ରେଲିଆ ମାତ୍ର ୧୮ ବଲ୍‌ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବିପକ୍ଷରେ ମ୍ୟାଚକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri