Posted inଜାତୀୟ

ନାଳରେ କାର ପଡ଼ି ଗୋଟିଏ ପରିବାରର ୫ଜଣ ମୃତ୍ୟୁ

ମିରଟ,୨୫।୫: ଉତ୍ତରପ୍ରଦେଶର ମିରଟ ସହରର ଜଟପୁରା ଗଁ।ରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଗଁ। ନିକଟରେ କାରଟି ଭାରସାମ୍ୟ ହରାଇ ଏକ ନାଳରେ ପଶିଯାଇଥିଲା। ଏହି ଦୁର୍ଘଟଣାରେ ୨ଶିଶୁ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। କାରରେ ୧୦ଜଣ ଥିବା ବେଳେ ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ରହିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉକ୍ତ ପରିବାର ଲୋକେ ଗୁରୁଗ୍ରାମରୁ ହରିଦ୍ୱାର ଯାଉଥିବା ବେଳେ ହଠାତ୍‌ କାରର ଚକା ଫାଟି ଯାଇଥିଲା। କାରଟି ତୀବ୍ର ବେଗରେ ଥିବାରୁ ଭାରସାମ୍ୟ ହରାଇ ନାଳ ଭିତରକୁ ପଶିଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଲୋକେ କାରରୁ ଅନ୍ୟ ଲୋକଙ୍କୁ ଉଦ୍ଧାର କରିଛନ୍ତି। ସେମାନେ ସୁରକ୍ଷିତ ଥିବା ସୂଚନା ମିଳିଛି।


All Right Reserved By

କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ

ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍‌ କଲ୍‌ ପାଇବା ପରେ ସବୁଠି...

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି...

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା...

ମାୟାବତୀଙ୍କୁ ମୁଁ ସମ୍ମାନ କରେ: ଅଖିଳେଶ

ଲକ୍ଷ୍ନୌ,୫।୬: ଏସ୍‌ପି-ବିଏସ୍‌ପି ମେଣ୍ଟରେ ଫାଟ ସୃଷ୍ଟି ହେବା ପରେ ମାୟାବତୀ ଏକ ପ୍ରକାର ଅଖିଳେଶଙ୍କଠାରୁ ମୁହଁ ଫେରାଇ ନେଇଛନ୍ତି କହିଲେ ଚଳେ। ମେଣ୍ଟ ନ ହେଲେ...

ଇଦ୍‌ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍‌-ଉଲ୍‌-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ...

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର...

ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ…

ଗାଜିଆବାଦ,୨୦ା୪ : ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ ୪ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ଧମକ ଦେଇଛନ୍ତି। ଉତ୍ତରପ୍ରଦେଶର ଗାଜିପୁର...

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *