Posted inଜାତୀୟ

ନବ ନିର୍ବାଚିତ ଏମ୍‌ପିଙ୍କୁ ଶୀଘ୍ର ମିଳିବ ସରକାରୀ ଘର: ପରାଜିତ ଏମ୍‌ପି ମାସକ ମଧ୍ୟରେ ଛାଡିବେ ଆବାସ

ନୂଆଦିଲ୍ଲୀ,୨୫।୫: ଦେଶର୧୭ତମ ଲୋକ ସଭା ନିର୍ବାଚନରେ ବିଜୟ ହାସଲ କରିଥିବା ଏମ୍‌ପିମାନଙ୍କୁ ଖୁବ୍‌ ଶୀଘ୍ର ସରକାରୀ ଘର ଯୋଗାଇ ଦିଆଯିବ। ଏଥିଲାଗି ପରାଜିତ ଏମ୍‌ପିମାନଙ୍କୁ ଏକମାସ ମଧ୍ୟରେ ସେମାନଙ୍କର ସରକାରୀ ଆବାସ ଖାଲି କରିବାକୁ କୁହାଯାଇଛି। ଷ୍ଟେଟ ଅଫ୍‌ ଡିପାର୍ଟମେଣ୍ଟ ନବ ନିର୍ବାଚିତ ଏମ୍‌ପିମାନଙ୍କ ପାଇଁ ୩ ଶହ ସରକାରୀ ଘର ରଖାଯାଇଥିବା କୁହାଯାଇଛି। ଫଳରେ ଏଣିକି ଏମ୍‌ପି ମାନଙ୍କୁ ଅଧିକ ସମୟ ଧରି ଅସ୍ଥାୟୀ ବାସଗୃହରେ ରହିବାକୁ ପଡ଼ିବ ନାହିଁ ବୋଲି ଷ୍ଟେଟ ଅଫ୍‌ ଡିପାର୍ଟମେଣ୍ଟ କହିଛି।


All Right Reserved By

ଉମା ଭାରତୀଙ୍କୁ ଭେଟି ଭାବୁକ ହେଲେ ସାଧ୍ୱୀପ୍ରଜ୍ଞା

ଭୋପାଳ,୨୯।୪: ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ପ୍ରଦେଶର ଭୋପାଳ ଆସନରେ ଏକ ରୋମାଞ୍ଚକର ଲଢେଇ ଦେଖିବାକୁ ମିଳିଛି। ଏଠାରେ ଭାଜପା ଟିକେଟରୁ ସାଧ୍ୱୀ ପ୍ରଜ୍ଞା...

୫ ଜୀବନ ବଞ୍ଚାଇ ଭାସିଗଲେ ଗାଇଡ୍‌

ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍‌ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା...

ସନି ଦେଓଲଙ୍କ ଲୋକ ସଭା ସଦସ୍ୟତା ସଙ୍କଟରେ: ଧାର୍ଯ୍ୟ ସୀମାଠାରୁ କରିଛନ୍ତି ଅଧିକ ଖର୍ଚ୍ଚ; ଇସି ଜାରି କରିପାରନ୍ତି ନୋଟିସ୍‌

ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍‌ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ...

ଟିକ୍‌ଟକ୍‌ ଆପ୍‌ ଭାରତରେ ହେଲା ବ୍ଲକ୍‌: ଗୁଗଲ ନେଲା ପଦକ୍ଷେପ

ନୂଆଦିଲ୍ଲୀ,୧୭।୪: ଏଣିକି ଭାରତରେ ଟିକ୍‌ଟକ୍‌ ଆପ୍‌ ଆଉ ଡାଉନଲୋଡ୍‌ ହେବନାହିଁ। ଗୁଗଲ୍‌ ପକ୍ଷରୁ ଟିକ୍‌ଟକ୍‌ ଭିଡିଓ ଆପକୁ ଭାରତରେ ବ୍ଲକ୍‌ କରାଯାଇଛି। ଏହି ଆପ୍‌ ଦ୍ୱାରା...

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼: ଭୂପେନ୍ଦ୍ରଙ୍କ ତୁଳନାରେ ନଡ୍ଡା ଆଗରେ

ନୂଆଦିଲ୍ଲୀ,୨।୬: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନେଇ ଦଳରେ ବିଚାର ବିମର୍ଷ ଆରମ୍ଭ ହୋଇଛି । ପୂର୍ବତନ ଅଧ୍ୟକ୍ଷ ଅମିତ ଶାହ ଏବେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାର...

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ...

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର,...

ଲୋକ ସଭା ନିର୍ବାଚନ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ,୧୭।୪: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *