Posted inଜାତୀୟ

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ ରଓ୍ବୋ ଜିଲା ଘୁମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ଅଶୋକ ପ୍ରଜାପତି ନାମକ ଜଣେ ବ୍ୟକ୍ତି ଋଣ ସୁଝି ନ ପାରି କୋଲ୍ଡ ଟ୍ରିଙ୍କସ୍‌ରେ ଜହର ମିଶାଇ ଏହାକୁ ତାଙ୍କ ସ୍ତ୍ରୀ ଏବଂ ଝିଅ ତଥା ୨ ପୁଅଙ୍କୁ ପିଇବାକୁ ଦେଇଥିଲେ। ବିଷ ଜ୍ୱାଳାରେ ଅଶୋକ ଏବଂ ତାଙ୍କ ସ୍ତ୍ରୀ ତଥା ୧୪ ବର୍ଷ ପୁଅର ମୃତ୍ୟୁ ଘଟିଥିବାବେଳେ ଝିଅ ଅନୀତା ଏବଂ ସାନ ପୁଅ ସନ୍ଦୀପ୍‌ଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି।


All Right Reserved By

ରାହୁଲ ଗାନ୍ଧୀଙ୍କୁ ନିଜ ରକ୍ତରେ ଲେଖିଲେ ଚିଠି, ‘ଦୟାକରି ଇସ୍ତଫା ଦିଅନ୍ତୁ ନାହିଁ ’

ଲକ୍ଷ୍ନୌ, ୩୦।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ ଅଡି ବସିଛନ୍ତି ରାହୁଲ ଗାନ୍ଧୀ। ତାଙ୍କୁ...

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର...

ବହୁ ପ୍ରତିକ୍ଷା ପରେ ବିହାର ପହଞ୍ଚିଲା ମୌସୁମୀ

ପାଟନା,୨୨।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବିହାରବାସୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ଶୁକ୍ରବାର ସୁଦ୍ଧା ମୌସୁମୀ ବିହାର ଛୁଇଁଥିବା କୁହାଯାଉଛି। ଏହାର ପ୍ରଭାବରେ...

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି...

ଏସ୍‌ପି ନେତା ନୀରଜ ଶେଖରଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍‌....

୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା।...

ପଛରେ ପଡିଲେ ଶତ୍ରୁ

ପାଟନା,୨୩।୫: ବିହାରର ପାଟନା ସାହିବ ଆସନରୁ କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଲାଗିଛି ଝଟକା। ଅଭିନେତାରୁ ନେତା ପାଲଟିଥିବା ସିହ୍ନା ଶେଷ ମୁହୂର୍ତ୍ତରେ ଭାଜପା ଛାଡି...

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *