Posted inଜାତୀୟ

ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା

ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍‌ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ମନା କରାଯାଇଥିଲା। ଏହାପରେ ଫ୍ରିଡେରିକ୍‌ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେବାକୁ ଧମକ ଦେଇଛନ୍ତି। ଏନେଇ ସୁଷମା ସ୍ବରାଜ ରିପୋର୍ଟ ତଲବ କରିଛନ୍ତି। ଦେଶରେ ଫ୍ରିଡେରିକ୍‌ ଗୋ ସୁରକ୍ଷା ସମ୍ପର୍କିତ କାର୍ଯ୍ୟ କରୁଛନ୍ତି। ଏନେଇ ତାଙ୍କୁ ଚଳିତ ବର୍ଷ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ସେ ନିଜ ଭିଜା ଅବଧି ବଢ଼ାଇବା ପାଇଁ ବୈଦେଶୀକ ବ୍ୟାପାର ମନ୍ତ୍ରଣାଳୟରେ ଆବେଦନ କରିଥିଲେ। ତେବେ ତାଙ୍କ ଆବେଦନକୁ ଖାରଜ କରିଦିଆଯାଇଥିଲା। ଏଥିରେ ଉତ୍‌କ୍ଷୀପ୍ତ ହୋଇ ଫ୍ରିଡେରିକ୍‌ ଏଭଳି କରିଥିବା କୁହାଯାଉଛି।


All Right Reserved By

ଭାରତର ରାଫାଲ-ଚିନୁକ୍‌-ଆପାଚେ ନେଇ ଚାଇନା ଓ ପାକିସ୍ତାନକୁ ଘାରିଛି ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୩।୬: ଆଗାମୀ ଦିନରେ ଭାରତର ପ୍ରତିରକ୍ଷା ବ୍ୟବସ୍ଥା ବେଶ୍‌ ସୁଦୃଢ଼ ହେବାକୁ ଯାଉଛି। କିଛି ମାସ ମଧ୍ୟରେ ଭାରତକୁ ରାଫାଲ୍‌ ଯୁଦ୍ଧ ବିମାନ ମିଳିବ।...

କନ୍ୟା ଅପହରଣ ମାମଲାକୁ ନେଇ ସିକରରେ ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର,୨୫।୪: ରାଜସ୍ଥାନର ସିକରରେ ଏକ କନ୍ୟା ଅପହରଣ ମାମଲାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜାଠ ସମାଜର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗୁରୁବାର ସିକର...

ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧...

ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି

କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ...

ରାସ୍ତାକଡ଼ରୁ ମକା କିଣି ଖାଇଲେ ଅଖିଳେଶ

ବାରବାଙ୍କି,୯।୬: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରାସ୍ତାକଡ଼ରୁ ମକା କିଣି ଖାଇବା ଘଟଣା ଏବେ ଚର୍ଚ୍ଚାର ବିଷୟ...

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା...

ଏନ୍‌ଡିଏକୁ ବହୁମତ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି କ୍ଷମତାସୀନ ମେଣ୍ଟକୁ...

ବସ୍‌ ଛାତରୁ ଭିଡ ରାସ୍ତାରେ ଗଳି ପଡିଲେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର

ନୂଆଦିଲ୍ଲୀ,୧୮।୬: ଚେନ୍ନାଇରେ ବସ୍‌ ଡେ’ ପାଳନ ଅବସରରେ ଘଟିଛି ଏକ ଦୁର୍ଘଟଣା। ସୋମବାର ଏହି ଦିବସ ପାଳନ ଅବସରରେ କେତେଜଣ ଛାତ୍ର ଚଳନ୍ତା ବସ୍‌ ଛାତ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *