Posted inଜାତୀୟ

ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିବାରୁ ତଡା ଖାଇଲେ ଯୁବକ: ସେହି ରାଗରେ କଲେ ଏମିତି

ଲକ୍ଷ୍ନୌ, ୨୬।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକଙ୍କୁ ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିଯାଇଥିବାରୁ ତଡା ଖାଇବାକୁ ପଡିଥିଲା। ଏହି ରାଗରେ ସେ ତିନି ଶିଶୁଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ବୁଲନ୍ଦସହରରେ ରହୁଥିବା ଜଣେ ମୁସଲିମ୍‌ ପରିବାର ରମ୍‌ଜାନ୍‌ ମାସ ଅବସରରେ ଏକ ଇଫତାର୍‌ ପାର୍ଟିର ଆୟୋଜନ କରିଥିଲେ। ଏହି ପାର୍ଟିକୁ ବିନା ନିମନ୍ତ୍ରଣରେ ଯାଇଥିଲେ ସ୍ଥାନୀୟ ଯୁବକ ସଲମାନ। ତାଙ୍କୁ ଦେଖି ଆୟୋଜକମାନେ ସେଠାରୁ ତଡି ଦେଇଥିଲେ। ସେହି ରାଗରେ ସଲମାନ ଉକ୍ତ ପରିବାରର ୩ଶିଶୁଙ୍କ ଅପହରଣ କରିନେଇ ହତ୍ୟା କରିଥିଲେ। ଘରୁ ଶିଶୁ ଅପହରଣ ହେବା ପରେ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ବହୁ ଖୋଜାଖୋଜି ପରେ ଉକ୍ତ ଶିଶୁଙ୍କ ମୃତଦେହ ସ୍ଥାନୀୟ ପୋଖରୀରୁ ମିଳିଥିଲା।


All Right Reserved By

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ...

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ...

ପୋଲିସ ହାତରେ ରିଅଲ ଲାଇଫ୍‌ର ବଣ୍ଟି ଓ ବବ୍‌ଲି

ନୂଆଦିଲ୍ଲୀ,୧୭।୪: ଫିଲ୍ମରେ ବଣ୍ଟି ଓ ବବ୍‌ଲି କଥା ଆପଣଙ୍କ ମନେଥିବ। ସେମାନେ କେଉଁଭଳି ଚୋରି କରି ପୋଲିସକୁ ଚକ୍‌ମା ଦେବା ସହ ମୁଣ୍ଡବ୍ୟଥାର କାରଣ ପାଲଟିଥିଲେ।...

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ।...

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର,...

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୮।୬: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ କେରଳ ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଜାତୀୟ ପାଣିପାଗ...

ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ କଲେ ଯୁବକ

ହାଇଦ୍ରାବାଦ,୨୭।୫: ‘ସର୍ଭ ନିଡି’ ନାମକ ଏନ୍‌ଜିଓ ବା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ନିଜ ହାତରେ...

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ...




selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *