Posted inଖେଳ

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍‌ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫ ଗେମ୍‌ରେ ସ୍ପାନିଶ ଖେଳାଳି ବର୍ନାଟ ଜେଉମ୍‌ଙ୍କୁ ହରାଇ ଦେଇଛନ୍ତି। ଏହା ତାଙ୍କ କ୍ୟାରିୟରର ୮ମ ପିଏସ୍‌ଏ ଟାଇଟଲ। ୩ବର୍ଷ ପୂର୍ବେ ସେ ପ୍ରଥମ ଥର ପାଇଁ ଏଠାରେ ଚାମ୍ପିୟନ ହୋଇଥିଲେ।


All Right Reserved By

Posted inଖେଳ

କିମ୍ବଦନ୍ତୀ ଶଟଲର ଲିଙ୍କ ଅବସର

ପୁତ୍ରାଜାୟା(ମାଲେସିଆ),୧୩।୬(ଏଏଫପି): କକର୍ଟ ଭଳି ମାରାତ୍ମକ ରୋଗରୁ ମୁକ୍ତ ହେବା ପରେ କିମ୍ବଦନ୍ତୀ ବ୍ୟାଡ୍‌ମିଣ୍ଟନ ଖେଳାଳି ଲି ଚୋଙ୍ଗ ଗୁରୁବାର ଅବସର ନେଇଛନ୍ତି। ଲୁହ ଭରା ଆଖିରେ...

ଶ୍ରୀଲଙ୍କା-ସ୍କଟ୍‌ଲାଣ୍ଡ ମ୍ୟାଚ୍‌ ବାତିଲ

ଏଡିନବର୍ଗ, ୧୯।୫- ଶ୍ରୀଲଙ୍କା ଓ ଘରୋଇ ସ୍କଟ୍‌ଲାଣ୍ଡ ମଧ୍ୟରେ ଶନିବାରଠାରୁ ଆରମ୍ଭ ହୋଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ମ୍ୟାଚ୍‌...

ଫିଫା ମହିଳା ବିଶ୍ୱକପ୍‌:ଫ୍ରାନ୍ସ ବିଜୟ ଅଭିଯାନ

ପ୍ୟାରିସ, ୮ା୬- ଫିଫା ମହିଳା ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆୟୋଜକ ଫ୍ରାନ୍ସ ସମ୍ପୂର୍ଣ୍ଣ ଷ୍ଟାଇଲରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଆୟୋଜକ...

କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର

ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ୮୯ ରନ୍‌ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌...

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି...

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା...

ଆମେରିକା, ଓମାନକୁ ଦିନିକିଆ ମାନ୍ୟତା

ଓ୍ବିଣ୍ଡ୍‌ହୋକ, ୨୫।୪(ଏଏଫ୍‌ପି)- ଆମେରିକା ଓ ଓମାନକୁ ବୁଧବାର ପ୍ରଥମଥର ଲାଗି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ଟିମ୍‌ର ମାନ୍ୟତା ମିଳିଛି। ନାମ୍ବିଆରେ ଚାଲିଥିବା ବିଶ୍ୱ କ୍ରିକେଟ୍‌ ଲିଗ୍‌...

ଚିନ୍ତାରେ ବାଂଲାଦେଶ ଦଳ

ଟଣ୍ଟନ,୧୬ା୬: ବାଂଲାଦେଶ ପାଇଁ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ମୁସ୍ତାଫିକର ରହିମ ବ୍ୟାଟିଂ ଅଭ୍ୟାସ କରୁଥିବା ବେଳେ ଆହତ ହୋଇଛନ୍ତି। ସୋମବାର ଏଠାରେ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *