ପ୍ରଥମ ଜନ୍ମଦିନରେ କେମିତି ଦେଖାଯାଉଥିଲେ ବଲିଉଡ୍‌ର ଏହି ଅଭିନେତ୍ରୀ

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ୍‌ ଆକ୍ଟ୍ରେସ୍‌ ୟାମି ଗୌତମଙ୍କର ଏକ ଫଟୋ ଏବେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଭାଇରାଲ ହେବାରେ ଲାଗିଛି। ୩୦ ବର୍ଷୀୟା ଏହି ନାୟିକାଙ୍କର ଉକ୍ତ ଫଟୋଟି ହେଉଛି ପ୍ରଥମ ଜନ୍ମ ଦିନର। ଅର୍ଥାତ୍‌ ସେ ଯେତେବେଳେ ବର୍ଷକର ହୋଇଥିଲେ ତାଙ୍କ ଜନ୍ମଦିନରେ ଏହି ଫଟୋଟି ଉଠାଯାଇଥିବା ସେ କହିଛନ୍ତି। ତେବେ ଫଟୋରେ ନିର୍ବୋଧ ଶିଶୁଟିତ ନିଷ୍ପାପ ହସ ସମସ୍ତଙ୍କୁ ବେଶ୍‌ ପସନ୍ଦ ଆସିଛି। ତାଙ୍କର ଅନେକ ପ୍ରଶଂସକ ଫଟୋଟିକୁ ଦେଖି ଅନେକ ଭଲ ଭଲ କମେଣ୍ଟ ମଧ୍ୟ ଦେଇଛନ୍ତି।


All Right Reserved By

ସେଲ୍‌ଫି ପାଇଁ

ସେଲ୍‌ଫି ପାଇଁ ନିକଟରେ ‘ଭାରତ’ର ନାୟିକା କ୍ୟାଟ୍ରିନା କୈଫଙ୍କୁ ହଟହଟା ହେବାକୁ ପଡ଼ିଥିଲା। ଥରେ ସେ ଏହାର ପ୍ରମୋ ପାଇଁ ଏକ ପ୍ରେକ୍ଷାଳୟକୁ ଯାଇଥିଲେ। ସେଠାରେ...

ଅସଲି ନାଁରେ ବଲିଉଡ୍‌ ଚରିତ୍ର

ମୁମ୍ବାଇ: ବଲିଉଡ୍‌ରେ ଏମିତି କେତେଜଣ କଳାକାର ଅଛନ୍ତି ଯେଉଁମାନେ ଅଭିନୟ ସମୟରେ ନିଜ ନାଁ ରଖିବାକୁ ପସନ୍ଦ କରି ନ ଥାଆନ୍ତି। ହେଲେ ଏଠି ଆଉ...

କାଟ୍ରିନା କୈଫ୍‌ ୩୬ ବର୍ଷରେ ପାଦ ଦେଲେ

ମୁମ୍ବାଇ,୧୬।୭: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ୍‌ ମଙ୍ଗଳବାର ୩୬ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୩ ଜୁଲାଇ ୧୬ରେ ହଂକରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ...

ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଏହି ଯୋଡ଼ି

ଆଜିକାଲି ଆଲିଆ ଭଟ୍ଟ ଏବଂ ରଣବୀର କପୁର ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ବେଶୀ ଚର୍ଚ୍ଚାରେ ରହୁଛନ୍ତି। ଅନ୍ୟପଟେ କପୁର ଏବଂ ଭଟ୍ଟ ପରିବାର ମଧ୍ୟ...

ପରଦାକୁ ଆସିଲା ମୋଦିଙ୍କ ବାୟୋପିକ

ମୁମ୍ବାଇ,୨୪।୫: ବହୁ ବାଦ ବିବାଦ ପରେ ଶୁକ୍ରବାର ପରଦାରେ ରିଲିଜ୍‌ ହୋଇଛି ମୋଦିଙ୍କ ବାୟୋପିକ ‘ପିଏମ୍‌ ମୋଦି’। ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିବା...

କାନ୍ସରେ ଚମକିଲେ ନୀଳନୟନା

ଫ୍ରାନ୍ସରେ ଚାଲିଥିବା କାନ୍ସ ଫେଷ୍ଟିଭାଲ୍‌ରେ ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀମାନେ ସେମାନଙ୍କର ଜଲ୍‌ଓ୍ବା ଦେଖାଇ ସାରିଛନ୍ତି। ଦୀପିକା ପାଦୁକୋନ୍‌, ପ୍ରିୟଙ୍କା ଚୋପ୍ରା, ହୀନା ଖାନ୍‌, ମଲ୍ଲିକା ଶ୍ୱେରାଓ୍ବତ୍‌,...

ନୂଆ ଓଡ଼ିିଆ ସିନେମା ‘ଚିରକୁଟ୍‌’: ଲିଡ୍‌ ରୋଲ୍‌ରେ ଅରୋଜିତ ଏବଂ ଅନନ୍ୟା; ନିର୍ଦ୍ଦେଶନା ଦେବେ ପପୁ ପମପମ

ପ୍ରେମ ଏପରି ଏକ ନିଶା ଯାହା ଥରେ ଘାରିଲେ ସହଜରେ ଛାଡ଼ି ନ ଥାଏ। ଆଉ ସେଥିରୁ ଜଣେ ବସ୍ତି ପିଲା ବାଦ୍‌ ପଡ଼ିବ କିପରି...

ଆସାମ ବନ୍ୟା ପୀଡିତଙ୍କୁ ୨ କୋଟି ଟଙ୍କା ଦେଲେ ଅକ୍ଷୟ

ମୁମ୍ବାଇ,୧୮।୭: ବଲିଉଡ୍‌ ଖିଲାଡି ବୟେ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଥରେ ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡିତ ଓ କାଜିରଙ୍ଗା ନ୍ୟାସନାଲ ପାର୍କର ପୁନରୁଦ୍ଧାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *