Posted inଜାତୀୟ

ନୋବେଲ ପୁରସ୍କାର ପାଇଁ ୧୧ଥର ଆବେଦନ କରିଥିଲେ ନେହେରୁ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପୁଣ୍ୟ ତିଥି ସୋମବାର ପାଳିତ ହୋଇଛି। ପୃଥିବୀର ସର୍ବଶ୍ରେଷ୍ଠ ପୁରସ୍କାର ନୋବେଲ ପାଇଁ ନେହେରୁ ୧୧ଥର ଆବେଦନ କରିଥିଲେ। ତେବେ କୌଣସି ଥର ସେ ଏଥିରେ ସଫଳ ହୋଇ ନ ଥିଲେ। ଶେଷଥର ପାଇଁ ୧୯୫୫ରେ ନୋବେଲ ପୁରସ୍କାର ଲାଗି ସେ ଆବେଦନ କରିଥିଲେ ତେବେ ତାଙ୍କୁ ନିରାଶ ହେବାକୁ ପଡ଼ିଥିଲା।


All Right Reserved By

ମସ୍ତିଷ୍କ ଜ୍ୱରକୁ ନେଇ ଝାଡ଼ଖଣ୍ଡରେ ହାଇ ଆଲର୍ଟ ଜାରି

ରାଞ୍ଚି,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱର ମହାମାରୀର ରୂପ ନେଲାଣି। ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କର ମସ୍ତିଷ୍କ ଜ୍ୱର ଯୋଗୁ ମୃତ୍ୟୁ ହୋଇସାରିଲାଣି। ତେବେ...

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ...

ଆସନ୍ତା ୨୪ରେ ବିହାର ବନ୍ଦ ଡାକରା ଦେଲା ଆର୍‌ଜେଡି

ପାଟନା,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପୀଡିତ ହୋଇ ଶହେରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହେଲାଣି। ଏହା ନୀତୀଶ ସରକାରଙ୍କ ଅପାରଗତା ଦର୍ଶାଇ ବିରୋଧୀ ରାଷ୍ଟ୍ରୀୟ...

ଏବେ ହେବ ରାମଙ୍କ କାମ: ମୋହନ ଭାଗଓ୍ବତ୍‌

ଉଦୟପୁର,୨୭।୫: ଭାଜପାର ବିପୁଳ ବିଜୟ ପରେ ଆର୍‌ଏସ୍‌ଏସ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏହି ମର୍ମରେ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ରାମ ମନ୍ଦିର...

ବାତ୍ୟା ‘ବାୟୁ’ର ପ୍ରଭାବ: ବାଟ ହୁଡ଼ିଲା ମୌସୁମୀ; ୧୨ ବର୍ଷ ପରେ ପୁଣି ବିଳମ୍ବିତ

ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ...

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆନ୍ଧ୍ରର...

ଶୋଷ ମେଣ୍ଟିବାକୁ ପାଣି ନାହିଁ, ଆତ୍ମହତ୍ୟା ପାଇଁ ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ଗୁହାରିକଲେ ପରିବାର

ଲକ୍ଷ୍ନୌ, ୧୭।୬: ସାରା ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ବିହାରରେ ଅଂଶୁଘାତରେ ୭୩ ଜଣଙ୍କ ପ୍ରାଣ ଗଲାଣି। ବିଭିନ୍ନ ସ୍ଥାନରେ ପାଣି ସମସ୍ୟା ଦେଖାଦେଇଛି।...

ମୋଦିଙ୍କୁ ମେହବୁବାଙ୍କ ଭର୍ତ୍ସନା: ପାକିସ୍ତାନ ଇଦ୍‌ ଲାଗି ଅଣୁଅସ୍ତ୍ର ରଖିନି

ଶ୍ରୀନଗର,୨୩ା୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟିପ୍ପଣୀକୁ ନେଇ ଭର୍ସନା କରିଛନ୍ତି। ରବିବାର ରାଜସ୍ଥାନର ବାର୍ମେରଠାରେ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *