Posted inଜାତୀୟ

ନାତୁଣୀକୁ ବଞ୍ଚାଇବାକୁ ଯାଇ ଜେଜେ ମା’-ବାପା ଟ୍ରେନରେ କଟିଗଲେ

ପାଟନା, ୨୯।୫: ବିହାରର ଆରା ରେଳ ଷ୍ଟେଶନରେ ଏକ ଅଭାବନୀୟ ଘଟଣା ଘଟିଛି। ନାତୁଣୀକୁ ବଞ୍ଚାଇବାକୁ ଯାଇ ଟ୍ରେନରେ କଟିଯାଇଛନ୍ତି ଜେଜେ ମା’-ବାପା। ସୂଚନାଯୋଗ୍ୟ, ଭୋଜପୁରର ଜଣେ ବୟସ୍କ ଦମ୍ପତ୍ତି ନିଜ ନାତୁଣୀ ସହ କୁଆଡେ ଯିବା ପାଇଁ ଟ୍ରେନକୁ ଅପେକ୍ଷା କରିଥିଲେ। ହଠାତ୍‌ ନାତୁଣୀ ଜଣଙ୍କ ଖେଳି ଖେଳି ଟ୍ରେନ୍‌ ଟ୍ରାକକୁ ଆସିଥିବାବେଳେ ପ୍ଲାଟଫର୍ମରେ ଟ୍ରେନ୍‌ ଆସୁଥିବାର ଦେଖି ଜେଜେ ମା’-ବାପା ନାତୁଣୀଙ୍କୁ ବଞ୍ଚାଇବା ପାଇଁ ଟ୍ରାକ୍‌ ଆଗକୁ ଡେଇଁ ପଡିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।


All Right Reserved By

ଭାରତରେ ଆମେରିକା ବୈଦେଶିକ ମନ୍ତ୍ରୀ ପୋମ୍ପିଓ: ଆଜି ମୋଦିଙ୍କୁ ଭେଟିବେ

ନୂଆଦିଲ୍ଲୀ,୨୬।୬: ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିୟୋ ତିନିଦିନିଆ ଭାରତ ଗସ୍ତରେ ଆସିଛନ୍ତି ମାଇକ ପୋମ୍ପିୟୋ। ଏହି ଗସ୍ତ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବିଗ୍‌-ବିଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌: ଲାଗିଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ମୁମ୍ବାଇ,୧୧।୬: ବଲିଉଡ ସୁପରଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ବିଗ୍‌ ବିଙ୍କ ଟୁଇଟର ପ୍ରୋଫାଇଲ୍‌ ଫଟୋ ହଟାଇ ଦିଆଯାଇ ତାଙ୍କ ସ୍ଥାନରେ ପାକିସ୍ତାନ...

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ,...

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା...

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ଶୁଖିଲା ନଦୀରେ ଜଳ ଭରିବା ପାଇଁ ଅଣ୍ଟା ଭିଡିଛନ୍ତି ୨୦ ହଜାର ମହିଳା

ଭେଲୋର,୧୯।୬: ତାମିଲ୍‌ନାଡୁ ଭେଲୋରରେ ଗତ ୧୫ ବର୍ଷ ଧରି ଶୁଖିଲା ପଡ଼ିଥିବା ନାଗାନାଧି ନଦୀରେ ଜଳ ଭରିବା ପାଇଁ ଏହି ଅଞ୍ଚଳର ୨୦ ହଜାର ମହିଳା...

ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍‌ଚଲ୍‌

ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ...

ଇଦ୍‌ ଶୁଭେଚ୍ଛା ଜଣାଇ ଟ୍ରୋଲ୍‌ ହେଲେ ମମତା

କୋଲକାତା, ୫।୬: ‘ଜୟ ଶ୍ରୀରାମ’ ନାରାକୁ ନେଇ ପଶ୍ଚିମବଙ୍ଗ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି। ଗୋଟିଏ ପଟେ ‘ଜୟ ଶ୍ରୀରାମ’ ନାରା ଶୁଣିବା ମାତ୍ରେ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *