ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଦାର ଆସିଛି। ସେ ଖୁବ୍‌ ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ ବୋଲି କୁହାଯାଉଛି। ସେ ଗତବର୍ଷ ସେପ୍ଟେମ୍ବରରେ ଚିକିତ୍ସା ପାଇଁ ନ୍ୟୁୟର୍କ ଯାଇଥିଲେ। ସ୍ବାସ୍ଥ୍ୟ ଭଲ ହେବା ପରେ ଏବେ ୬୬ ବର୍ଷ ବୟସ୍କ ଋଷି ମୁମ୍ବାଇ ଫେରିବାକୁ ଚିନ୍ତା କରୁଥିବା ତାଙ୍କ ନିକଟତମ ମହଲରେ ଚର୍ଚ୍ଚା ହେଉଛି। ଏନେଇ ବଲିଉଡ୍‌ରେ ଋଷିଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି।


All Right Reserved By

ସାହିଦଙ୍କ ସହ କାମ କରିବାକୁ ନେଇ ସର୍ତ୍ତ ରଖିଲେ ପରିଣିତି

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ପରିଣିତି ଚୋପ୍ରା ଏବେ ସାଇନା ନେହଓ୍ବୋଲଙ୍କ ବାୟୋପିକ୍‌କୁ ନେଇ ବ୍ୟସ୍ତ ଅଛନ୍ତି। ଆଉ ଅନ୍ୟପଟେ କବିର ସିଂ ଫେମ୍‌ ସାହିଦ କପୁର...

ଜଙ୍କ୍‌ଫୁଡ୍‌ରେ ସୋନମ୍‌ଙ୍କ ପ୍ରିୟ ଗୁପ୍‌ଚୁପ୍‌

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ଫିଟ୍‌ ରହିବାକୁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଜଙ୍କ୍‌ଫୁଡ୍‌ଠାରୁ ଦୂରେଇ ରୁହନ୍ତି ଅଭିନେତ୍ରୀମାନେ। ମାତ୍ର ଏବେ ବଲିଉଡ୍‌ ଫ୍ୟାଶନ୍‌...

ମାଡାମ ଟୁସାଡ୍‌ସରେ ପ୍ରିୟଙ୍କା

ଲଣ୍ଡନ: ପ୍ରିୟଙ୍କା ଚୋପ୍ରାଙ୍କ ମହମ ପ୍ରତିମୂର୍ତ୍ତି ମଙ୍ଗଳବାର ମାଡାମ ଟୁସାଡ୍ସ ଲଣ୍ଡନରେ ଅନାବରଣ ହୋଇଛି। ସେ ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯାହାଙ୍କ ପ୍ରତିମୂର୍ତ୍ତି ସେଠାରେ...

କୋର୍ଟରେ ହାଜର ନ ହେଲେ ଖାରଜ ହେବ ସଲମାନଙ୍କ ଜାମିନ

ଯୋଧପୁର,୪।୭: କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍‌ ଅଭିନେତା ସଲମାନ ଖାଁ ଯଦି ପରବର୍ତ୍ତି ଶୁଣାଣିରେ କୋର୍ଟରେ ହାଜର ନ ହୁଅନ୍ତି ତେବେ ତାଙ୍କ ଜାମିନ...

ଶେଷରେ ବୁଝିଲେ

ସିନେମାଟିଏ ସାଇନ୍‌ କରିବା ପୂର୍ବରୁ ଶାହରୁଖ ଜୋକ୍‌ କରିବାକୁ ପସନ୍ଦ କରିଥାଆନ୍ତି। ଭାରତୀୟ ହକି ଟିମ୍‌ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଚକ୍‌ ଦେ ଇଣ୍ଡିଆ’ର କୋଚ୍‌...

ସୁଶାନ୍ତଙ୍କ ହାତ ଛାଡ଼ି ଏବେ ବିକ୍କିଙ୍କ ପ୍ରେମରେ ଅଙ୍କିତା, ଅଗଷ୍ଟରେ କରିପାରନ୍ତି ବିବାହ

ମୁମ୍ବାଇ: ସୁଶାନ୍ତଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ଏବେ ଅଙ୍କିତା ଲୋଖଣ୍ଡେ ପୁଣି ଥରେ ପଡ଼ିଛନ୍ତି ପ୍ରେମରେ। ବ୍ୟବସାୟୀ ବିକ୍କି ଜୈନ୍‌ଙ୍କୁ ସେ ଡେଟ୍‌ କରୁଛନ୍ତି।...

ଶିଳ୍ପା-ଅକ୍ଷୟଙ୍କ ଗୀତ ବିନା ଶୋଉ ନ ଥିଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଟାଇଗର ଶ୍ରଫଙ୍କ ଆଗାମୀ ଫିଲ୍ମ ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨ ଆସନ୍ତା ୧୦ ତାରିଖରେ ରିଲିଜ୍‌ ହେବାର ଯୋଜନା ରହିଛି।...

ସୁମନ ମିସ୍‌ ଇଣ୍ଡିଆ ଓ୍ବାର୍ଲଡ

ମୁମ୍ବାଇ: ରାଜସ୍ଥାନର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଛାତ୍ରୀ ସୁମନ ରାଓ ମିସ୍‌ ଇଣ୍ଡିଆ ଓ୍ବାର୍ଲଡ-୨୦୧୯ ମୁକୁଟ ବିଜୟିନୀ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇନ୍‌ଡୋର...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *