Posted inଖେଳ

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନକୁ ଏହି ମନ୍ତ୍ର ଦେଲେ ଇମ୍ରାନ

ଇସଲମାବାଦ୍‌, ୭।୬: ୨୦୧୯ କ୍ରିକେଟ ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ଖେଳାଳିଙ୍କୁ ବିଜୟ ମନ୍ତ୍ର ଦେଇଛନ୍ତି ପୂର୍ବତନ ଖେଳାଳି ତଥା ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ମ୍ୟାଚ୍‌ ଦିନ ପଡିଆରେ ଯେସାକୁ ତେସା ନୀତି ଅବଲମ୍ବନ ନ କରି କେବଳ କ୍ରିକେଟ ଉପରେ ଫୋକସ୍‌ କରିବାକୁ ସେ ପାକିସ୍ତାନ ଖେଳାଳିଙ୍କୁ ପରାମର୍ଶ ଦେଇଛନ୍ତି। ଖେଳ ଉପରେ ଧ୍ୟାନ ଦେଲେ ହଁି ଭାରତକୁ ପରାସ୍ତ କରିବା ସହଜ ହେବ ବୋଲି ଇମ୍ରାନ କହିଛନ୍ତି। ସୂଚନାଯୋଗ୍ୟ, ଜୁନ ୧୬ରେ ମାଞ୍ଚେଷ୍ଟରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳାଯିବ।


All Right Reserved By

Posted inଖେଳ

ବିମାନ ବିଳମ୍ବ: ବିଶ୍ୱକପ୍‌ରୁ ଓହରିଲେ ଭାରତୀୟ ତୀରନ୍ଦାଜ

କୋଲକାତା,୨୧ା୪ (ପି.ଟି.)- ବିମାନ ବିଳମ୍ବ ଯୋଗୁ ଭାରତୀୟ ତୀରନ୍ଦାଜମାନେ ବିଶ୍ୱକପ୍‌ରୁ ଓହରିଯିବା ଲାଗି ବାଧ୍ୟ ହୋଇଛନ୍ତି। କଲମ୍ବିଆର ମେଡଲିନଠାରେ ସିଜନ ଆରମ୍ଭ ବିଶ୍ୱକପ୍‌ ଷ୍ଟେଜ୍‌ ଓ୍ବାନ...

ଭାରତ ଏ’କୁ ଜିତାଇଲେ ଆୟାର, ଖଲିଲ

ନୂଆଦିଲ୍ଲୀ,୧୨।୭- ଭାରତ ଏ’ ଦଳ ଶ୍ରେୟାସ ଆୟାର ଓ ଖଲିଲ ଅହମ୍ମଦଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ୬୫ ରନ୍‌ର ବିଜୟ ସହ ତା’ର ଓ୍ବେଷ୍ଟଇଣ୍ଡିଜ ଅଭିଯାନ...

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ...

ବଦଳିପାରେ ଓଭରଥ୍ରୋ ନିୟମ

ଲଣ୍ଡନ,୨୦।୭(ପି.ଟି.)- କ୍ରିକେଟ ନିୟମ ପ୍ରସ୍ତୁତକାରୀ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଓଭରଥ୍ରୋ ନିୟମରେ ପରିବର୍ତ୍ତନ କରିପାରେ। ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ୍‌ ଫାଇନାଲରେ ଓଭରଥ୍ରୋ...

ଫିଞ୍ଚ୍‌ଙ୍କ ଶତକ: ଇଂଲଣ୍ଡକୁ ହରାଇ ସେମିରେ ଅଷ୍ଟ୍ରେଲିଆ

ଲଣ୍ଡନ, ୨୬।୬(ପି.ଟି.)- ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଶତକ ଓ ପରେ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ମଙ୍ଗଳବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଆୟୋଜକ ଇଂଲଣ୍ଡକୁ ୬୪...

ଜାତୀୟ ବାସ୍କେଟବଲ ଶିବିରରେ ଫୟାଜ୍‌

କଟକ ଅଫିସ, ୧।୬- ୧୬ବର୍ଷରୁ କମ୍‌ ଜାତୀୟ ବାସ୍କେଟବଲ ଶିବିରରେ ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ସ୍ଥାନ ପାଇଛନ୍ତି ସେଖ୍‌ ଫୟାଜ। ବେଙ୍ଗାଲୁରୁ ବିଦ୍ୟାନଗରସ୍ଥିତ ଜୟପ୍ରକାଶ...

ଗୋଆକୁ ୧୦ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଗୋଆକୁ ୧୦ କୋଟି ଟଙ୍କା ଜରିମାନା ଦେବାକୁ କହିଛି। ୩୬ତମ ଜାତୀୟ ଗେମ୍ସ ଆୟୋଜନକୁ ବାରମ୍ବାର ଘୁଞ୍ଚାଇବା...

ସ୍ବସ୍ତିକ, ଜ୍ୟୋତିକା ଚାମ୍ପିୟନ

କଟକ ଅଫିସ,୨୯ା୪- ମାଷ୍ଟର ଚେସ୍‌ ଫାଉଣ୍ଡେଶନ ଆନୁକୂଲ୍ୟରେ ଏଠାରେ ଅନୁଷ୍ଠିତ ରାଜ୍ୟ ୭ବର୍ଷରୁ କମ୍‌ ଓପନ ଓ ବାଳିକା ଚେସ୍‌ ଚାମ୍ପିୟନଶିପ ରବିବାର ଉଦ୍‌ଯାପିତ ହୋଇଯାଇଛି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *