Posted inଜାତୀୟ

୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ଭାଜପା: ରାମ ମାଧବ

ଅଗରତାଲା,୮।୬: ଦେଶରେ କଂଗ୍ରେସ ଦଳ ନାମରେ ଅଧିକ ସମୟ ଧରି କ୍ଷମତାରେ ରହିବାର ରେକର୍ଡ ଅଛି। ତେବେ ଏହି ରେକର୍ଡ ଭାଜପା ଭାଙ୍ଗିବା ସହିତ ୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ। ଏନେଇ ତ୍ରିପୁରାର ଅଗରତାଲାରେ ଆୟୋଜିତ ଏକ ସଭାରେ ରାମ ମାଧବ ସୂଚନା ଦେଇଛନ୍ତି। ୨୦୪୭ରେ ଦେଶ ସ୍ବାଧୀନତା ଦିବସର ଶତ ବାର୍ଷିକୀ ପାଳନ କରୁଥିବାବେଳେ ଭାଜପା କ୍ଷମତାର ରହିଥିବ ବୋଲି ସେ ପ୍ରକାଶ କରିଛନ୍ତି। ରାମ ମାଧବଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାଜପା ଆଗାମୀ ୫୦ ବର୍ଷ ଧରି ବିଜୟ ହାସଲ କରିବ ବୋଲି କହିଥିଲେ। ଏଥି ପାଇଁ ଦଳୀୟକର୍ମୀ ପ୍ରସ୍ତୁତ ରହିବା ଆବଶ୍ୟକ ବୋଲି ସେ କହିଥିଲେ।


All Right Reserved By

ନୋଟିସ୍‌ର ଜବାବ ପରେ ସାଧ୍ୱୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସାଧ୍ୱୀ...

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା...

ମନ୍ତ୍ରୀଙ୍କ ଘରେ କଙ୍କଡା ଫୋପାଡ଼ି ବିରୋଧ ପ୍ରଦର୍ଶନ କଲେ ଏନ୍‌ସିପି କର୍ମକର୍ତ୍ତା

ପୁଣେ,୯।୭: ମହାରାଷ୍ଟ୍ରର ରାଷ୍ଟ୍ରବାଦୀ କଂଗ୍ରେସ ଦଳ(ଏନ୍‌ସିପି)ର ଯୁବ କର୍ମକର୍ତ୍ତା ଜଳ ସଂରକ୍ଷଣ ମନ୍ତ୍ରୀ ତାନାଜି ସାଓ୍ବନ୍ତଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରତ୍ନଗିରି ଜିଲାର ତିଓ୍ବାରେ...

ଭାଜପା ବିଧାୟକଙ୍କ ବିବାଦୀୟ ବୟାନ: ୫୦ ମହିଳାଙ୍କୁ ରଖିଲେ ଜନ୍ମନେବେ ୧୦୫୦ ଶିଶୁ

ବଲିଆ,୧୫।୭: ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବଲିଆର ଭାଜପା ବିଧାୟକ ସୁରେନ୍ଦ୍ର ସିଂହ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ଏଥର ସେ...

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍‌ପି ପ୍ରାର୍ଥୀ ଥିବା କନଓ୍ବର...

ଖାପ୍‌ ପଞ୍ଚାୟତର ଅଜବ ନିୟମ: ଏହି ୨୪ଗାଁର ଲୋକେ ନିଜ ନାଁରେ ଲଗାଇପାରିବେନି ସରନେମ୍‌

ଜିନ୍ଦ,୧।୭: ଜାତିପ୍ରଥା ବ୍ୟବସ୍ଥାକୁ ଦୂର କରିବା ଉଦ୍ଦେଶ୍ୟରେ ହରିୟଣା ଜିନ୍ଦ ଜିଲାର ଖେଡା ଖାପ୍‌ରେ ଏକ ବଡ ନିୟମ ତିଆରି କରାଯାଇଛି। କୌଣସି ବ୍ୟକ୍ତି ନିଜ...

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର...

ଭାଜପା ପାଇଁ ପ୍ରଚାର କଲେ ରେସ୍‌ଲର ଖଲି

କୋଲକାତା,୨୬।୪: ଚଳିତ ଲୋକ ସଭା ନିର୍ବାଚନରେ କେତେଜଣ ବଲିଉଡ୍‌ ସେଲିବ୍ରିଟି, ସ୍ପୋର୍ଟସ୍‌ ପର୍ସନ୍‌ ରାଜନୀତି ମଇଦାନକୁ ଆସିଥିବା ଦେଖାଯାଇଛି। ଏହି କ୍ରମରେ ରେସଲର ଦଲିପ ସିଂ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *