କର୍କଟରୁ ଦୂରେଇ ରଖେ ଏହି ସହଜ ଉପାୟ…

ସକାଳେ କିଛି ସମୟ ବ୍ୟାୟାମ ପରେ ୭-୮ଟି ଚିନା ବାଦାମ ଖାଇଲେ ଅନେକ ଉପକାର ମିଳେ। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଚିନା ବାଦାମରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ। ଏହା ଏକ ଅନସାଚ୍ୟୁରେଟେଡ୍‌ ଫ୍ୟାଟ୍‌। କ୍ୟାନସରକୁ ପ୍ରାଥମିକ ଅବସ୍ଥାରୁ ଏହା ରୋକଥାଏ। ଏହା ବ୍ରେଷ୍ଟ କ୍ୟାନସର କୋଷିକାକୁ ନଷ୍ଟ କରିଥାଏ। କ୍ୟାନସର ରୋଗକୁ ପ୍ରତିରୋଧ କରିବାରେ ଫ୍ୟାଟି ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଫ୍ୟାଟି ଏସିଡ୍‌ କ୍ୟାନସର କୋଷିକାକୁ ନଷ୍ଟ କରିବା ସହିତ ଏହାକୁ ଆଉ ବଢ଼ିବାକୁ ଦେଇ ନ ଥାଏ। ଫଳରେ ଧୀରେ ଧୀରେ ଏକ ବର୍ଷରୁ ଦେଢ଼ ବର୍ଷ ମଧ୍ୟରେ କ୍ୟାନସର ରୋଗରୁ ମୁକ୍ତି ମିଳିଥାଏ ।


All Right Reserved By

ଷ୍ଟୋମାକ କ୍ୟାନ୍‌ସର ଚିହ୍ନିବାର ନୂଆ ଉପାୟ

ଷ୍ଟୋମାକ କ୍ୟାନ୍‌ସରର ଆଦ୍ୟାବସ୍ଥାରୁ ଚିକିତ୍ସା କରାଇଲେ ଏଥିରୁ ଆରୋଗ୍ୟ ଲାଭ କରିବାର କିଛି ଅଂଶ ସୁଯୋଗ ରହିଛି। ହେଲେ ଏହା ଜଟିଳ ଅବସ୍ଥା ଧାରଣ କରିଥିଲେ...

ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ଖରାଦିନରେ ତ୍ୱଚାରେ ନାନା ସମସ୍ୟା ଦେଖା ଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ କିଛି ଉପାୟ। ପ୍ରଚୁର ପାଣି ପିଅନ୍ତୁ : ଖରାଦିନେ ଅଧିକ...

ମୌସୁମୀର ମଜା ନେବା ପୂର୍ବରୁ ଜାଣନ୍ତୁ, ଏହା ଜନିତ ସ୍ବାସ୍ଥ୍ୟ ସମସ୍ୟା: ଏଥିରୁ ବଞ୍ଚତ୍ବାର ୫ଟି ଉପାୟ

ପ୍ରଚଣ୍ଡ ତାତି, ଅସହ୍ୟ ଗରମ ପରେ ମୌସୁମୀର ଆଗମନ ଯେତିକି ଖୁସି ଦେଇଥାଏ, ତା’ଠୁ ଅଧିକ ଚିନ୍ତାରେ ପକାଇଥାଏ ଏହାଜନିତ ସଂକ୍ରମଣ ରୋଗ। ତେବେ ବର୍ଷାଦିନେ...

ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ...

ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ବଜାରରେ ମିଳୁଥିବା ଫାଷ୍ଟଫୁଡ୍‌ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ପାଟିକୁ ସୁଆଦିଆ ମାତ୍ର ଦେହ ପ୍ରତି କ୍ଷତିକାରକ। ଫାଷ୍ଟଫୁଡ୍‌ ଖାଇବା ପରେ କିଛି...

ଜୀବନ ଜୀବିକା ଓ ଜୈବ ବିବିଧତା

”ମଣିଷ ଏବେ ଉଭା ହୋଇପଡ଼ିଛି ପ୍ରକୃତିର ପ୍ରଧାନ ପ୍ରତିଦ୍ୱନ୍ଦ୍ୱୀ ରୂପେ । ସଂପ୍ରତି ମଣିଷ ସଂଘର୍ଷରତ ଉଦ୍ଭିଦଜଗତ ସହ, ସଂଘର୍ଷରତ ପ୍ରାଣିଜଗତ ସହ ଏବଂ ଏପରି...

ଯଦି ସ୍ତ୍ରୀ-ସ୍ବାମୀ ଉଭୟ କର୍ମଜୀବୀ: ତେବେ କେତୋଟି ବିଷୟ ପ୍ରତି ବିଶେଷ ଧ୍ୟାନଦେବାକୁ ପଡ଼ିଥାଏ, ଜାଣନ୍ତୁ ସେ ସମ୍ପର୍କରେ…

ସେଦିନ ସୁନୀତା ମନ ମାରି ବସିଥାଏ। ଗତ କିଛିଦିନ ହେବ ଠିକ୍‌ ସମୟରେ ଅଫିସ୍‌ ଯାଇପାରୁନି। ସକାଳୁ ସକାଳୁ ସ୍ବାମୀ ତାଙ୍କ କାମରେ ବାହାରି ଯାଉଛନ୍ତି।...

ଅଫିସରେ କାମ କରୁଥିଲେ ଏହି ରୋଗର ରହିଛି ଆଶଙ୍କା..

ଆପଣ ଅଫିସରେ କାମ କରୁଛନ୍ତି କି? ଯଦି ହଁ, ତେବେ ଆପଣଙ୍କୁ ଏକ ନିର୍ଦ୍ଦିଷ୍ଟ ରୋଗ ହେବାର ଆଶଙ୍କା ରହିଛି। ନିକଟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *