Posted inଜାତୀୟ

ମୃତ ଶାବକର ଅନ୍ତିମ ସଂସ୍କାର କଲେ ହାତୀପଲ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୧୦।୬: ମଣିଷ ସମାଜରେ କାହାର ମୃତ୍ୟୁ ହେଲେ ପରମ୍ପରା ଅନୁସାରେ ଅନ୍ତିମ ସଂସ୍କାର କରାଯାଇଥାଏ। ତେବେ ପ୍ରାଣୀ ଜଗତରେ ଏଭଳି ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏଭଳି ଏକ ଘଟଣାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହାକୁ ଫରେଷ୍ଟ ଅଫିସର ଆଇଏଫଏସ୍‌ ପରଓ୍ବିନ୍‌ କସଓ୍ବାନ ଅପଲୋଡ୍‌ କରିଛନ୍ତି। ଏକ ମିନିଟ୍‌ ୨୩ ସେକେଣ୍ଡର ଏହି ଭିଡ଼ିଓରେ ମା’ ହାତୀ କିଭଳି ମୃତ ଶାବକକୁ ଧରି ଆଗରେ ଯାଉଛି ଏବଂ ପଛରେ ହାତୀ ପଲ ଧାଡ଼ି ବାନ୍ଧି ଯାଉଛନ୍ତି ତାହା ଦେଖିବାକୁ ମିଳୁଛି। ଏହି ଅନ୍ତିମ ସଂସ୍କାରକୁ ଦେଖିବା ଲାଗି ରାସ୍ତାରେ ଲୋକେ ଅଟକି ରହିଥିବାର ଦୃଶ୍ୟ ରହିଛି। ତେବେ ଏହା କେଉଁ ଅଞ୍ଚଳର ଜଙ୍ଗଲରେ ଘଟିଛା ତାହା ପରଓ୍ବିନ୍‌ ସୂଚିତ କରି ନାହାନ୍ତି। ଏହି ଭିଡ଼ଓ ଦେଖଣାହାରୀଙ୍କୁ ବେଶ୍‌ ଭାବୁକ କରୁଛି।


All Right Reserved By

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ...

ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ...

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା...

ପ୍ରେମିକ ସହ ଫୋନ୍‌ରେ କଥା ହେଉଥିବା ଦେଖି ଝିଅର ଚୁଟିକାଟି ହାତୁଡ଼ିରେ ହାତପାଦ ଛେଚିଲେ ପିତା

ବରେଲି,୯।୬: ଉତ୍ତର ପ୍ରଦେଶର ବରେଲିରେ ଏକ ଲୋମ ଟାଙ୍କୁର ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ଇଜ୍ଜତନଗରରେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସହ ଫୋନ୍‌ରେ...

୪୨ ପିଏସ୍‌ୟୁରେ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ତୃଣମୂଳ ଏମ୍‌ପିଙ୍କ ଧାରଣା

ନୂଆଦିଲ୍ଲୀ,୮।୭: ଦେଶର ୪୨ଟି ପିଏସ୍‌ୟୁ(ପବ୍ଲିକ୍‌ ସେକ୍ଟର ଅଣ୍ଡରଟେକିଂ)ରେ ପୁଞ୍ଜିପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ବିରୋଧ କରି ସୋମବାର...

୯ କୋଟି ଟଙ୍କାରେ ବିକ୍ରି ହେଲା ବିଶ୍ୱର ସବୁଠାରୁ ବିପଦଜ୍ଜନକ ଲ୍ୟାପଟପ୍‌

ନୂଆଦିଲ୍ଲୀ, ୨୯।୫: ବିଶ୍ୱର ସବୁଠାରୁ ବିପଦଜ୍ଜନକ ଲ୍ୟାପଟପ୍‌ ୧୩ଲକ୍ଷ ଡଲାର(ପାଖାପାଖି ୯ କୋଟି ଟଙ୍କା)ରେ ବିକ୍ରି ହୋଇଛି। ଅନଲାଇନ୍‌ ନିଲାମରେ ଏହା ବିକ୍ରି କରାଯାଇଛି ବୋଲି...

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ...

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *