Posted inଜାତୀୟ

ଭାରତ ଉପରେ ଆକ୍ରମଣ କଲେ ପାତାଳରୁ ବି ଆତଙ୍କବାଦୀଙ୍କୁ ଖୋଜି ଆଣି ଦଣ୍ଡ ଦେବୁ: ମୋଦି

ଡିଣ୍ଡୋରି,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ଡିଣ୍ଡୋରି ଗସ୍ତ କରିଛନ୍ତି। ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ବହୁ ହେଭିଓ୍ବେଟ ନେତା ଏବେ ପ୍ରଚାର ମଇଦାନରେ ଅଛନ୍ତି। ଏହି କ୍ରମରେ ମୋଦି ଡିଣ୍ଡୋରିରେ ଏକ ରାଲିକୁ ଉଦ୍‌ବୋଧନ ଦେବା ଅବସରରେ ଶ୍ରୀଲଙ୍କା ବିସ୍ଫୋରଣ ମାମଲାର ନିନ୍ଦା କରିଛନ୍ତି। ଏହା ସହ ମୋଦି କହିଛନ୍ତି ଯଦି କେହି ଭାରତ ଉପରେ ଏମିତି ଆକ୍ରମଣ କରେ ତେବେ ମୋଦି ସେହି ଆତଙ୍କବାଦୀଙ୍କୁ ପାତାଳରୁ ବି ଖୋଜି ଆଣି ଦଣ୍ଡ ଦେବେ।


All Right Reserved By

ଭାଜପା-ଜେଡିୟୁ ମଧ୍ୟରେ ଫାଟ: ଭବିଷ୍ୟତରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି

ପାଟନା, ୨।୬:କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି।...

ବିହାର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ କ୍ରିକେଟ ନିଶା, ଶିଶୁ ମୃତ୍ୟୁ ପ୍ରତି ନାହିଁ ଦରଦ: ଖବରଦାତା ସମ୍ମିଳନୀରେ ପଚାରିଲେ ଗଲାଣି କେତେ ଓ୍ବିକେଟ୍‌

ପାଟନା,୧୮।୬: ବିହାରରେ ଜାପାନିଜ୍‌ ଇନସେଫାଲଇଟିସ୍‌ରେ ଜଣଙ୍କ ପରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିବାରେ ଲାଗିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ, ସ୍ବାସ୍ଥ୍ୟ ଓ...

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ...

ବିବାହ ପାଇଁ ରାତି ୨ଟାରେ ମନ୍ଦିରରେ ପହଞ୍ଚିଥିଲେ କିରଣ ବେଦି

ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫିସର କିରଣ ବେଦି ରବିବାର ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୯ ଜୁନ୍‌ ୯ରେ ପଞ୍ଜାବର ଅମୃତସରଠାରେ...

ବିହାର ଅଂଶୁଘାତରେ ତିନି ଦିନରେ ଗଲାଣି ୨୪୬ ଜୀବନ: ସଂସ୍କାର ପାଇଁ କାଠ ଅଭାବ

ପାଟଣା, ୧୮।୬: ବିହାରରେ ପ୍ରଚଣ୍ଡ ରୌନ୍ଦ୍ରତାପ ଯୋଗୁ ଜନଜୀବନ ଦୁର୍ବିସହ ହୋଇପଡିଛି। ସେଠାରେ ଅଂଶ୍‌ୁଘାତରେ ଗତ ୩ ଦିନ ମଧ୍ୟରେ ୨୪୬ଜଣଙ୍କ ଜୀବନ ଗଲାଣି। ପରିସ୍ଥିତି...

ଜଳସଙ୍କଟ ପାଇଁ ବଦଳିଲା ସ୍କୁଲ-କଲେଜ ଅଫିସ୍‌ ସମୟ: ଜୁନ୍‌ ୨୨ରେ ଡିଏମ୍‌କେ କରିବ ବିକ୍ଷୋଭ

ଚେନ୍ନାଇ,୨୦।୬: ତାମିଲ୍‌ନାଡୁରେ ଜଳସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚେନ୍ନାଇରେ କେତେକ ସ୍କୁଲ-କଲେଜ-ଅଫିସ୍‌ ସମୟରେ ପରିବର୍ତ୍ତନ କରାଯାଇଛି। ସ୍କୁଲ ଗୁଡ଼ିକ...

ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ

ଚେନ୍ନାଇ, ୧୭।୬: ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡିଛନ୍ତି। ହୃଦଜନିତ ରୋଗରେ ପୀଡିତ ଥିବାରୁ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲ...

ଜମି ଅଧିଗ୍ରହଣ ମାମଲାରେ ରବର୍ଟଙ୍କୁ ଇଡିର ସମନ

ନୂଆଦିଲ୍ଲୀ,୨୯।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭିଣୋଇ ତଥା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଜମି ଅଧିଗ୍ରହଣ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *