Posted inଫୁରସତ

୨କୋଟି ଟଙ୍କାର ଗାଡ଼ିରେ ପେଟ୍ରୋଲ୍‌ ପକାଇବା ପାଇଁ କୁକୁଡା ଚୋରି କରୁଥିଲେ ମାଲିକ

ସଉକ୍‌ ପାଇଁ ମଣିଷ ବେଳେ ବେଳେ ଅଜବ କାମ କରୁଥିବା ଦେଖିବାକୁ ମିଳିଥାଏ। ସେମିତି ଚାଇନାର ଜଣେ କୃଷକ ନିଜର ସୌକ ପାଇଁ ୨ କୋଟି ଟଙ୍କାର ଏକ ଏସ୍‌ୟୁଭି ଗାଡ଼ି କିଣିଥିଲେ କିଛିଦିନ ପର୍ଯ୍ୟନ୍ତ ଏହାକୁ ବେଶ୍‌ ମଜାରେ ଚଳାଇଥିଲେ। ହେଲେ ପାଖରେ ଅର୍ଥର ଅଭାବ ହେବାରୁ ଧୀରେ ଧୀରେ ବ୍ୟକ୍ତି ଜଣଙ୍କ ପାଖ ପଡିଶାଙ୍କ ଘରୁ କୁକୁଡା ଓ ବତକ ଚୋରି କରିବା ଆରମ୍ଭ କରିଥିଲେ। ଏହି କୁକୁଡା ଓ ବତକଙ୍କୁ ବିକ୍ରି କରି ସେ ଗାଡିରେ ପେଟ୍ରୋଲ୍‌ ପକାଉଥିଲେ ବୋଲି ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା।


All Right Reserved By

ଏପରି କିଛି ବିପଦସଙ୍କୁଳ ହ୍ରଦ: ଯେଉଁଠିକୁ ଯିବା ମୃତ୍ୟୁକୁ ଆଲିଙ୍ଗନ କରିବା ସହ ସମାନ

ଦୁନିଆରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ...

ଦୁର୍ଘଟଣା ପରେ ଜଣାପଡିଲା ଜଣେ ଯୁବକଙ୍କର ୧୭ ପ୍ରେମିକା

ଆଜିକାଲି ପ୍ରେମ କରିବା ଏକ ସାଧାରଣ ଘଟଣା। ହେଲେ ଗୋଟିଏ ନୁହେଁ କି ଦୁଇଟି ନୁହେଁ ୧୭ ଜଣ ପ୍ରେମିକାଙ୍କୁ ଏକାସଙ୍ଗେ ପ୍ରେମ କରି ଫସିଛନ୍ତି...

୨୧ ବର୍ଷରେ ୧୯୬ଟି ଦେଶ ବୁଲି ରେକର୍ଡ କଲେ ଯୁବତୀ

ଆମେରିକାର ୨୧ ବର୍ଷୀୟା ଯୁବତୀ ଲେକ୍ସି ଅଲଫର୍ଡ଼ ୧୯୬ଟି ଦେଶ ବୁଲି ରେକର୍ଡ ସୃଷ୍ଟି କରିଛନ୍ତି। ଲେକ୍ସିଙ୍କ ଏହି ଯାତ୍ରା ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି।...

ବ୍ୟକ୍ତିତ୍ୱ: ହୋମର ଅନୁପ୍ରାଣିତ କବି ଲର୍ଡ ଟେନିସନ୍‌

ବିଶ୍ୱର ଏମିତି କୌଣସି ସାହିତ୍ୟ ସ୍ରଷ୍ଟା ନାହାନ୍ତି, ଯେଉଁମାନେ ହୋମରଙ୍କ ରଚନା ଦ୍ୱାରା ଅନୁପ୍ରାଣିତ ହୋଇନାହାନ୍ତି। ସେକ୍ସପିୟରଙ୍କଠୁ ଆରମ୍ଭ କରି ରାଧାନାଥ ରାୟ ବାହାଦୁର –...

ଯେଉଁଠି ମହିଳାଙ୍କଠାରୁ ମାଡ଼ ଖାଇବା ଲାଗି ପୁରୁଷ ଦିଅନ୍ତି ଟଙ୍କା…

ମାଡ଼ ଖାଇବା ଲାଗି ଟଙ୍କା ଦେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଲଣ୍ଡନରେ ରହିଛି ଏକ ଜିମ୍‌। ଏଠାରେ ମହିଳା ପହିଲ୍‌ମାନ୍‌ଙ୍କଠାରୁ ମାଡ଼...

ଗ୍ରାଜୁଏଟ୍‌ ହେବା ଖୁସିରେ ୪୦୦ ଭୋକିଲା ପିଲାଙ୍କୁ ଖାଇବାକୁ ଦେଲେ ଯୁବତୀ

ଆଜିକାଲିର ଯୁବଗୋଷ୍ଠୀ ପାର୍ଟି ନାମରେ ହଜାର ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଟେକ୍ସାସର ଜଣେ ଯୁବତୀ ସ୍ନାତକ ହେବା ଖୁସିରେ ନିଜ ପକେଟ ଖର୍ଚ୍ଚରେ...

ସମସ୍ତଙ୍କଠାରୁ ଭିନ୍ନ ଦେଖାଯିବା ଲାଗି ଗ୍ରେସ୍‌ଙ୍କ ଅଜବ କାମ: ପୂରା ଶରୀରରେ କଲେ ଟାଟୁ, ଦୁଇଫାଳ କଲେ ଜିଭ

ସୁନ୍ଦର ଦେଖାଯିବା ଲାଗି ମହିଳାମାନେ ବିଭିନ୍ନ ଉପାୟ ଅବଲମ୍ବନ କରିଥା’ନ୍ତି। ଭିନ୍ନ ଭିନ୍ନ ପ୍ରସାଧନ ସାମଗ୍ରୀଠାରୁ ଆରମ୍ଭ କରି ଟାଟୁ କରିବା, ସର୍ଜରି କରିବାକୁ ସେମାନେ...

ଏଇ ବ୍ୟାକ୍‌ପ୍ୟାକ୍‌ରେ ରହିଯିବେ ମଣିଷ

ସ୍କୁଲ, କଲେଜ ହେଉକି ଅଫିସ୍‌ କି ଆଉଟିଂ ଏବେ ସବୁବେଳେ ଆବଶ୍ୟକ ପଡୁଛି ବ୍ୟାକ୍‌ପ୍ୟାକ୍‌। ନେବାକୁ ସୁବିଧା ହେଉଥିବାରୁ ଏହା ସମସ୍ତଙ୍କର ପ୍ରିୟ। ତେବେ ଜାପାନର...



selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *