Posted inଜାତୀୟ

ଅକବରୁଦ୍ଦିନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ସାନଭାଇଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଅପିଲ୍‌ କଲେ ଓଓ୍ବେସୀ

ହାଇଦ୍ରାବାଦ,୧୧।୬: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସବରୁଦ୍ଦିନ ଓଓ୍ବେସୀଙ୍କ ଭାଇ ଅକବରୁଦ୍ଦିନ ଓଓ୍ବେସୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବାରୁ ତାଙ୍କର ଲଣ୍ଡନ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ଅସବରୁଦ୍ଦିନ ସାନଭାଇଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ ନିଜ ସମର୍ଥକଙ୍କୁ ନିବଦେନ କରିଛନ୍ତି। ଅକବରୁଦ୍ଦିନ ଚନ୍ଦ୍ରୟାନଗୁଟ୍ଟାର ବିଧାୟକ ଅଛନ୍ତି। ସୂଚନାଯୋଗ୍ୟ, ୨୦୧୧ରେ କୌଣସି ଏକ ଘଟଣାରେ ତାଙ୍କୁ ଗୁଳି ବାଜିବା ସହ ମାରଣାସ୍ତ୍ରରେ ଆହତ ହୋଇଥିଲେ। ହେଲେ ୩ଦିନ ପୂର୍ବରୁ ଅକବରୁଦ୍ଦିନଙ୍କୁ ବାନ୍ତି ହେବା ସହ ପେଟରେ ଭୀଷଣ ଯନ୍ତ୍ରଣା ହୋଇଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଲୋକ ସଭା ନିର୍ବାଚନ ସମୟରୁ ହିଁ ସେ ଲଣ୍ଡନରେ ଚିକିତ୍ସିତ ହେଉଥିଲେ ବୋଲି ସୂଚନା ରହିଛି। । ଅପରପକ୍ଷରେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ତାଙ୍କର ଆଶୁ ଆରୋଗ୍ୟ କାମନା କରି ଟୁଇଟ କରିଛନ୍ତି।


All Right Reserved By

ମତ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା: ପିଏମ୍‌ ପଦ ପାଇଁ ଦେଶର ସବୁଠୁ ବଡ଼ ଦଳକୁ ମିଳୁ ସୁଯୋଗ

ନୂଆଦିଲ୍ଲୀ,୧୭।୫: ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଦେଇଥିବା ବୟାନକୁ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌। ଗୁରୁବାର କେନ୍ଦ୍ରରୁ ଏନଡିଏକୁ ହଟାଇବା...

ମୋଦି ବିଶ୍ୱର ସବୁଠୁ ବଡ ଅଭିନେତା: ପ୍ରିୟଙ୍କା

ଲକ୍ଷ୍ନୌ, ୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି...

ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା

ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍‌ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ...

ଫେସ୍‌ବୁକ ଲାଇଭରେ କୁମାରସ୍ବାମୀ ଓ ତାଙ୍କ ପରିବାରଙ୍କୁ ଅଭଦ୍ର ଟିପ୍ପଣୀ ଦେଇ ୨ ଗିରଫ

ବେଙ୍ଗାଲୁର,୧୧।୬: ଫେସ୍‌ବୁକ ଲାଇଭ ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଓ ପୂର୍ବତନ ଏଚ୍‌ଡି ଦେବଗୌଡାଙ୍କ ଉପରେ ଅଭଦ୍ର ଟିପ୍ପଣୀ ଦେଇଥିବା ୨ଜଣ ବ୍ୟକ୍ତିଙ୍କୁ ଗିରଫ...

ଇୟର ଫୋନ୍‌ ହେଲା କାଳ: ଦୁର୍ଘଟଣା ପରେ ପତ୍ନୀଙ୍କୁ ଭିଡିଓ କଲ୍‌ କରି ମୃତ୍ୟୁ କୋଳରେ ଶୋଇଗଲେ ଯୁବକ

ପାଟନା,୨।୬: ବିହାରର ବେଗୁସରାଇରେ ଇୟର ଫୋନ୍‌ ଲଗାଇ ବାଇକ୍‌ ଚଲାଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଜାତୀୟ ରାଜପଥ ୨୮ରେ ରାଜାରାମ ପଣ୍ଡିତ ନାମକ ଜଣେ...

ପତ୍ନୀଙ୍କୁ ବି ଜିତାଇପାରିଲେନି ଅଖିଳେଶ: ମାୟାବତୀ

ନୂଆଦିଲ୍ଲୀ,୩।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଉତ୍ତରପ୍ରଦେଶ ନେତାଙ୍କ ସହ ସୋମବାର ନୂଆଦିଲ୍ଲୀରେ  ଏକ ସମୀକ୍ଷା ବୈଠକ କରିଛନ୍ତି ବିଏସ୍‌ପି ମୁଖ୍ୟ ମାୟାବତୀ।...

ଯୋଗ ଦିବସରେ ୩ ବର୍ଷ ହେଲା ମୋଦି କାନ୍ଧରେ ପକେଇ ଆସୁଛନ୍ତି ଏହି ସ୍ବତନ୍ତ୍ର ଗାମୁଛା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପାଳନ କରାଯାଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ୩୦...

ପିତାଙ୍କ ସହ ଦେଖା କରିବାକୁ ରାଞ୍ଚି ପହଞ୍ଚିଲେ ତେଜ ପ୍ରତାପ

ପାଟନା,୨୨।୬: ଗୋଖାଦ୍ୟ ଦୁର୍ନୀତି ମାମଲାରେ ସଜା କଟୁଥିବା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ଶନିବାର ରାଞ୍ଚି ପହଞ୍ଚିଛନ୍ତି ତାଙ୍କ ବଡ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *