Posted inଜାତୀୟ

ପାକିସ୍ତାନ ରୁଟ ଦେଇ ଯିବନାହିଁ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ପାକିସ୍ତାନ ରାସ୍ତାରୁ କିର୍ଗିଜ୍‌ସ୍ତାନ ଯିବ ନାହିଁ। ଭିଭିଆଇପି ବିମାନ ଓମାନ, ଇରାନ ଓ ମଧ୍ୟ ଏସିଆ ଦେଶ ଦେଇ କିର୍ଗିଜ୍‌ସ୍ତାନର ବିଶକେକ ଯିବ ବୋଲି ପ୍ରଶାସନିକ ଅଧିକାରୀ ସୂଚନା ଦେଇଛନ୍ତି। ଜୁନ ୧୩ ଓ୧୪କୁ ଆୟୋଜିତ ହୋଇଥିବା ଏସ୍‌ସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବାକୁ ଯାଉଛନ୍ତି। ଏଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମଧ୍ୟ ଯୋଗଦେବେ। ପୂର୍ବରୁ ତାଙ୍କର ବିମାନ ପାକିସ୍ତାନ ରାସ୍ତା ଦେଇ ଯିବ ବୋଲି କୁହାଯାଉଥିବା ବେଳେ ଏଥିପାଇଁ ଇମ୍ରାନ ସରକାର ମଧ୍ୟ ଅନୁମତି ଦେଇଥିଲେ। ହେଲେ ଶେଷ ସମୟରେ ତାଙ୍କ ଯାତ୍ରାରେ କିଛି ପରିବର୍ତ୍ତନ ଆସିଥିବା ଜଣାପଡ଼ିଛି।


All Right Reserved By

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୪: ଗୁଜରାଟରେ ୨୦୦୨ ଦଙ୍ଗାବେଳେ ଗଣବଳାତ୍କାରର ଶିକାର ହୋଇଥିବା  ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଚାକିରି ସହ ରହିବାର ସୁବିଧା ଯୋଗାଇଦେବା...

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି...

ଭାରତରେ ବୁର୍ଖା ନିଷେଧ ପାଇଁ ଦାବି କଲା ଶିବସେନା

ମୁମ୍ବାଇ,୧।୫: ଶିବସେନା ଭାରତରେ ବୁର୍ଖା ପିନ୍ଧିବା ଉପରେ କଟକଣା ଜାରି କରିବାକୁ ଦାବି କରିଛି। ଶ୍ରୀଲଙ୍କାରେ ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଥିବାବେଳେ ଭାରତ ମଧ୍ୟ ଏହା...

ମଦ ପିଇବାକୁ ମନାକରିବାରୁ ଯବାନଙ୍କୁ ପିଟିଲେ ଆର୍ମି ମେଜର

ପୁଣେ, ୧୦।୬: ସାଙ୍ଗ ହୋଇ ମଦ ପିଇବାକୁ ମନାକରିବାରୁ ଜଣେ ଯବାନଙ୍କୁ ପିଟିଛନ୍ତି ଆର୍ମି ମେଜରଙ୍କ ସହ ତିନି ଯବାନ। ପୁଣେର ଅର୍ଦ୍ଧ ସୈନ୍ୟ ଷ୍ଟେଶନ...

ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର

ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ...

ଏମିତି କ’ଣ ହେଲା ଯେ, ଗତ ୩ମାସରୁ ଲୋକେ ମଦ ପିଇବା କମ୍‌ କରିଦେଇଛନ୍ତି

ନୂଆଦିଲ୍ଲୀ,୩୦।୪: ଗତ ୩ମାସରୁ ଏମିତି କ’ଣ ହେଲା ଯେ ଲୋକେ ମଦ ପିଇବା କମ୍‌  କରିଦେଇଛନ୍ତି। ବାସ୍ତବରେ ଲୋକମାନେ ମଦରୁ ନିଜେ ପିଛା ଛଡ଼େଇନାହାନ୍ତି ବରଂ...

୫ଲକ୍ଷର ନକଲି ନୋଟ ଜବତ, ଜଣେ ଗିରଫ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀ ପୋଲିସର ସ୍ପେଶିଆଲ ସେଲ୍‌ ନକଲି ନୋଟକୁ ଜବତ କରିଛି। ବାଂଲାଦେଶରୁ ଦିଲ୍ଲୀକୁ ଆସିଥିବା ୫ଲକ୍ଷ ନକଲି ନୋଟକୁ ଜବତ କରିବା ସହ ଏଥିରେ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ...



selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *