ମାଓବାଦୀ ପୋଲିସ ମଧ୍ୟରେ ଗୁଳି ବିନିମୟ: ୩ ବନ୍ଧୁକ, ବିସ୍ଫୋରକ କିଟ୍‌ ଜବତ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାରେ ବୁଧବାର ପୁଣି ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଚିତ୍ରକୋଣ୍ଡା ଥାନାଠାରୁ ୩୦ କିମି ଦୂର ଗୁମରଉ ଜଙ୍ଗଲରେ ଆନ୍ଧ୍ର ଓଡ଼ିଶା ବର୍ଡରରେ ଜୋନାଲ କମିଟି ପକ୍ଷରୁ ଏକ ବଡ଼ଧରଣର ବୈଠକ ଚାଲୁଥିବା ଖବର ପାଇ ଆନ୍ଧ୍ର ଗ୍ରେ ହାଉଣ୍ଡ ପୋଲିସ କୋମ୍ବିଂ ଅପରେଶନ ଚଳାଇଥିଲା। ତେବେ ଯବାନଙ୍କୁ ସେଠାରେ ଦେଖି ମାଓବାଦୀ ଗୁଳିଚାଳନା କରିଥିଲେ। ପରେ ପୋଲିସର ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସର୍ଚ୍ଚ ଅପରେଶନ ବେଳେ ଘଟଣାସ୍ଥଳରୁ ୩ଟି ବନ୍ଧୁକ, ବିସ୍ଫୋରକ କିଟ୍‌ ବ୍ୟାଗ ଓ ମାଓବ୍ୟବହୃତ ସାମଗ୍ରୀ ପୋଲିସ ଜବତ କରିଛି। ରାମ କ୍ରିଷ୍ଣା ଚାଲ୍‌ପତି ଭଳି ଅନେକ ମାଓନେତା ଖସି ପଳେଇ ଥିବା ପୋଲିସ ସୂଚନା ଦେଇଛି।


All Right Reserved By

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ...

ନିରୀହ ଆଦିବାସୀଙ୍କୁ ଗିରଫ ପ୍ରତିବାଦରେ ଡଙ୍ଗରିଆଙ୍କ ପକ୍ଷରୁ ବିକ୍ଷୋଭ

ମୁନିଗୁଡ଼ା,୨୭।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ସଭ୍ୟ ଦଧି କାଡ୍ରାକା ମାଓବାଦୀଙ୍କ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଗତ୧୫ ତାରିଖରେ ମୁନିଗୁଡା ପୋଲିସ...

ବିଷଖାଇ ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧।୫(ଡି.ଏନ୍‌.ଏ.): ଡାବୁଗାଁ ଜୟନ୍ତ ନଗରର ସୁରେନ୍ଦ୍ର ଖୁଣ୍ଟିଆ(୩୬) ବୁଧବାର ବିଷଖାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ତାଙ୍କ ବଡ଼ଭାଇ ପ୍ରମୋଦ ଡାବୁଗାଁ ଥାନାରେ ଏତଲା...

ସାପ କାମୁଡାରେ ମାଇଁ ମୃତ, ଭାଣିଜୀ ଗୁରୁତର

ଉମରକୋଟ,୨୯।୫(ଡି.ଏନ.ଏ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବକଡାବେଢା ପଞ୍ଚାୟତ ନିକଟସ୍ଥ ତେଣ୍ଡକାଗୁଡାରେ ମଙ୍ଗଳବାର ରାତିରେ ସାପ କାମୁଡାରେ ମାଇଁର ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଗୁରୁତର...

ଚିକିତ୍ସା ଅବହେଳାରୁ ଦେଢ଼ ବର୍ଷର ଶିଶୁର ଗଲା ଜୀବନ

କୋରୁକୋଣ୍ଡା,୬।୬(ଡି.ଏନ.ଏ): ମାଲକାନଗିରି ଜିଲାର ଖଇରପୁଟ ବ୍ଲକର ସଦର ମହକୁମାରେ ଚିକିତ୍ସା ଅବହେଳାରୁ ଜଣେ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର ଉକ୍ତ...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ...

କୋରାପୁଟରେ ବାଜି ମାରିଲେ ବିଜେଡିର ରଘୁରାମ ପଡାଲ

କୋରାପୁଟ, ୨୩।୫(ସ୍ବ.ପ୍ର.)-କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ବାଜି ମାରିଛି ବିଜେଡି। କଂଗ୍ରେସର କୃଷ୍ଣ କୁଲ୍‌ଦୀପଙ୍କୁ ୬,୨୨୪ ଭୋଟରେ ହରାଇ ବିଜେଡିର ରଘୁରାମ ପଡାଲ ବିଜୟୀ ହୋଇଛନ୍ତି। ରଘୁରାମ...

ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ

କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି...



selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *