Posted inଜାତୀୟ

ପ୍ରିୟଙ୍କାଙ୍କୁ ୟୁପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି

ନୂଆଦିଲ୍ଲୀ,୧୩ା୬: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଆଗାମୀ ୨୦୨୨ ବିଧାନସଭା ନିର୍ବାଚନରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ଲାଗି କର୍ମୀମାନେ ଦାବି କରିଛନ୍ତି। ୧୨ ଆସନ ଲାଗି ହେବାକୁ ଥିବା ଉପନିର୍ବାଚନରେ ଦଳ କଡ଼ା ମୁକାବିଲା କରିବା ସହ ୨୦୨୨ ନିର୍ବାଚନରେ ଯେକୌଣସି ମେଣ୍ଟଠାରୁ ଦୂରେଇ ରହି ଏକାକୀ ଲଢ଼ିବାକୁ ସମୀକ୍ଷା ବୈଠକରେ କଂଗ୍ରେସ କର୍ମୀମାନେ ପ୍ରସ୍ତାବ ଦେଇଛନ୍ତି। ବୁଧବାର ରାଏବରେଲୀ ଗସ୍ତରେ ଯାଇଥିବା ପ୍ରିୟଙ୍କା ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସମୀକ୍ଷା ବୈଠକ କରୁଥିବାବେଳେ ଦଳର ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ କର୍ମୀମାନଙ୍କ ମତାମତ ଲୋଡିଥିଲେ।


All Right Reserved By

ମୋଦିଙ୍କ ମା’ ଟିଭିରେ ଦେଖିଲେ ଶପଥ ଉତ୍ସବ

ଅହମଦାବାଦ,୩୦ା୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର...

ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭...

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦...

ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରିବା ପାଇଁ ନିଜକୁ ଅପହରଣ କରାଇଲେ ଯୁବକ

ଲକ୍ଷ୍ନୌ,୨୮।୪: ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରି ପାଇଁ ଉତ୍ତରପ୍ରଦେଶ ଝାଂସୀର ଜଣେ ଯୁବକ ନିଜକୁ ଅପହରଣ କରାଇଛନ୍ତି। ଘର ଲୋକେ ୩୧ ବର୍ଷ ବୟସ୍କ ସଫ୍ଟଓ୍ବେର ଇଞ୍ଜିନିୟର...

ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ

ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ...

ବିବାହ ପାଇଁ ରାତି ୨ଟାରେ ମନ୍ଦିରରେ ପହଞ୍ଚିଥିଲେ କିରଣ ବେଦି

ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫିସର କିରଣ ବେଦି ରବିବାର ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୯ ଜୁନ୍‌ ୯ରେ ପଞ୍ଜାବର ଅମୃତସରଠାରେ...

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର...

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *