Posted inଜାତୀୟ

ସୋନିଆ-ପ୍ରିୟଙ୍କାଙ୍କ ହେଲିକପ୍ଟରକୁ ଉଡାଇବାକୁ ମନାକଲେ ପାଇଲଟ

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ଲାଗି ରାୟବରେଲି ପହଞ୍ଚିଥିଲେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା। ସେଠାରେ ସେମାନେ ଭୋଟରଙ୍କୁ ଧନ୍ୟବାଦ ଦେବାକୁ ପହଞ୍ଚିଥିଲେ। ବୁଧବାର ଉଭୟେ କାର୍ଯ୍ୟକ୍ରମ ସାରି ନୂଆଦିଲ୍ଲୀ ଫେରିବାର ଥିଲା। ହେଲେ ଏମାନଙ୍କ ହେଲିକପ୍ଟର ଉଡାଇବାକୁ ମନା କରିଦେଇଥିଲେ ପାଇଲଟ୍‌। କାରଣ ଥିଲା ଖରାପ ପାଗ। ବର୍ଷା ପାଗ ଥିବାରୁ ଏମାନେ ହେଲିକପ୍ଟର ଉଡାଇ ଯାଇ ପାରିବେ ନାହିଁ ବୋଲି କହିଥିଲେ। ଫଳରେ ଏମାନେ ଗେଷ୍ଟ ହାଉଓରେ ରହିବାକୁ ବାଧ୍ୟ ହୋଇଥିଲେ।


All Right Reserved By

କ୍ୟାପଟେନ୍‌ଙ୍କ ଉପରେ ଅସନ୍ତୁଷ୍ଟ ସିଦ୍ଧୁ ପହଞ୍ଚିଲେ ରାହୁଲଙ୍କ ପାଖରେ

ନୂଆଦିଲ୍ଲୀ,୧୦।୬: କ୍ରିକେଟରରୁ ରାଜନେତା ପାଲଟିଥିବା ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଉପରେ ଖପ୍ପା ହୋଇଛନ୍ତି। କାରଣ ଅମରିନ୍ଦର ତାଙ୍କୁ...

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ...

ଭାଇରାଲ ହେଉଛି ରାହୁଲଙ୍କ ଦୋସା ଖାଇବା ଫଟୋ

ପାଟନା,୭।୭: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଓ୍ବୟନାଡ ଲୋକ ସଭା ଆସନର ଏମ୍‌ପି ରାହୁଲ ଗାନ୍ଧୀଙ୍କର ଦୋସା ଖାଇବାର ଏକ ଫଟୋ ଏବେ ଭାଇରାଲ ହେବାରେ...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ଏହି ଗାଁରେ ହୁଏନାହିଁ ନିର୍ବାଚନ ପ୍ରଚାର: ମତଦାନ ୯୬ ପ୍ରତିଶତ

ରାଜକୋଟ,୨୧।୪: ଗୁଜରାଟ ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ସବୁଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ...

ଜୀବନ ନେଉଛି ଜଳପ୍ରଳୟ

ନୂଆଦିଲ୍ଲୀ/କାଠମାଣ୍ଡୁ/ଢାକା,୧୫ା୭: ଜଳ ବିହୁନେ ସୃଷ୍ଟି ନାଶ, ଜଳ ବହୁଳେ ସୃଷ୍ଟି ନାଶ। କିଛିଦିନ ତଳେ ମୌସୁମୀର ଆଗମନ ପୂର୍ବରୁ ପାଣି ପାଇଁ ହାହାକାର ହେଉଥିବା ଲୋକେ...

ଏଏନ୍‌-୩୨ ବିମାନର ଭଗ୍ନାବଶେଷ ମିଳିବା ପରେ ଏବେ ୧୩ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେଶନ ଆରମ୍ଭ

ଇଟାନଗର,୧୨।୬: ଜୁନ ୩ରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏଏନ-୩୨ର କିଛି ଭଗ୍ନାଂଶକୁ ଏମ୍‌ଆଇ-୧୭ ହେଲିକେପ୍ଟର ମଙ୍ଗଳବାର ଠାବ କରିବା ପରେ ବାୟୁସେନା ପକ୍ଷରୁ ଏବେ...

ଏଏନ୍‌-୩୨ବିମାନ ଦୁର୍ଘଟଣା: ଏବେବି ଫସି ରହିଛନ୍ତି ଉଦ୍ଧାରକାରୀ ଦଳ

ନୂଆଦିଲ୍ଲୀ,୨୯।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଦୁର୍ଘଟଣା ହେବା ପରେ ଏଥିରେ ଥିବା ୧୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଥିଲା। ୯ ଦିନ ପରେ ଦୁର୍ଘଟଣାଗ୍ରସ୍ତ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *