Posted inଜାତୀୟ

ସ୍ବାଧୀନତାର ୭୨ ବର୍ଷ ପରେ ବି ତ୍ରିଶୁଳି ଗାଁରେ ପହଞ୍ଚିନି ବିଦ୍ୟୁତ୍‌ ଆଲୋକ

ରାୟପୁର,୧୩।୬: ଦେଶ ସ୍ବାଧୀନ ହେବାର ୭୨ ବର୍ଷ ବିତିଯାଇଛି। ଇତିମଧ୍ୟରେ ଦେଶରେ ବିଦ୍ୟୁତ୍‌କରଣ କାର୍ଯ୍ୟ ଜାରି ରହିଛି। ତେବେ ଏବେ ବି ଛତିଶଗଡ଼ର ବଳରାମପୁର ଜିଲା ଅନ୍ତର୍ଗତ ତ୍ରିଶୁଳି ଗାଁରେ ପହଞ୍ଚିପାରିନି ବିଦ୍ୟୁତ୍‌ ଆଲୋକ। ଗାଁରେ ବାସ କରୁଥିବା ଶହେରୁ ଅଧିକ ପରିବାର ରାତିରେ ଲଣ୍ଠନ ଜାଳିଥାନ୍ତି। ଏନେଇ ଗ୍ରାମବାସୀ ଅନେକ ଥର ଜିଲାପାଳ ସଞ୍ଜିବ କୁମାର ଝାଙ୍କୁ ପତ୍ର ଲେଖିଛନ୍ତି। ତେବେ ପରିସ୍ଥିତିରେ କୌଣସି ସୁଧାର ହୋଇ ନ ଥିବା ଗ୍ରାମବାସୀ କହିଛନ୍ତି। ସନ୍ଧ୍ୟା ହେଲେ ଛୋଟ ପିଲା ଦଳ ହୋଇ ଲଣ୍ଠନ ଏବଂ ଡିବିରି ଆଲୋକରେ ପାଠ ପଢୁଛନ୍ତି। ଶୀଘ୍ର ପରିସ୍ଥିତିରେ ସୁଧାର ହେବ ବୋଲି ଜିଲାପାଳ କହିଛନ୍ତି।


All Right Reserved By

ସ୍କୁଟର ଆଣ୍ଟିଙ୍କ ଡାନ୍ସ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୯।୪: ୪୦ ୫୦ ବର୍ଷ ବୟସରେ ମହିଳାଙ୍କୁ ସ୍କୁଟି, କାର ବାଇକ୍‌ ଚଲାଉଥିବା ଦେଖିଥିବା ବେଳେ କେବେ ଆପଣ ସ୍କୁଟର ଚଲାଉଥିବା ଦେଖିଛନ୍ତି। କେବଳ ଗାଡ଼ି...

ପଶ୍ଚିମବଙ୍ଗରେ ଭାଜପାର ମିଶନ-୨୫୦

କୋଲକତା,୯।୬: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ହୋଇଛି। ଦଳ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ୧୮ରେ ବିଜୟୀ ହୋଇଥିବାବେଳେ ତୃଣମୂଳ...

ପୂର୍ବତନ ଫୁଟବଲରଙ୍କ ମରଶରୀରକୁ ନେବାକୁ ୨ ପତ୍ନୀଙ୍କ ମଧ୍ୟରେ ଲାଗିଲା ଝଗଡ଼ା

ନୂଆଦିଲ୍ଲୀ,୨।୫: ଭାରତର ପୂର୍ବତନ ଫୁଟବଲର ପି. କନ୍ନନଙ୍କ ମୃତ୍ୟୁ ପରେ ମୃତ ଶରୀରକୁ ନେବାକୁ ତାଙ୍କ ପୂର୍ବତନ ପତ୍ନୀ ଓ ଏବେକାର ପତ୍ନୀଙ୍କ ମଧ୍ୟରେ ବିବାଦ...

ସେପ୍ଟେମ୍ବର ୬ରେ ଚନ୍ଦ୍ରରେ ପାଦ ଥାପିବ ଭାରତ

ନୂଆଦିଲ୍ଲୀ,୨।୫: ଆସନ୍ତା ସେପ୍ଟେମ୍ବର ୬ରେ ଭାରତ ଚନ୍ଦ୍ରରେ ପାଦ ଥାପିବ। ଏନେଇ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ପକ୍ଷରୁ ସୂଚନା ଦିଆଯାଇଛି। ଚନ୍ଦ୍ରାୟାନ-୨ ଚଳିତ ବର୍ଷ ଜୁଲାଇ...

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ...

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ...

ପିଲାଟସ୍‌ ବିମାନ କିଣାରେ ୩୩୯ କୋଟି ଦୁର୍ନୀତି: ପ୍ରତିରକ୍ଷା ଅଧିକାରୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୩ା୬: ପ୍ରତିରକ୍ଷା ମନ୍ତ୍ରଣାଳୟ ୨୦୦୯ରେ ୭୫ଟି ପିଲାଟସ୍‌ ପ୍ରଶିକ୍ଷଣ ବିମାନ କିଣିଥିଲା, ଯେଉଁଥିରେ ଦୁର୍ନୀତି ଅଭିଯୋଗ ହୋଇଛି। ଏହି ଘଟଣାରେ ସିବିଆଇ ଭାରତୀୟ ବାୟୁସେନା ଏବଂ...

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *