Posted inଜାତୀୟ

ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଭାଜପା

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଭାଜପା ଆସନ୍ତା ବିଧାନସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପାର୍ଟି ମୁଖ୍ୟାଳୟରେ ଗୁରୁବାର ଏକ ବୈଠକ ଆୟୋଜିତ ହୋଇଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମାନେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ବସୁନ୍ଧରା ରାଜେ, ଉମା ଭାରତୀ, ଦିଲୀପ ଘୋଷ, ବିନୟ ସହସ୍ରବୁଦ୍ଧେ, ଜେ.ପି ନଡ୍ଡା ଓ ଭୁପେନ୍ଦ୍ର ଯାଦବ ଆଦି ଯୋଗ ଦେଇଛନ୍ତି। ଏଥିରେ ବିଶେଷ ଭାବେ ବିଧାନସଭାକୁ ନେଇ ଆଲୋଚନା କରାଯିବ ବୋଲି ଜଣାପଡିଛି।


All Right Reserved By

ଶାନ୍ତିବନରେ ସଞ୍ଜୟ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାନେକା ଓ ବରୁଣ

ନୂଆଦିଲ୍ଲୀ,୨୩।୬: ସଞ୍ଜୟ ଗାନ୍ଧୀଙ୍କ ୩୯ତମ ପୁଣ୍ୟତିଥିରେ ରବିବାର ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାନ୍ତିବନଠାରେ ଥିବା ସଞ୍ଜୟଙ୍କ ସମାଧିସ୍ଥଳରେ ଅନ୍ୟ...

ରାହୁଲଙ୍କୁ ମିଳିଲା ଜାମିନ

ପାଟନା,୬।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଶନିବାର ଏକ ମାନହାନି ମାମଲାରେ ଜାମିନ ମିଳିଛି। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ରାହୁଲଙ୍କ ନାଁରେ...

ସୂତାଖିଅରେ ସରକାର

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ବିଧାୟକମାନେ ଇସ୍ତଫା ଦେବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି।...

ଅଧ୍ୟକ୍ଷ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ରାହୁଲ ଚିନ୍ତା କରିବା ଆବଶ୍ୟକ: ବିରପ୍ପା ମୋଇଲୀ

ବେଙ୍ଗାଲୁର୍‌,୮।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି ବରିଷ୍ଠ ନେତା ବିରପ୍ପା ମୋଇଲୀ। ରାହୁଲ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ଚିନ୍ତା କରିବା...

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା...

୪୩ ବର୍ଷ ପରେ ମେ ମାସରେ ବାତ୍ୟା: ୫ ରାଜ୍ୟର ୯୦ ଜିଲା ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ,୨।୫: ମାଡ଼ିଆସୁଛି ବାତ୍ୟା ଫନୀ। ଦୀର୍ଘ ୪୩ ବର୍ଷ ପରେ ପୁଣି ମେ ମାସରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏଭଳି ଏକ ବାତ୍ୟା। ଏହାଦ୍ୱାରା...

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା...

ମନ୍ଦିର ଭିତରକୁ ପଶିଆସିଲା କୁମ୍ଭୀର: ଲୋକେ କଲେ ପୂଜାର୍ଚ୍ଚନା

ଅହମ୍ମଦାବାଦ, ୨୪।୬: ଗୁଜରାଟର ମହିସାଗର ଜିଲାରେ ଥିବା ଖୋଡିୟାର ମାତା ମନ୍ଦିର ଭିତରକୁ ଏକ କୁମ୍ଭୀର ପଶିଆସିଥିଲା। ଶ୍ରଦ୍ଧାଳୁ ମାତାଙ୍କ ରୂପ ଭାବ କୁମ୍ଭୀରକୁ ପୂଜାର୍ଚ୍ଚନା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *