Posted inଜାତୀୟ

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଟାଡୋକି ଥାନା ଅନ୍ତର୍ଗତ ମୁରନାର ଗଁାରେ ମାଓବାଦୀ ଲୁଚି ରହିଥିବା ଖବରପାଇ ପୋଲିସ ସର୍ଚ୍ଚ ଅପରେଶନ୍‌ କରିଥିଲା। ସେହି ସମୟରେ ଉଭୟପଟୁ ଗୁଳିବିନିମୟ ହୋଇଥିଲା। ଏଥିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲିସ ଘଟଣାସ୍ଥଳରୁ ବହୁ ମାରାଣାସ୍ତ୍ର ଜବତ କରିବା ସହ ସ୍ଥାନୀୟ ଅଞ୍ଚଳରେ ଏବେ ବି ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


All Right Reserved By

୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିଲେ ଯୁବକ: ରାଜି ନ ହେବାରୁ ଝିଅକୁ ଉଠାଇନେଲେ

ନୂଆଦିଲ୍ଲୀ,୫।୬: ଦିଲ୍ଲୀର ରୋହିଣୀ ଅଞ୍ଚଳରେ ୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିବା ଜଣେ ଯୁବକର ଅଜବ କାରନାମା ଦେଖିବାକୁ ମିଳିଛି। ଉକ୍ତ ମହିଳାଜଣଙ୍କ ରାଜି...

କଂଗ୍ରେସରେ ଇସ୍ତଫାର ସୁଅ

ନୂଆଦିଲ୍ଲୀ,୨୯ା୬(ପି.ଟି.): କଂଗ୍ରେସ ଏମ୍‌ପି ବିବେକ ତନ୍‌ଖା ଦଳର ଆଇନ ଓ ମାନବାଧିକାର ସେଲ୍‌ ମୁଖ୍ୟ ପଦରୁ ଇସ୍ତଫା ଦେବା ପରେ ସାଧାରଣ ସମ୍ପାଦକ ଦୀପକ ବାବରିଆ...

ଆକ୍ସନ୍‌ ମୋଡ୍‌ରେ ଶାହ: ଆଭ୍ୟନ୍ତରୀଣ ସୁରକ୍ଷା ନେଇ ଡୋଭାଲ-ର-ଆଇବି ମୁଖ୍ୟଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୩।୬: ଭାର ସମ୍ଭାଳିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବେ ଆକ୍ସନ୍‌ ମୋଡ୍‌କୁ ଆସିଛନ୍ତି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନେଇ ସେ ସୋମବାର ସୁରକ୍ଷା...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ...

୨ ବର୍ଷରେ ଭାଜପା ପାଇଛି ୯୧୫ କୋଟି

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଭାଜପା ୨୦୧୬ରୁ ୨୦୧୮ ମଧ୍ୟରେ ୧୫ ଶହ ଶିଳ୍ପ ଜଗତରୁ ୯୧୫ କୋଟିରୁ ଅଧିକ ଟଙ୍କା ଚାନ୍ଦା ଆକାରରେ ପାଇଛି। ଏହି ସମୟ...

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ...

କାମଚଳା ବାଚସ୍ପତି ହେବେ ଭାଜପା ଏମ୍‌ପି ବିରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୧।୬: ୧୭ତମ ଲୋକ ସଭା ପାଇଁ ଭାଜପାର ଏମ୍‌ପି ଡା. ବିରେନ୍ଦ୍ର କୁମାର କାମଚଳା ବାଚସ୍ପତି ଭାବେ ମନୋନୀତ ହୋଇଛନ୍ତି। ଏହା ପୂର୍ବରୁ କାମଚଳା ବାଚସ୍ପତି...

ଗେହଲଟଙ୍କ ମୁଣ୍ଡରେ ସବୁ ଦୋଷ

ନୂଆଦିଲ୍ଲୀ/ଜୟପୁର,୨୯ା୫: ୫ ମାସ ତଳେ ଯେଉଁ ୩ ହିନ୍ଦୀଭାଷୀ ରାଜ୍ୟରେ ଭାଜପାଠାରୁ କଂଗ୍ରେସ କ୍ଷମତା ଛଡ଼ାଇନେଇଥିଲା ତନ୍ମଧ୍ୟୁ ରାଜସ୍ଥାନ ଅନ୍ୟତମ। ୨୦୦ ଆସନ ବିଶିଷ୍ଟ ରାଜସ୍ଥାନ...

ଶ୍ରୀଜୀଉଙ୍କ ନୀଳାଦ୍ରିବିଜେର ସିଧା ପ୍ରସାରଣ ଦେଖନ୍ତୁ ପୁରୀରୁ


selfi corner

ଧରିତ୍ରୀ କାର୍ଟୁନ

Model This Week

Why Dharitri

Leave a comment

Your email address will not be published. Required fields are marked *