Posted inଜାତୀୟ

ଟ୍ରିପଲ୍‌ ତଲାକ୍‌ ବିଲ୍‌କୁ ବିରୋଧ କରିବ ଜେଡିୟୁ

ପାଟନା, ୧୪।୬: କେନ୍ଦ୍ର କ୍ୟାବିନେଟ ଟ୍ରିପିଲ ତଲାକ ବିଲକୁ ମଞ୍ଜୁରୀ ଦେଇଛି। ଅଗାମୀ ସଂସଦୀୟ ଅଧିବେଶନରେ ଏହି ବିଲ୍‌ ଆସିବ ବୋଲି ପଥ ପରିଷ୍କାର ହୋଇଛି। ଭାଜପା ନେତୃତ୍ୱାଧୀନ ଏନଡିଏରେ ରହିଥିଲେ ମଧ୍ୟ ଆଗାମୀ ଦିନରେ ଟ୍ରିପିଲ ତଲାକ ବିଲକୁ ରାଜ୍ୟସଭାରେ ବିରୋଧ କରିବ ବୋଲି ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ମୋଦିଙ୍କ ପ୍ରଥମ ସରକାରରେ ବିଜେପିର ରାଜ୍ୟସଭାରେ ସଂଖ୍ୟା ଗରିଷ୍ଠତା ନ ଥିବାରୁ ବହୁଚର୍ଚ୍ଚିତ ଟ୍ରିପିଲ ତଲାକ ବିଲ ପାରିତ ହୋଇପାରି ନ ଥିଲା। ଫଳରେ ଟ୍ରିପିଲ ତଲାକ ବିଲ ଖାରଜ ହୋଇଯାଇଥିଲା।


All Right Reserved By

ରାଞ୍ଚିରେ ଯୋଗ କରିବେ ମୋଦି

ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର...

ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ

ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର...

ଏମ୍‌ପି ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ...

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ...

ପ୍ରିୟଙ୍କାଙ୍କ ପଛଘୁଞ୍ଚା ରଣନୀତି

ନୂଆଦିଲ୍ଲୀ,୨୭ା୪: ପ୍ରଥମେ କଳ୍ପନାଜଳ୍ପନା, ପରେ ନିଜେ ସଙ୍କେତ ଦେଇଥିଲେ ‘ରାହୁଲ କହିଲେ ଲଢ଼ିବି’ ଆଉ ଶେଷରେ ପଛଘୁଞ୍ଚା। ଦେଶର ସବୁଠୁ ହଟ୍‌ ସିଟ୍‌ କୁହାଯାଉଥିବା ଉତ୍ତରପ୍ରଦେଶ...

ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା

ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ...

ଶ୍ରୀଜୀଉଙ୍କ ନୀଳାଦ୍ରିବିଜେର ସିଧା ପ୍ରସାରଣ ଦେଖନ୍ତୁ ପୁରୀରୁ


selfi corner

ଧରିତ୍ରୀ କାର୍ଟୁନ

Model This Week

Why Dharitri

Leave a comment

Your email address will not be published. Required fields are marked *