Posted inଜାତୀୟ

‘ବାୟୁ’ ଯୋଗୁ ବିଳମ୍ବ ହେବ ମୌସୁମୀ

ନୂଆଦିଲ୍ଲୀ,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ପଶ୍ଚିମ ଭାରତର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଏହାର ପ୍ରଭାବ କିନ୍ତୁ ମୌସୁମୀ ଉପରେ ପଡିଛି। ମୌସୁମୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏବେ ‘ବାୟୁ’ ଓମାନ ଅଭିମୁଖେ ଯାଉଥିବା ଜଣାପଡିଛି। ଆଇଏମ୍‌ଡିର ବୈଜ୍ଞାନିକଙ୍କ ସୂଚନା ମୁତାବକ ‘ବାୟୁ’ ଭଳି ସାମୁଦ୍ରିକ ଝଡ଼ ପ୍ରକୃତିର ବହୁ ଶକ୍ତି ଟାଣି ନେଇଥାଏ। ଫଳରେ ଏହା ମୌସୁମୀର ଗତି ଉପରେ ପ୍ରଭାବ ପକାଇଥାଏ। ତେଣୁ ଏହାଯୋଗୁ ଜୁନ୍‌ ମାସରେ ୫୦ ପ୍ରତିଶତ କମ୍‌ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ।


All Right Reserved By

ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟ ନ ପହଞ୍ଚିଲେ କଟିବ ଦରମା

ଲକ୍ଷ୍ନୌ,୨୭।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ସକାଳ ୯ଟା ସୁଦ୍ଧା ଯେଉଁ କର୍ମଚାରୀମାନେ କାର୍ଯ୍ୟଳୟରେ ଉପସ୍ଥିତ...

ପଶ୍ଚିମବଙ୍ଗରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଡାକ୍ତର ଆନ୍ଦୋଳନରୁ ତେଜିଲା ରାଜନୀତି

କୋଲକାତା,୧୪ା୬( ଆଇଏଏନ୍‌ଏସ୍‌):ପଶ୍ଚିମବଙ୍ଗର ଏକ ସରକାରୀ ହସ୍ପିଟାଲରେ ହିଂସା ପରେ ୩ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ରାଜନୈତିକ ରୂପ ନେଇଛି। ମୁଖ୍ୟମନ୍ତ୍ରୀ ମମତା ବାଜାର୍ନୀ...

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ...

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଆଉ ଏକ ନୂଆ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୧୮।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖରେ ପାଳନ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ପ୍ରତିଦିନ ସୋସିଆଲ ମିଡିଆରେ କିଛି...

ପଦ୍ମ ଧରିଲେ ଗାୟକ ଦଲେର ମେହନ୍ଦି

ନୂଆଦିଲ୍ଲୀ,୨୬।୪: ବଲିଉଡ୍‌ ନାୟକ ନାୟିକାଙ୍କ ପରେ ଏବେ ଜଣେ ଗାୟକ ରାଜନୀତିରେ ପାଦ ରଖିଛନ୍ତି। ଶୁକବ୍ରାର ଗାୟକ ଦଲେର ମେହେନ୍ଦି ଭାଜପାରେ ସାମିଲ ହୋଇଛନ୍ତି। ଉତ୍ତର...

ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କଲେ ଭାରତୀୟ ଗବେଷକ

ବେଙ୍ଗାଲୁର୍‌, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ...

ସନ୍ଧ୍ୟା ସୁଦ୍ଧା ବେଙ୍ଗାଲୁର ପହଞ୍ଚିବେ କୁମାରସ୍ବାମୀ

ବେଙ୍ଗାଲୁର,୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ରବିବାର ସନ୍ଧ୍ୟାରେ ବେଙ୍ଗାଲୁରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଆମେରିକା ଗସ୍ତରେ ଥିବା କୁମାରସ୍ବାମୀ ରାଜ୍ୟ ରାଜନୀତିର ହଟ୍ଟଗୋଳକୁ...

ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ: ୩ ଆଗୁଆ ଜଣେ ପଛୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *