Posted inଜାତୀୟ

ନକଲି ପରିଚୟ ପତ୍ର ତିଆରିକରି ଏମ୍‌ବିଏ ହେଲେ ଆଇପିଏସ୍‌ ଅଫିସର: ଫେସବୁକ୍‌ ବାନ୍ଧବୀଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୬: ନକଲି ପରିଚୟ ପତ୍ର ତିଆରି କରି ନିଜକୁ ଆଇପିଏସ୍‌ ଅଫିସର କହୁଥିବା ଜଣେ ଏମ୍‌ବିଏ ପାସ୍‌ କରିଥିବା ଯୁବକଙ୍କୁ ପୂର୍ବ ଦିଲ୍ଲୀର ମୟୂର ବିହାର ପୋଲିସ ଗିରଫ କରିଛି। ନକଲି ଆଇପିଏସ୍‌ ଅଫିସର ପୀୟୂଷଙ୍କୁ ସ୍ଥାନୀୟ ନ୍ୟୁ ଅଶୋକ ନଗରସ୍ଥିତ ତାଙ୍କ ଘରୁ ଗିରଫ କରାଯାଇଛି। ସେ ନିଜ ପାଖରେ ନାର୍କୋଟିକ୍ସ୍‌ କଣ୍ଟ୍ରୋଲ ବ୍ୟୁରୋ ପରିଚୟପତ୍ର ଜବତ କରାଯାଇଛି। ଫେସ୍‌ବୁକ୍‌ରେ ସେ ଜଣେ ଯୁବତୀଙ୍କ ସହିତ ଚିହ୍ନା ପରିଚୟ ହେବା ପରେ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ତେବେ ପୀୟୂଷ ଫେରାର ହୋଇଯାଇଥିଲେ। ପୀୟୂଷଙ୍କ ଘରୁ ଭାରତ ସରକାର ଲେଖା ଥିବା ଆଇ-୧୦ କାର୍‌ ମଧ୍ୟ ଜବତ କରାଯାଇଛି।


All Right Reserved By

ଗେହଲଟଙ୍କ ମୁଣ୍ଡରେ ସବୁ ଦୋଷ

ନୂଆଦିଲ୍ଲୀ/ଜୟପୁର,୨୯ା୫: ୫ ମାସ ତଳେ ଯେଉଁ ୩ ହିନ୍ଦୀଭାଷୀ ରାଜ୍ୟରେ ଭାଜପାଠାରୁ କଂଗ୍ରେସ କ୍ଷମତା ଛଡ଼ାଇନେଇଥିଲା ତନ୍ମଧ୍ୟୁ ରାଜସ୍ଥାନ ଅନ୍ୟତମ। ୨୦୦ ଆସନ ବିଶିଷ୍ଟ ରାଜସ୍ଥାନ...

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ଗୁଆହାଟି,୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରତ୍ୟେକ ନାଗରିକ ସେମାନଙ୍କ ଭୋଟଦାନ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ...

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ।...

ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୨୬ା୫ : ଦେଶର କେତେକ ରାଜ୍ୟରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପ୍ରଥମେ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହି ଭୂକମ୍ପର...

କାନ୍ଦିଲେ ମୁଖ୍ୟମନ୍ତ୍ରୀ ବାଘେଲା

ରାୟପୁର,୩୦।୬: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା କାନ୍ଦିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଶନିବାର...

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି...

ପଶ୍ଚିମବଙ୍ଗ ରାଜନୈତିକ ହିଂସା: ୪୨ ବର୍ଷରେ ନେଲାଣି ୨୮ ହଜାରରୁ ଅଧିକ ଜୀବନ

କୋଲକାତା,୧୫।୫: ପଶ୍ଚିମବଙ୍ଗରେ ୧୯୭୭ଠାରୁ ବର୍ତ୍ତମାନ ସୁଦ୍ଧା ଘଟିଥିବା ରାଜନୈତିକ ହିଂସା ୨୮ ହଜାରରୁ ଅଧିକ ଜୀବନ ନେଇଛି। ୨୦୧୬ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୮ ହଜାର...

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *