ଅବସାଦରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ କରନ୍ତୁ ଏପରି…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମାନସିକ ଅବସାଦର ଶିକାର ହୋଇଥାନ୍ତି। ତେବେ ଏଥିରୁ ଦୂରେଇ ରହିବାର ରହିଛି ସହଜ ଉପାୟ। କାନ୍ଦିଲେ ମନରୁ ଅବସାଦ ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମିଳିଥାଏ ମୁକ୍ତି। ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା ବାହାରି ଆସେ। ଲୁହରେ ଲାଇସୋଜାଇମ୍‌ ନାମକ ଏକ ପ୍ରକାର ରାସାୟନିକ ପଦାର୍ଥ ରହିଥାଏ। ଏହା ଅପକାରୀ ବ୍ୟାକ୍ଟେରିଆକୁ ନଷ୍ଟ କରେ। କାନ୍ଦିବା ଯୋଗୁ ମନ ହାଲକା ହେବା ଦ୍ୱାରା ନୂଆ ଚିନ୍ତାଧାରା ସୃଷ୍ଟି ହୁଏ।


All Right Reserved By

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’...

ଶରୀର ପାଇଁ ଉପଯୋଗୀ କଞ୍ଚା ପିଆଜ

ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ ଖୁବ ଭଲ। ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଗ୍ରୀଷ୍ମରେ କଞ୍ଚା ପିଆଜ...

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ୍‌

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର...

ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର

ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି...

ଶୀଘ୍ର ବିଛଣା ଛାଡ଼ିଲେ ଦୂର ହୁଏ ଏସବୁ ସମସ୍ୟା

ଆଜିକାଲି ଦୈନନ୍ଦିନ ଜୀବନଶୈଳୀ ବଦଳିଗଲାଣି। ଏଇ ଯେମିତି କିଛି ଲୋକଙ୍କର ବିଳମ୍ବରେ ଶୋଇବା, ବିଳମ୍ବରେ ଉଠିବା ଅଭ୍ୟାସରେ ପରିଣତ ହୋଇଗଲାଣି । କିନ୍ତୁ ବିଳମ୍ବରେ ଉଠିଲେ...

ଓଜନ କମ୍‌ କରିବା ପାଇଁ ମହିଳା କରିଥିଲେ ଏମିତି କିଛି, ଯେଉଁଥିରେ ସବୁଦିନ ପାଇଁ ଅକାମୀ ହୋଇଗଲା ଏହି ଅଙ୍ଗ

ବର୍ତ୍ତମାନ ସମୟରେ ମେଦବହୁଳତା ଏକ ଜଟିଳ ସମସ୍ୟା ପାଲଟିଛି। ଏହି ସମସ୍ୟା ଦେଇ ଗତିକରୁଛନ୍ତି ବିଶ୍ୱର ଅଧିକାଂଶ ଲୋକ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ...

ଏମାନଙ୍କୁ ପଣସ ଖାଇବା ମନା

ଖରାଦିନେ ପାଚିଲା ପଣସ ଖାଇବାକୁ ଅନେକ ଲୋକ ପସନ୍ଦ କରି ଥାଆନ୍ତି। ହେଲେ ପଣସ ମଧ୍ୟ ଶରୀରରେ ଅନେକ କ୍ଷତି କରିଥାଏ ବୋଲି ନିକଟରେ ବିଶେଷଜ୍ଞମାନେ...

ଦଲିଆ ଖାଆନ୍ତୁ, ହୃତ୍‌ପିଣ୍ଡକୁ ସୁସ୍ଥ ରଖନ୍ତୁୁ

ଦିିନର ଆରମ୍ଭ ଯଦି ଗୋଟିଏ ଗିନା ଦଲିଆରୁ ଆରମ୍ଭ ହୁଏ, ତେବେ ହୃତ୍‌ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ରହିଥାଏ। ବ୍ରିଟେନ୍‌ ସ୍ଥିତ ନ୍ୟୁ କ୍ୟାସଲ୍‌ ୟୁନିଭର୍ସିଟିରେ ହୋଇଥିବା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *