Posted inଜାତୀୟ

ରାମମନ୍ଦିର ନିର୍ମାଣ ପାଇଁ ସରକାର ଆଣନ୍ତୁ ଅଧ୍ୟାଦେଶ: ଉଦ୍ଧବ ଠାକ୍‌ରେ

ଅଯୋଧ୍ୟା,୧୬।୬: ରାମମନ୍ଦିର ନିର୍ମାଣ ପାଇଁ ସରକାର ଅଧ୍ୟାଦେଶ ଆଣନ୍ତୁ ବୋଲି ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ସେ ଦଳର ନବନିର୍ବାଚିତ ୧୮ ଜଣ ଏମ୍‌ପି ସହିତ ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରି ଏଭଳି କହିଛନ୍ତି। ରାମମନ୍ଦିର କୌଣସି ରାଜନୈତିକ ଏଜେଣ୍ଡା ନୁହେଁ ଏହା ଦେଶର କୋଟି କୋଟି ଜନସାଧାରଣଙ୍କର ବିଶ୍ୱାସର ପ୍ରତୀକ। ଏନେଇ ସରକାର ଖୁବ୍‌ ଶୀଘ୍ର ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


All Right Reserved By

ଶ୍ମଶାନରେ ଚାଲୁଛି କୋଚିଂ ସେଣ୍ଟର

ଅହମଦାବାଦ୍‌, ୫।୬: ସୁରତ କୋଚିଂ ସେଣ୍ଟରରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ପରେ ଗୁଜୁରାଟ ସରକାର ଫାୟାର ସେଫ୍ଟି ମାନକ ନିମ୍ନମାନର ଥିବା ଦର୍ଶାଇ ସହରର ପ୍ରାୟ...

କର୍ନାଟକ ରାଜନୀତି:ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥାପ୍ରସ୍ତାବ ଆଣିଲା ଭାଜପା

ବେଙ୍ଗାଲୁରୁ,୧୫।୭: କର୍ନାଟକ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି ଭାଜପା। ସୋମବାର ବାଚସ୍ପତି ରମେଶ କୁମାରଙ୍କୁ ଭେଟି ବିରୋଧୀ ଦଳ ଏହି ପ୍ରସ୍ତାବ...

ସିଟିଇଟିରେ ଆର୍ଥିକ ଦୁର୍ବଳଙ୍କ ଲାଗି ୧୦% ସଂରକ୍ଷଣ ଆବେଦନ:କେନ୍ଦ୍ର, ସିବିଏସ୍‌ଇ, ଏନ୍‌ସିଟିଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫(ପି.ଟି.):କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି), ୨୦୧୯ରେ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ହୋଇଥିବା ଆବେଦନ ଉପରେ...

ଆଜି କ୍ୟାବିନେଟର ପ୍ରଥମ ବୈଠକ: ହୋଇପାରେ ବିଭାଗ ବଣ୍ଟା

ନୂଆଦିଲ୍ଲୀ, ୩୧।୫: ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ବିଜୟ ପରେ ଲଗାତାର ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି।...

ମୁଲାୟମ ସିଂ ଅସୁସ୍ଥ

ଲକ୍ଷ୍ନୌ,୨୬।୪: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଶୁକ୍ରବାର ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ଲକ୍ଷ୍ନୌର ପିଜିଆଇରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏମରଜେନ୍ସି...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ...

୧୦ କୋଟି ଟଙ୍କାରେ ଜେଡିଏସ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା: କୁମାରସ୍ବାମୀ

ବେଙ୍ଗାଲୁରୁ, ୧୯।୬: ଭାଜପା ଉପରେ ପୁଣି ବର୍ଷିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ। ଭାଜପା ଜେଡିଏସ ବିଧାୟକଙ୍କୁ ୧୦ କୋଟି ଟଙ୍କାରେ କିଣିବାକୁ ଚାହୁଁଛି ବୋଲି...

କୃତ୍ରିମ ହାର୍ଟ ଲଗାଇବାର ବର୍ଷକ ପରେ କାମ କଲା ପ୍ରାକୃତିକ ହାର୍ଟ

ନୂଆଦିଲ୍ଲୀ,୧୧।୭: କୃତ୍ରିମ ହାର୍ଟ ଲାଗିବାର ବର୍ଷକ ପରେ ପୁଣିଥରେ ରୋଗୀଣା ହାର୍ଟ କାମ କରିବା ଘଟଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣା ଘଟିଛି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *