ଜୁଆଣିପାଣିରେ ଭରି ରହିଛି ଏସବୁ ଔଷଧୀୟ ଗୁଣ

ଜୁଆଣି ପାଣିରେ ଅନେକ ଔଷଧିୟ ଗୁଣ ଭରିରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ସକାଳେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହ ହଜମ ପ୍ରକ୍ରିୟା ସ୍ବାଭାବିକ ହୋଇଥାଏ। ପ୍ରାୟ ୫୦ ଗ୍ରାମ ଜୁଆଣିକୁ ଗୋଟିଏ ଗ୍ଲାସ ପାଣିରେ ରାତିରେ ଭିଜାଇ ସେଥିରେ ସକାଳୁ ୧ ଚାମଚ ମହୁ ମିଶାଇ ପିଅନ୍ତୁ। ଫଳରେ ଓଜନ ହ୍ରାସ ପାଇବ। ସେହିପରି ରାତିରେ ଗୋଟିଏ ଗ୍ଲାସ ପାଣିରେ ଚାମୁଚେ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହୃଦରୋଗ ସମସ୍ୟାରୁ ମୁକ୍ତି ମିଳିଥାଏ। ଖାଲି ସେତିକି ନୁହେଁ ମୁଣ୍ଡବିନ୍ଧା, ବଦହଜମୀ, ପେଟ ଓ ବାନ୍ତି ପରି ଅନେକ ସମସ୍ୟା ଦୂର ହେବାରେ ଜୁଆଣିପାଣି ଅବ୍ୟର୍ଥ ଭାବେ କାମ କରିଥାଏ। ନିୟମିତ ଏହାକୁ ପିଇଲେ ମେଦବହୁଳତାରୁ ମଧ୍ୟ ମୁକ୍ତି ମିଳିଥାଏ। ସେହିପରି ଡାଇବେଟିସ ରୋଗୀଙ୍କ ପାଇଁ ଏହା ମହୋଷଧି ଭାବେ କାମ କରିଥାଏ। ଜୁଆଣି ପାଣି ପିଇଲେ ଏସିଡିଟି ଓ କୋଷ୍ଠକାଠିନ୍ୟ ପରି ସମସ୍ୟା ଦୂର ହୋଇଥାଏ।


All Right Reserved By

ସର୍ବଦା ଖୁସି ରହିବାର ଉପାୟ

ଆଜିକାଲି କାମର ଚାପ ଯୋଗୁ ହେଉ ବା ପାରିବାରିକ ଦାୟିତ୍ୱ ଭାର ହେତୁ ଅନେକେ ବିଷାଦଗ୍ରସ୍ତ ରହୁଥିବାର ଦେଖାଯାଉଛି। ତେଣୁ ଦୈନନ୍ଦିନ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଖୁସି...

ଉଚ୍ଚରକ୍ତଚାପ ନିୟନ୍ତ୍ରଣ କରେ ମୂଳା

ସାଲାଡ୍‌ ହେଉ କି ତରକାରୀ ଅଧିକାଂଶ ଲୋକେ ଏସବୁରେ ମୂଳା ପକାଇବାକୁ ପସନ୍ଦ କରନ୍ତି। ଏହାର ସେବନ ଦ୍ୱାରା କେବଳ ପାଟି ସୁଆଦ ବଢ଼ିଥାଏ ତା’ନୁହେଁ,...

ଲେମନ ଗାର୍ଲିକ ଫିଶ୍‌

ସୁଲଭ ଦରରେ ସୁସ୍ବାଦୁ ଖାଦ୍ୟ ପାଇଁ ରେଶମ ସହର ବ୍ରହ୍ମପୁର ବେଶ୍‌ ପରିଚିତ। ତେଣୁ ରାଜ୍ୟ ତଥା ବାହାରୁ ଗଞ୍ଜାମ ଜିଲାକୁ ଆସୁଥିବା ପର୍ଯ୍ୟଟକମାନେ ସହରର...

ଚର୍ବି ହ୍ରାସ କରେ ଭଜା ଚଣା

ଭଜା ଚଣା ତ ଅନେକଥର ଖାଇଥିବେ। ତେବେ ଏହା ଯେ କେବଳ ପାଟିକୁ ସୁଆଦିଆ ତାହା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଲାଭକାରୀ।...

ସମ୍ପର୍କ ବିଚ୍ଛେଦ ପୂର୍ବରୁ ଦେଇଥାଏ କିଛି ସଙ୍କେତ: ଜାଣନ୍ତୁ ସେ ସମ୍ପର୍କରେ…

ପାର୍ଟନରଙ୍କ ମଧ୍ୟରେ ପ୍ରାୟ ସମୟ ଛୋଟବଡ଼ କଥାକୁ ନେଇ ଝଗଡା ହୋଇଥାଏ। ପରେ ପୁଣି ଏହାର ସମାଧାନ କରି ସେମାନେ ପୂର୍ବ ପରି ମିଶିଥା’ନ୍ତି। ମାତ୍ର...

ଯଦି ସ୍ତ୍ରୀ-ସ୍ବାମୀ ଉଭୟ କର୍ମଜୀବୀ: ତେବେ କେତୋଟି ବିଷୟ ପ୍ରତି ବିଶେଷ ଧ୍ୟାନଦେବାକୁ ପଡ଼ିଥାଏ, ଜାଣନ୍ତୁ ସେ ସମ୍ପର୍କରେ…

ସେଦିନ ସୁନୀତା ମନ ମାରି ବସିଥାଏ। ଗତ କିଛିଦିନ ହେବ ଠିକ୍‌ ସମୟରେ ଅଫିସ୍‌ ଯାଇପାରୁନି। ସକାଳୁ ସକାଳୁ ସ୍ବାମୀ ତାଙ୍କ କାମରେ ବାହାରି ଯାଉଛନ୍ତି।...

ମେଦବହୁଳତା ନିୟନ୍ତ୍ରଣ ଲାଗି ସଚେତନତା ଜରୁରୀ

ମେଦବହୁଳତା ଯୋଗୁ ବର୍ତ୍ତମାନ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାଠାରୁ ଯୁବବର୍ଗ ମଧ୍ୟ ବର୍ତ୍ତି ନାହାନ୍ତି। ସାରା ବିଶ୍ୱରେ ମେଦବହୁଳ ରୋଗୀଙ୍କ ସଂଖ୍ୟା ଦ୍ରୁତଗତିରେ...

ବ୍ଲାକ୍‌ ହେଡ୍ସରୁ ମୁକ୍ତି

ମୁହଁର ଗଢ଼ଣ ଯେତେ ଭଲ ହୋଇଥାଉ ନା କାହିଁକି ଏହା ଉପରେ ସାମାନ୍ୟ ବ୍ଲାକ୍‌ ହେଡ୍ସ ସମ୍ପୂର୍ଣ୍ଣ ସୌନ୍ଦର୍ଯ୍ୟକୁ ବିଗାଡ଼ିଦେଇଥାଏ। ଯଦି ଆପଣ ବି ବ୍ଲାକ୍‌...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *