Posted inଜାତୀୟ

ଆସନ୍ତା ୨୪ରେ ବିହାର ବନ୍ଦ ଡାକରା ଦେଲା ଆର୍‌ଜେଡି

ପାଟନା,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପୀଡିତ ହୋଇ ଶହେରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହେଲାଣି। ଏହା ନୀତୀଶ ସରକାରଙ୍କ ଅପାରଗତା ଦର୍ଶାଇ ବିରୋଧୀ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଆସନ୍ତା ୨୪ରେ ବିହାର ବନ୍ଦ ଡାକରା ଦେଇଛି। ସୂଚନାଯୋଗ୍ୟ, କିଛିଦିନ ହେବ ବିହାରରେ ଗୋଟିଏ ପଟେ ମସ୍ତିଷ୍କ ଜ୍ୱରରେ ଶହେରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଗ୍ରୀଷ୍ମ ପ୍ରବାହରେ ମଧ୍ୟ ପାଖାପାଖି ଶହେ ଜଣଙ୍କ ମୃତ୍ୟୁ ହେଲାଣି। ଯାହା ବିହାର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।


All Right Reserved By

ହଟିଲା ଚନ୍ଦ୍ରାବାବୁଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା: ବିମାନ ବନ୍ଦରରେ କରାଗଲା ଯାଞ୍ଚ୍‌

ହାଇଦ୍ରାବାଦ୍‌ ୧୫।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗନ୍ନବରମ୍‌ ବିମାନବନ୍ଦରରେ ଚନ୍ଦ୍ରାବାବୁଙ୍କୁ ସୁରକ୍ଷା ଯାଞ୍ଚ୍‌...

ଘୋଡ଼ା ବଦଳରେ ଜେସିବିରେ ଗଲେ ଇଞ୍ଜିନିୟର ବର

କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍‌ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ...

ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ମୋବାଇଲ୍‌ ଦେଖୁଥିଲେ ରାହୁଲ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୦।୬: ଲୋକ ସଭାର ମିଳିତ ବୈଠକର ଏକ ଭିଡ଼ିଓ ଏବେ ଭାଇରାଲ ହୋଇଛି। ଭିଡ଼ିଓରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସମୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ...

ମହିଳାଙ୍କୁ ରାସ୍ତାରେ ପିଟିଲେ କଂଗ୍ରେସ ନେତାଙ୍କ ଭାଇ: ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ନେତା ତ ନେତା ତାଙ୍କ ଭାଇଙ୍କ ପାଓ୍ବାର ମଧ୍ୟ ଅଧିକ। ବେଳ ପଡ଼ିଲେ ସେ ଆଇନକୁ ମଧ୍ୟ ହାତକୁ ନେଇ ପାରିବେ। ପଞ୍ଜାବ ମକ୍ତସର...

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ...

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ...

ଗ୍ରୀଷ୍ମ ଯୋଗୁ ରାଜଧାନୀରେ ବଢିଲା ସ୍କୁଲ ଛୁଟିର ଅବଧି

ନୂଆଦିଲ୍ଲୀ,୩୦।୬: ରାଜଧାନୀ ଦିଲ୍ଲୀରେ ଏପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ କମି ନ ଥିବାରୁ ଏଠାକାର ସରକାରୀ ଓ ବେସରକାରୀ ସ୍କୁଲର ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରଥମରୁ...

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *