୫୦୦ ଏଏସ୍‌ଓ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କୁ ରାଜ୍ୟ ସଚିବାଳୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ପଦବୀରେ ନିଯୁକ୍ତି ପାଇଁ ଅନୁମୋଦନ ମିଳିଛି। ଓପିଏସ୍‌ସିର ସୁପାରିସ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ଜାନୁୟାରୀ ୨୦ରେ ଖାଲିପଡ଼ିଥିବା ଏହି ୫୦୦ ପଦବୀ ପାଇଁ ପରୀକ୍ଷା ହୋଇଥିଲା।


All Right Reserved By

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା...

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ...

ଭାଜପାକୁ ପୁଣି ଫେରିପାରନ୍ତି ବିଜୟ ମହାପାତ୍ର

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଭାଜପାର ପୂର୍ବତନ ବରିଷ୍ଠ ନେତା ବିଜୟ ମହାପାତ୍ର ପୁଣି ଥରେ ଭାଜପାକୁ ଫେରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ରାଜନୀତିକ ଛକାପଞ୍ଝା ଆରମ୍ଭ ହୋଇଥିବାବେଳେ...

ଅସରାଏ ବର୍ଷାରେ ସହରାଞ୍ଚଳ ରାସ୍ତାରେ ବନ୍ୟା

କଟକ ରୋଡ,୧୯।୭(ଡି.ଏନ୍‌.ଏ.) :ରାଜଧାନୀରେ ଅସରାଏ ବର୍ଷାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେଉଛି। ସ୍ମାର୍ଟ ସିଟି ଘୋଷଣା ହେବା ସତ୍ତ୍ୱେ କେତେକ ସ୍ଥାନରେ ସୃଷ୍ଟି ହେଉଥିବା ଏଭଳି...

ଖେଳୁଥିବା ବେଳେ କୂଅରେ ପଡ଼ି ୨ ଶିଶୁପୁତ୍ରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୨।୭: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ଥାନା ନିହଲପ୍ରସାଦ ଗାଁରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ବେଳେ ଅସାବଧାନତାବଶତଃ...

ବିଧାନସଭା ସ୍ଥାୟୀ କମିଟି ଅଧ୍ୟକ୍ଷ, ସଦସ୍ୟଙ୍କ ନାଁ ଘୋଷିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭାର ୧୦ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ଗୃହରେ ଘୋଷଣା କରିଛନ୍ତି। ଏହି ଅଧ୍ୟକ୍ଷମାନେ ହେଉଛନ୍ତି-...

ଅନିଶ୍ଚିତତାରେ ପୌର ନିର୍ବାଚନ: ସମସ୍ୟାରେ ଘାଣ୍ଟି ହେଉଛନ୍ତି ସହରବାସୀ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ୍‌, ୬ା୬: ବାତ୍ୟା ଫନୀକୁ ମାସେ ବିତିଗଲାଣି। ବ୍ୟାପକ କ୍ଷତି ଘଟାଇଥିବା ପୁରୀ, କଟକ, ଖୋର୍ଦ୍ଧା ଜିଲାର ପୌର ସଂସ୍ଥାଗୁଡିକରେ ବାସ...

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *