ପାଣି ଭିତରେ ଯୋଗ କଲେ ବିଏସ୍‌ଏଫ୍‌ ଯବାନ

ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଆସାମର ବର୍ଡର ସିକ୍ୟୁରିଟି ଫୋର୍ସ ଡୁବୁରିଠାରେ ଥିବା ବ୍ରହ୍ମପୁତ୍ର ନଦୀ କୂଳରେ ମଙ୍ଗଳବାର ଯୋଗ ଅଭ୍ୟାସ କରିଛନ୍ତି। କେବଳ ସେତିକି ନୁହେଁ ଏମାନେ ପାଣି ଭିତରେ ପଶି ବିଭିନ୍ନ ଯୋଗ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୨୧ ତାରିଖରେ ପାଳନ କରାଯାଉଛି ଅନ୍ତର୍ଜାତୀୟ ଯୋଗ ଦିବସ।


All Right Reserved By

ନରମିଲେ ମମତା: ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ

କୋଲକାତା, ୨୯।୫: ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ ଲାଗିଥିବା କନ୍ଦଳରୁ ଫାଇଦା ଉଠାଇଛି ଭାଜପା। ସାଧାରଣ ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ସଫଳତା...

ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର...

‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନାର ସଫଳତା: ୪ ବର୍ଷରେ ଲିଙ୍ଗ ଅନୁପାତ ହଜାରେ ପିଛା ୯୨୩ରୁ ୯୩୧କୁ ବୃଦ୍ଧି

ନୂଆଦିଲ୍ଲୀ,୨୩।୬: ଗତ ୪ ବର୍ଷ ମଧ୍ୟରେ ଦେଶରେ ଲିଙ୍ଗ ଅନୁପାତ ହଜାରେ ପୁରୁଷଙ୍କ ପିଛା ୯୨୩ରୁ ୯୩୧କୁ ବୃଦ୍ଧି ପାଇଛି। ୨୦୧୫ଠାରୁ ୨୦୧୯ ମଧ୍ୟରେ ଲିଙ୍ଗ...

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି।...

କଶ୍ମୀରରେ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଲେ ଯବାନ

ଶ୍ରୀନଗର,୧୫।୭: ଜମ୍ମୁ କଶ୍ମୀର ବାରମୂଳାରେ ୨ଜଣ ସିଆରପିଏଫ୍‌ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଛନ୍ତି। ସୋମବାର ୧୪ବର୍ଷର ଜଣେ ଝିଅ...

ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ

ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର...

ଗଡସେ-କସାବଙ୍କୁ ରାଜୀବଙ୍କ ସହ ତୁଳନା କଲେ ଭାଜପା ନେତା

ନୂଆଦିଲ୍ଲୀ,୧୭।୫: ଭୋପାଳର ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପରେ ଆରମ୍ଭ ହୋଇଛି ଶୀତଳ...

ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ଦଳ ଆଶା ଆଶଙ୍କାରେ ରହିଥିବା ବେଳେ ଅନ୍ୟପଟେ ଦିଲ୍ଲୀର ଭାଜପା କାର୍ଯ୍ୟାଳୟରେ କଡା ସୁରକ୍ଷା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *