Posted inଜାତୀୟ

ଓମ୍‌ ବିର୍ଲା ହେଲେ ୧୭ ତମ ଲୋକ ସଭା ବାଚସ୍ପତି: ସମସ୍ତ ଦଳ କଲେ ସମର୍ଥନ

ନୂଆଦିଲ୍ଲୀ,୧୯।୬: ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍‌ ବିର୍ଲା ୧୭ତମ ଲୋକ ସଭାର ବାଚସ୍ପତି ହୋଇଛନ୍ତି। ବୁଧବାର ବାଚସ୍ପତି ଭାବେ ତାଙ୍କ ନାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସ୍ତାବ ରଖିଥିଲେ। ମୋଦିଙ୍କ ପ୍ରସ୍ତାବକୁ ରାଜନାଥ ସିଂ ସମର୍ଥନ କରିଥିଲେ। ଏହାପରେ ଅମିତ ଶାହ, ଅରବିନ୍ଦ ସାଓ୍ବନ୍ତଙ୍କ ସମେତ ଅନ୍ୟ କେତେକ ଏମ୍‌ପି ଓମ୍‌ଙ୍କ ନାମ ପ୍ରସ୍ତାବ ଦେଇଥିଲେ ଏବଂ ଅନ୍ୟ ସଦସ୍ୟମାନେ ଏହାକୁ ସମର୍ଥନ କରିଥିଲେ। ନିର୍ବାଚନ ପରେ ଓମ୍‌ ବିର୍ଲା ବାଚସ୍ପତି ଆସନରେ ଅଧିଷ୍ଠିତ ହୋଇଥିଲେ। ଏହାପରେ ଲୋକ ସଭାର କାର୍ଯ୍ୟ ସାଧାରଣ ଭାବେ ଆରମ୍ଭ ହୋଇଥିଲା। କଂଗ୍ରେସ ସମେତ ଅନ୍ୟ ଦଳ ଓମ୍‌ଙ୍କୁ ସମର୍ଥନ କରିଥିବା କୁହାଯାଉଛି।


All Right Reserved By

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଶହିଦ ଯବାନଙ୍କ ପରିବାର

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ପରିବାର। କେବଳ ଶହିଦଙ୍କ ମା’ ହିଁ ଶପଥ ଗ୍ରହଣ...

ବିବାହ, ହନିମୁନ୍‌ ପାଇଁ ୭ବର୍ଷର ଶିଶୁଙ୍କୁ ଅପହରଣ କଲେ ଯୁବକ

କାନପୁର, ୩୦।୫: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପାଖରେ ଟଙ୍କ ନ ଥିବାରୁ ନିଜ ବିବାହ ଏବଂ ହନିମୁନ ପାଇଁ...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ...

ବାରାଣସୀରେ କଂଗ୍ରେସ ପ୍ରାର୍ଥୀ ହେଲେ ଅଜୟ ରାୟ

ନୂଆଦିଲ୍ଲୀ, ୨୫।୪: ବାରଣାସୀ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନେଇ ଜାରି ରହିଥିବା ଚର୍ଚ୍ଚା ଶେଷରେ ବନ୍ଦ ହୋଇଛି। ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ...

ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ

ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍‌। ଉଦ୍ଧାର ସମୟର ଏକ ଭିଡିଓ...

ଡାକ୍ତରଙ୍କ ଧର୍ମଘଟ: ମମତାଙ୍କୁ ରିପୋର୍ଟ ତଲବ୍‌ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୬: ପଶ୍ଚିମବଙ୍ଗରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି। ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହରଡ଼ଘଣାରେ ପକାଇବାରେ ଲାଗିଛି। ରାଜ୍ୟରେ ରାଜନୈତିକ ହିଂସା...

ପୋଲିସ ପିତାଙ୍କୁ ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବନାତ୍ମକ ଭିଡ଼ିଓ ଶେୟାର କଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୪: କର୍ତ୍ତବ୍ୟ ଆଗରେ ସ୍ନେହ ମମତା ତୁଛ। ଏବେ ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ ହୋଇଛି। ଏହାକୁ ଅପଲୋଡ୍‌ କରିଛନ୍ତି ଓଡ଼ିଶାର ସିଆଇଡି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *