Posted inରାଜ୍ୟ

ସୁସ୍ଥ ହେଲେ ୨୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧: ଓଡ଼ିଶାରେ ବୁଧବାର ୨୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୩୨୧ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ସୁସ୍ଥ ହୋଇଥିବାପଳେ ଅନୁଗୁଳରୁ ୨୮, ବରଗଡ଼ରୁ ୨୩, ପୁରୀରୁ ୨୦, ଝାରୁସୁଗଡ଼ାରୁ ୧୭, ସୁନ୍ଦରଗଡ଼ରୁ ୧୪, ଗଜପତି, ଯାଜପୁର, କନ୍ଧମାଳ ଓ ଖୋର୍ଦ୍ଧାରୁ ୧୦, ବାଲେଶ୍ୱର, କରୋପୁଟ, ମୟୁରଭଞ୍ଜ ଓ ରାୟାଗଡ଼ାରୁ ୯, ବଲାଙ୍ଗୀର ଓ କଳାହାଣ୍ଡିରୁ ୮, କଟକ, କେନ୍ଦ୍ରାପଡ଼ା ଓ ନୂଆପଡ଼ାରୁ ୫, ମାଲଙ୍କାନଗିରି ଓ ସୋନପୁରରୁ ୪, ଭଦ୍ରକ, ଦେଓଗଡ଼ ଓ ଜଗତ୍‌ସିଂହପୁର ୩, ଗଞ୍ଜାମ୨, ବୌଦ୍ଧ, କେନ୍ଦୁଝର ଓ ନୟାଗଡ଼ରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri