Posted inଜାତୀୟ

ଚିନ୍ତାରେ ଚନ୍ଦ୍ରାବାବୁ

ଅମରାବତୀ,୨୫।୬: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲଗୁ ଦେଶମ ପାର୍ଟି(ଟିଡିପି) ମୁଖ୍ୟ ଚନ୍ଦ୍ରାବାବୁଙ୍କ ଅଡୁଆ ବଢି ବଢି ଚାଲିଛି। ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ପ୍ରଥମେ ଚନ୍ଦ୍ରାବାବୁଙ୍କ ଆଲିସାନ୍‌ ବଙ୍ଗଳା ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ତାଙ୍କ ପରିବାରର ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କମ୍‌ କରି ଦେଇଛନ୍ତି। ଜଗନ ମୋହନ ଏବେ ଚନ୍ଦ୍ରାବାବୁଙ୍କ ପୁଅ ନାରା ଲୋକେଶଙ୍କ ୫+୫ ସୁରକ୍ଷାକୁ କମାଇ ୨+୨ କରିଦେଇଛନ୍ତି। ଏହାସହ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କ ସୁରକ୍ଷାକୁ ହଟାଇ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ଦିନେ ଦୁଇ ଦିନ ତଳେ ଚନ୍ଦ୍ରାବାବୁଙ୍କ ଆଲିସାନ୍‌ ବଙ୍ଗଳା ‘ପ୍ରଜା ବେଦିକା’କୁ ଭାଙ୍ଗି ଦେବାକୁ ଜଗନ ମୋହନ ନିର୍ଦ୍ଦେଶ ଦେଇଥିଲେ।


All Right Reserved By

ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୋହନ ଭାଗବତ

ପୁଣେ, ୧୭।୫: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏକ ନିଶ୍ଚିତ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏକ ଗାଇକୁ ବଞ୍ଚାଇବାକୁ ଯାଇ ମୋହନ ଭାଗବତଙ୍କ ଗାଡି...

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି...

ସାମନ୍ତ ଗୋଏଲ ‘ର’ ଚିଫ୍‌ ନିଯୁକ୍ତ

ନୂଆଦିଲ୍ଲୀ,୨୬।୬: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌(ର) ଚିଫ୍‌ ଭାବେ ସାମନ୍ତ ଗୋଏଲଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିଯୁକ୍ତ କରିଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇପିଏସ୍‌...

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ...

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ...

ନାଳ ସଫା କଲେ ଜିଲାପାଳ: ଚଳାଇଲେ ଜେସିବି

ଭୋପାଳ,୨୯।୫: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ନିଜେ ଜେସିବି ମେସିନ୍‌ ଚଳାଇ ଏକ ନାଳ ସଫା କରିଛନ୍ତି। ସ୍ଥାନୀୟ ସିଧି ଅଞ୍ଚଳରେ ଜିଲାପାଳ ଅଭିଷେକ ସିଂ ୨୦...

ଜମି ବିକ୍ରି ବିରୋଧରେ ଭାଜପାର ଧାରଣା: ନେତାଙ୍କ ସହ ତଳେ ଶୋଇଲେ ୟଦିରୁପ୍ପା

ବେଙ୍ଗାଲୁର,୧୫।୬: କର୍ନାଟକରେ ଜେଏସ୍‌ଡବ୍ଲୁ ଭୂମିର ଡିଲକୁ ନେଇ ରାଜନୀତି ସରଗରମ ହୋଇଛି। କର୍ନାଟକର ଜିନ୍ଦଲ ଷ୍ଟିଲ ଗ୍ରୁପ୍‌କୁ ୩ହଜାର ୬ଶହ ୬୭ ଏକର ଜମି ରାଜ୍ୟସରକାର...

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *