Posted inଜାତୀୟ

ହିମାଚଳ ପ୍ରଦେଶରେ ଭୂସ୍ଖଳନ

ଶିମଲା,୨୫।୬: ହିମାଚଳ ପ୍ରଦେଶ କିନୌର ଜିଲାର କଶଙ୍ଗ ନାଳ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ର ଏକ ଅଂଶ ଧସି ଯାଇଥିଲା। ଫଳରେ ନ୍ୟାସନାଲ ହାଇଓ୍ବେ-୫ରେ ରାସ୍ତା ଜାମ୍‌ ହେବା ସହ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଏହି ଘଟଣାର ପୁରା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପାହାଡ଼ରେ କିଛି ସମୟ ହଲଚଲ ହେବା ପରେ ଧସିି ତଳକୁ ପଡ଼ିଥିଲା। ଏହାକୁ ଦେଖି ଲୋକମାନେ ଭୟଭୀତ ହୋଇ ଏପଟେ ସେପଟେ ଦୌଡିବାକୁ ଲାଗିଥିଲେ। ଏହି ସବୁ ଦୃଶ୍ୟ କେହି ବ୍ୟକ୍ତି ରେକର୍ଡିଂ କରି ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି। ତେବେ ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଅପରପକ୍ଷରେ ରାସ୍ତାରୁ ଧସି ଯାଇଥିବା ପହାଡ଼କୁ ସଫା କରିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି।


All Right Reserved By

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ଡ୍ରୋନ୍‌ରେ ପଠାଗଲା ବ୍ଲଡ ସାମ୍ପଲ: ବିଚ୍ଛିନ୍ନାଞ୍ଚଳ ରୋଗୀଙ୍କ ପାଇଁ ସହାୟକ ହେବ

ଡେରାଡୁନ,୮।୬: ଉତ୍ତରାଖଣ୍ଡ ନନ୍ଦଗାଓଁ ଜିଲା ହସ୍ପିଟାଲରୁ ତେହରି ଜିଲା ହସ୍ପିଟାଲକୁ ପରୀକ୍ଷା ମୂଳକ ଭାବେ ଡ୍ରୋନ୍‌ ଯୋଗେ ପ୍ରଥମ କରି ଶୁକ୍ରବାର ବ୍ଲଡ ସାମ୍ପୁଲ ପଠାଯାଇଛି।...

ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ପ୍ରିୟଙ୍କା: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ଲକ୍ଷ୍ନୌ,୨୦।୭: ଜମି ବିବାଦରେ ଗୋଣ୍ଡ ଜନଜାତି ସମ୍ପ୍ରଦାୟର ୧୦ ଜଣ ମହିଳା-ପୁରୁଷଙ୍କ ମୃତ୍ୟୁ ଘଟିଛି। ଉତ୍ତରପ୍ରଦେଶ ସୋନଭଦ୍ର ଜିଲାରେ ଏଭଳି ଘଟଣା ଘଟିଛି। ୩୨ଟି ଟ୍ରାକ୍ଟରରେ...

ପ୍ରେମୀ ଯୁଗଳଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ଭୋପାଳ,୨୩ା୬: ଯୁବତୀ ଧନୀ ପରିବାରର ଓ ଯୁବକ ଜଣକ ଗରିବ। ଦୁହେଁ ପରସ୍ପରକୁ ଭଲପାଇ ବାହାହେବାକୁ ଚାହାନ୍ତି। ଭିଲାଲା ଜାତିର ଏହି ପ୍ରେମୀ ଯୁଗଳଙ୍କ ସମ୍ପର୍କ...

୪୮ ଘଣ୍ଟା ପରେ ବି ଏଏନ୍‌-୩୨ର ମିଳିନି ପତ୍ତା

ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍‌-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା...

ମୋବାଇଲ୍‌ ବ୍ୟବହାର ନ କରିବା ପାଇଁ ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସର ବିଭ୍ରାନ୍ତି ଜନକ ସାଇନ୍‌ ବୋର୍ଡ: ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୦।୬: ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସ ଦ୍ୱାରା ଲଗାଯାଇଥିବା ଏକ ସାଇନ୍‌ ବୋର୍ଡ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଜାତୀୟ ରାଜପଥ ମୋଗଲ ରୋଡ୍‌ଠାରେ...

ବର୍ଷାରେ ଭିଜି ପାଦରେ ଚାଲି ଚାଲି ଯାଇ ଗୁମ୍ଫାରେ ଧ୍ୟାନ କଲେ ମୋଦି

ଡେରାଡୁନ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାର ସାରି ଶନିବାର କେଦାରନାଥ ଦର୍ଶନରେ ବାହାରିଥିଲେ। ଏହି ଅବସରରେ ଡେରାଡୁନରେ ପ୍ରାୟ ୧.୫ କିଲୋମିଟର ପାହାଡ ଉପରେ...

ଆସନ୍ତା ୩୦ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନମୋହନ ରେଡ୍ଡି: ଭେଙ୍କଟେଶ୍ୱରେଲୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ବିଧାନସଭା ଲାଗି ଚାଲିଥିବା ଭୋଟ ଗଣତିରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳ ପାଖାପାଖି ୧୪୯ ଆସନରେ ଆଗୁଆ ଥିବା ବେଳେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *