ରାଜ୍ୟରେ ୩୦୫ କରୋନା ପଜିଟିଭ୍‌ ଚିହ୍ନଟ: ୩ ମୃତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୩୦୬ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୮ ଜଣ ଲେଖାଏ ଥିବା ବେଳେ ଅନୁଗୋଳରୁ ୨୬, ବାଲେଶ୍ୱରରୁ ୧୪, ବରଗଡ଼ରୁ ୨୫, ଭଦ୍ରକରୁ ୨ , ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୩, କଟକରୁ ୨୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨ ଓ ଗଞ୍ଜାମରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୯, ଯାଜପୁରର ୧୬, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୭, ଖୋର୍ଦ୍ଧାରୁ ୨୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨ , ନୟାଗଡ଼ରୁ ୧୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬ ନୂଆପଡ଼ାରୁ ୬, ପୁରୀରୁ ୧, ରାୟଗଡ଼ାରୁ ୧, ସୁବର୍ଣ୍ଣପୁରରୁ ୩ ଓ ଷ୍ଟେଟ୍‌ ପୁଲ୍‌ରୁ ୬ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୭୧କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଭଦ୍ରକ, ବଲାଙ୍ଗୀର ଓ ପୁରୀ ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri