ଓଜନ ନିୟନ୍ତ୍ରଣ କରେ ଗ୍ରୀନ୍‌ କଫି

ବର୍ତ୍ତମାନ ସମୟରେ ମେଦବହୁଳତା ବ୍ୟକ୍ତିତ୍ୱ ବିଗାଡ଼ିବା ସହ ଶରୀରରେ ବିଭିନ୍ନ ପ୍ରକାର ଗମ୍ଭୀର ରୋଗ ସୃଷ୍ଟି କରିବାରେ ଲାଗିଛି। ଅଧିକାଂଶ ଲୋକ ମୋଟାପଣ ଦୂର କରିବାକୁ ଘଣ୍ଟା ଘଣ୍ଟା ଜିମ୍‌ରେ ବିତାଇ ଦେଉଛନ୍ତି। ଏମିତିକି ପ୍ରିୟ ଖାଦ୍ୟଠୁ ବି ଦୂରେଇ ରହୁଛନ୍ତି। ମହଙ୍ଗା ଔଷଧ ସେବନ କରିବାକୁ ମଧ୍ୟ ପଛାଉ ନାହାନ୍ତି। ଏହାଦ୍ୱାରା ଅନେକ ସମୟରେ ଓଲଟା ପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେଣୁ ଚିନ୍ତା ନ କରି ଆଜିଠାରୁ ଗ୍ରୀନ୍‌ କଫିର ସେବନ କରନ୍ତୁ। ମିନେରାଲ୍ସ ଏବଂ ଭିଟାମିନ୍‌ରେ ଭରପୂର୍‌ ଗ୍ରୀନ୍‌ କଫି ଆମ ଶରୀରରେ ପୋଷକ ତତ୍ତ୍ୱର ଅଭାବକୁ ପୂରଣ କରିଥାଏ। ଏହାସହ ଓଜନ ନିୟନ୍ତ୍ରଣ କରିଥାଏ। ରକ୍ତରେ ଶର୍କରା ପରିମାଣ କମ୍‌ କରିବାକୁ ମଧ୍ୟ ଗ୍ରୀନ୍‌ କଫିର ସେବନ କରିପାରିବେ। ଗ୍ରୀନ୍‌ କଫି ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ। ଗ୍ରୀନ୍‌ କଫି ବିନ୍ସରେ ପ୍ରଚୁର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ ଥାଏ। ଏହା ଶରୀରକୁ ସମସ୍ତ ପ୍ରକାର ସଂକ୍ରମଣରୁ ରକ୍ଷା କରିଥାଏ। ସବୁଠୁ ଭଲ କଥା ହେଉଛି, ଅନ୍ୟ କଫିକୁ ଦିନକୁ ଥରକରୁ ଅଧିକ ପିଇଲେ ଖରାପ ପ୍ରଭାବ ପଡୁଥିବା ବେଳେ ଗ୍ରୀନ୍‌ କଫିକୁ ଦିନରେ ଯେତେ ଇଚ୍ଛା ସେତେ ପିଇଲେ କୌଣସି ଅସୁବିଧା ନାହଁି।


All Right Reserved By

ପିଲା ଯଦି ଏକୁଟିଆ ଘରେ ଅଛି

-ଘରେ ପିଲା ଏକୁଟିଆ ଥିଲେ ଇଲେକ୍ଟ୍ରିକ୍‌ ବୋର୍ଡରେ ଟେପ୍‌ ଲଗାଇ ରଖନ୍ତୁ। ଯଦି ସେ ଘରେ ଏକୁଟିଆ ଅଛି କିଛି ଅସୁବିଧା ନାହିଁ। -ଓ୍ବାର୍କିଂ ହୋଇଥିଲେ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଭିଟାମିନ୍‌ ବି-କମ୍ପ୍ଲେକ୍ସଯୁକ୍ତ ଖାଦ୍ୟ…

ଭିଟାମିନ୍‌ ବି-କମ୍ପ୍ଲେକ୍ସ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସ ପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମ କଲେ ହାଲିଆ ଲାଗେ।...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ...

ଗର୍ଭସ୍ଥ ଶିଶୁ ପାଇଁ ବାୟୁ ପ୍ରଦୂଷଣ ହୋଇପାରେ ବିପଜ୍ଜନକ

ବାୟୁ ପ୍ରଦୂଷଣ ପ୍ରଭାବକୁ ନେଇ ଏକ ଆଶ୍ଚଯର୍‌ୟଜନକ ତ୍ଯଯ ସାମ୍ନାକୁ ଆସିଛି। ବୈଜ୍ଞାନିକଙ୍କ ଅନୁସାରେ, ଯେଉଁ ଗର୍ଭବତୀ ମହିଳାମାନେ ୬ ରୁ ୯ ମାସ ମଧ୍ୟରେ...

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ...

ଷ୍ଟୋମାକ କ୍ୟାନ୍‌ସର ଚିହ୍ନିବାର ନୂଆ ଉପାୟ

ଷ୍ଟୋମାକ କ୍ୟାନ୍‌ସରର ଆଦ୍ୟାବସ୍ଥାରୁ ଚିକିତ୍ସା କରାଇଲେ ଏଥିରୁ ଆରୋଗ୍ୟ ଲାଭ କରିବାର କିଛି ଅଂଶ ସୁଯୋଗ ରହିଛି। ହେଲେ ଏହା ଜଟିଳ ଅବସ୍ଥା ଧାରଣ କରିଥିଲେ...

ଓଜନ କମାଇବ ବ୍ୟକ୍ତିତ୍ୱ

ଓଜନ ବଢ଼ିବା ଆଜିକାଲି ଏକ ସାଧାରଣ କଥା ପାଲଟିଗଲାଣି। କେତୋଟି ବିଷୟ ପ୍ରତି ସଚେତନ ନ ହେଲେ ଓଜନ ବୃଦ୍ଧି ପରୋକ୍ଷରେ ଆଉ କେତେକ ରୋଗକୁ...

ତଳିପାଦ ମୋଡ଼ି ହୋଇଯାଇଥିଲେ କରନ୍ତୁ ଏପରି, ମିଳିବ ଆରାମ

ତଳିପାଦ ମୋଡ଼ି ହୋଇଗଲେ ଏହାକୁ ହାଲୁକା ମନେ କରନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏହା ଅନେକ ସମସ୍ୟା ସୃଷ୍ଟି କରିବ। ଦୀର୍ଘଦିନ ଧରି ଦରଜ ରହିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *