Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ସମାଧିସ୍ଥଳ

ଦୁନିଆରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠାରେ ବିଶ୍ୱର ସବୁଠୁ ବଡ଼ ସାମୂହିକ ସମାଧିସ୍ଥଳର ସନ୍ଧାନ ମିଳିଛି। ଏକସଙ୍ଗେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ ହୋଇଛି ଏଠାରୁ। ବିଶ୍ୱର ଏହା ପ୍ରଥମ ଏଭଳି ସମାଧିସ୍ଥଳ ଯେଉଁଠାରେ ଏତେ ମାତ୍ରାରେ କଙ୍କାଳ ମିଳିଛି। ଏହି ସାମୂହିକ ସମାଧିସ୍ଥଳ ଶ୍ରୀଲଙ୍କାର ମନ୍ନାର ସହରରେ ରହିଛି। ଏଠାରେ ଏକ ନୂତନ ପ୍ରାସାଦ ନିର୍ମାଣ ପାଇଁ ଖୋଳା ଆରମ୍ଭ କରାଯିବା ବେଳେ ଏହି କଙ୍କାଳ ସବୁ ଠାବ କରାଯାଇଥିଲା। ପରେ ସମ୍ପୂର୍ଣ୍ଣ ଇଲାକାକୁ ଖୋଳିବା ପରେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ କରାଯାଇଛି।


All Right Reserved By

ମଞ୍ଚ ଚଢ଼ିବାକୁ ଡରୁଥିବା ଅଭିନେତ୍ରୀ

ଅମାଣ୍ଡା ମିସେଲ ସୈଫ୍ରିଡ୍‌। ସେ ମଞ୍ଚ ଚଢ଼ିବାକୁ ଡରନ୍ତି। ତା’ର କାରଣ ତାଙ୍କ ଭିତରେ ମଞ୍ଚ ଚଢ଼ିବାକୁ ନେଇ ଭୟ ରହିଛି। ମନ ଭିତରେ ସବୁବେଳେ...

୨୦୦ ଟଙ୍କା ପାଇଁ କ୍ରିକେଟ ଖେଳୁଥିଲେ, ଏବେ ମିଳିଲା ଭାରତୀୟ ଦଳରେ ସ୍ଥାନ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଚେହେରା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ...

ଯେଉଁଠି ପ୍ରତିଦିନ ବୃଦ୍ଧିପାଉଛି ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା

ଛତିଶଗଡ଼ର ଦାନ୍ତେୱାଡ଼ା ଅଞ୍ଚଳର ଢୋଲକଲ ପାହାଡ଼ରେ ରହିଛି ଏକ ରହସ୍ୟମୟ ଗଣେଶ ମୂର୍ତ୍ତି। ପ୍ରାୟ ୧୧୦୦ ବର୍ଷ ପୁରୁଣା ଏହି ମୂର୍ତ୍ତିଟିର ଉଚ୍ଚତା ପ୍ରତିଦିନ ବୃଦ୍ଧି...

ଚାବିର ଦାମ୍‌ ୩.୮୮ କୋଟି

ଦାମୀ ଲକ୍‌ଜ୍ୟୁରି କାର୍‌ର ମାଲିକ ହେବା ପାଇଁ କାହାର ବା ସ୍ବପ୍ନ ନ ଥାଏ। କିନ୍ତୁ କିଛି ଜଣଙ୍କ ପାଇଁ ଏହା ସାମାନ୍ୟ କଥା ହୋଇଥିବା...

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ।...

ପଲିଥିନ୍‌ରେ ବନ୍ଧାହୋଇ ନଦୀ ପାର ହୁଅନ୍ତି ସ୍କୁଲ ପିଲା

ଭିଏତ୍‌ନାମର ହୁଓଇ ହା, ଏକ ଛୋଟିଆ ଗାଁ। ଏଠି ପହଞ୍ଚି ପାରିନାହିଁ ସରକାରଙ୍କର କୌଣସି ପ୍ରକାର ଯୋଜନା। ତଥାପି ସେମାନେ ଏତିକି ଭଲଭାବେ ଅବଗତ ଯେ,...

ଇନ୍‌ଷ୍ଟାଗ୍ରାମରେ ବିକ୍ରି ହେଉଛି ମଣିଷ ଅସ୍ଥି ଓ ଖପୁରି

ଲଣ୍ଡନ, ୨୧।୭: ବ୍ରିଟେନରେ ମଣିଷ ଅସ୍ଥି ଓ ଖପୁରି ବିକ୍ରି ହେଉଛି। ଆଶ୍ଚର୍ଯ୍ୟର କଥା ଲୋକମାନେ ବି ଏହାକୁ କିଣୁଛନ୍ତି। ମେଡିକାଲ ସାଇନ୍ସ ଓ ଗବେଷଣା...

ଶରୀରର ଓଜନ କମ୍‌ କରିବାର ଅଭିନବ ପ୍ରୟାସ

ଶରୀରର ଓଜନ କମ୍‌ କରିବାକୁ କିଏ କେତେ ପ୍ରକାରର ଉପାୟ ଆପଣାଇ ଥାଆନ୍ତି। ହେଲେ ଲଣ୍ଡନରେ ରହୁଥିବା ଏଲେକ୍ସ ବୋଗାତିରିଓ୍ବ ନିଜ ଶରୀରର ଓଜନ କମ୍‌...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *