ଏକ ଛତ୍ରବାଦୀ ଶାସକ କିମ୍‌ କଲେ ଉତ୍ତରକୋରିଆ ସମ୍ବିଧାନ ସଂଶୋଧନ: ହେଲେ ଦେଶର ସର୍ବୋଚ୍ଚ ଅଧିକାରୀ

ପୋୟାଙ୍ଗ୍‌ୟାଙ୍ଗ୍‌,୧୧।୭: ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ ଗୁରୁବାର ଦେଶର ସମ୍ବିଧାନ ସଂଶୋଧନ କରିଛନ୍ତି। ଏହାଦ୍ୱାରା କିମ୍‌ ଦେଶର ସର୍ବୋଚ୍ଚ ଅଧିକାରୀ ଭାବେ ଏବେ କାର୍ଯ୍ୟ କରିବେ। ବର୍ତ୍ତମାନ ସୁଦ୍ଧା କିମ୍‌ ଷ୍ଟେଟ୍‌ ଆଫେୟାରର୍ସ କମିଶନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ତେବେ ସମ୍ବିଧାନ ସଂଶୋଧନ ଦ୍ୱାରା କିମ୍‌ଙ୍କ ହାତରେ ଅଖଣ୍ଡ କ୍ଷମତା ରହିବ ବୋଲି କୁହାଯାଉଛି।


All Right Reserved By

୫୮ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ଭିଜା ମନା କଲା ପାକିସ୍ତାନ

ଲାହୋର,୨୬।୬: ପାକିସ୍ତାନ ୫୮ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ଭିଜା ଦେବାକୁ ପାକିସ୍ତାନ ମନା କରିଛି। ମହାରାଜ ରଣଜିତ୍‌ ସିଂଙ୍କ ମୃତ୍ୟୁ ବାର୍ଷିକୀ ପାଳନ ଅବସରରେ ଶିଖ୍‌ ତୀର୍ଥଯାତ୍ରୀ...

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ...

ତିଆନାନ୍‌ମେନ୍‌ ନରସଂହାରକୁ ପୂରିଲା ୩୦ ବର୍ଷ

ବେଜିଂ,୪।୬: ଚାଇନାର ରାଜଧାନୀ ବେଜିଂର ତିଆନାନ୍‌ମେନ୍‌ ଛକ ନରସଂହାରକୁ ମଙ୍ଗଳବାର ୩୦ ବର୍ଷ ପୂରଣ ହୋଇଛି। ୧୯୮୯ ଜୁନ୍‌ ୪ରେ ଏଠାରେ ସମବେତ ଛାତ୍ର କମ୍ୟୁନିଷ୍ଟ...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ୮ ଦାବିଦାର

ଲଣ୍ଡନ,୨୭ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପାଇଁ ଚାଲିଥିବା ବ୍ରେକ୍‌ଜିଟ୍‌ ଆଲୋଚନା ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ଥେରେସା ମେ ଇସ୍ତାଫା ଘୋଷଣା...

ଦୁବଇରେ ଏବେ ମଦ୍ୟପାନ କଲେ ମିଳିବନି ଦଣ୍ଡ

ଦୁବଇ,୧୩।୭: ଏବେ ଦୁବଇରେ ପର୍ଯ୍ୟଟକଙ୍କୁ ୩୦ ଦିନ ଲାଗି ମାଗଣା ଆଲକୋହଲ ଲାଇସେନ୍ସ ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଇଛି। ତେବେ ମଦ୍ୟପାନ କରି ନିୟମ ଉଲ୍ଲଂଘନ...

୧୦୨ ବର୍ଷର କନ୍ୟାଙ୍କୁ ୧୦୦ ବର୍ଷର ବର

ଓହିଓ,୫।୭: ପ୍ରେମ ହେଉଛି ଶାଶ୍ୱତ ଓ ଚିରନ୍ତନ। ପ୍ରେମ ନା ବୟସ ଦେଖେ ନା ଜାତିଧର୍ମ। ତା’ ପାଇଁ ସବୁ ସମାନ। କିଛି ଏଭଳି ଦୃଶ୍ୟ...

୬ବର୍ଷର ବାଳକ: ୨ଘଣ୍ଟାରେ ୩ହଜାର ଥର ଦଣ୍ଡ ବୈଠକ କରି ଜିତିଲେ ବିଳାସମୟ ଘର

ମସ୍କୋ,୧୧।୭: ବ୍ୟାୟାମ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବୁଦ୍ଧି ଓ ମନ ଶାନ୍ତ ରହିଥାଏ। ପ୍ରତିଦିନ ଦଣ୍ଡ ବୈଠକ କରିବା ଦ୍ୱାରା ମାଂସପେଶୀ...

ହାଫିଜ୍‌ଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ ପାକିସ୍ତାନ:ଭୟରେ ଭୁଆଁ

ଲାହୋର/ନୂଆଦିଲ୍ଲୀ,୫।୭(ପି.ଟି.):ଭାରତର କୂଟନୀତି ଓ ଅନ୍ତର୍ଜାତୀୟ ସମୁଦାୟର ଚାପ ଆଗରେ ମୁଣ୍ଡ ନୁଆଁଇ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍‌ ସୟିଦ୍‌ଙ୍କ ସମେତ ତାଙ୍କର ୧୨ ସହଯୋଗୀଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *