ଫିଜିଓ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ଶେଷ

ମାଞ୍ଚେଷ୍ଟର,୧୧।୭(ପିଟି)- ଭାରତୀୟ ଦଳର ଫିଜିଓଥେରାପିଷ୍ଟ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ସହ ଶେଷ ହୋଇଛି। ଭାରତୀୟ ଦଳ ବୁଧବାର ଓଲ୍ଡ ଟ୍ରାଫୋର୍ଡଠାରେ ନ୍ୟୁଜିଲାଣ୍ଡଠାରୁ ହୃଦୟ ବିଦାରକ ପରାଜୟ ବରଣ କରିଛି। ଦଳ ସହ ଶେଷ ଦିନ ମୁଁ ଯେଉଁ ଭଳି ବିତାଇବାକୁ ଚାହୁଁଥିଲି, ତାହା ହେଲା ନାହିଁ। ଦଳ ସହ ୪ ବର୍ଷ କାର୍ଯ୍ୟ କରିବାକୁ ସୁଯୋଗ ଦେଇଥିବାରୁ ବିସିସିଆଇକୁ ଧନ୍ୟବାଦ୍‌ ଜଣାଉଛି। ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଭବିଷ୍ୟତ ଲାଗି ଶୁଭ କାମନା ଟୁଇଟର ଜରିଆରେ ଜଣାଇଛନ୍ତି ଫର୍ହାଟ। ସେ ୨୦୧୫ ଠାରୁ ଦାୟିତ୍ୱରେ ଥିଲେ। ଭାରତୀୟ ଦଳର କିଛି ସଦସ୍ୟ ସୋସିଆଲ ମିଡିଆରେ ଅଷ୍ଟ୍ରେଲିଆନ ଫିଜିଓଙ୍କୁ ଧନ୍ୟବାଦ ଜଣାଇଛନ୍ତି।


All Right Reserved By

ଆଇସିସି ବିଶ୍ୱକପ୍‌: ଅସମ୍ଭବ ଫଳାଫଳ ଲକ୍ଷ୍ୟରେ ପାକିସ୍ତାନ

ଲଣ୍ଡନ,୫।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ ଭେଟିବାକୁ ଯାଉଛି। ସେମିଫାଇନାଲରେ ପହଞ୍ଚିବା ପାକିସ୍ତାନ ପାଇଁ...

ଜୟସୁରିୟା ସସ୍‌ପେଣ୍ଡ

ଦୁବାଇ, ୧୨ା୫ (ପି.ଟି.)-ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି)ର ପରଫର୍ମାନ୍ସ ଅନାଲିଷ୍ଟ ସନଥ ଜୟସୁରିୟା ଆଇସିସି ଦୁର୍ନୀତି ନିରୋଧୀ ବିଧିର ୨ଟି ଧାରା ଉଲ୍ଲଂଘନ କରିଥିବା ଅନ୍ତର୍ଜାତୀୟ କ୍ରିକେଟ...

ସନ୍‌ଙ୍କୁ ରେକର୍ଡ ୪୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ

ଗ୍ବାଙ୍ଗଜୁ, ୨୧ା୭ (ଏଏଫ୍‌ପି)- ଚାଇନାର ସନ୍‌୍‌ ୟାଙ୍ଗ୍‌ ଏଠାରେ ଚାଲିଥିବା ବିଶ୍ୱ ସନ୍ତରଣ ପ୍ରତିଯୋଗିତାର ୪୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି।...

ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହ ଘୁଞ୍ଚିଲା

ଓ୍ବେଲିଂଟନ,୧୭।୭(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ରନର୍ସଅପ୍‌ ବିବେଚିତ ହୋଇଥିବା ନ୍ୟୁଜିଲାଣ୍ଡ ଦଳର ପ୍ରତ୍ୟାବର୍ତ୍ତନ ସମାରୋହକୁ ଘୁଞ୍ଚାଇ ଦିଆଯାଇଛି। ଦଳର ସଦସ୍ୟମାନେ ଅଲଗା ଅଲଗା ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବାରୁ...

ସୁନାରେ ବିଶ୍ୱକପ୍‌ ଟ୍ରଫି ନିର୍ମାଣ କଲେ ଜଣେ ଭାରତୀୟ ଫ୍ୟାନ: ୟୁଜର୍ସ କହିଲେ, ପାକିସ୍ତାନ ପଠେଇଦିଅ

ବେଙ୍ଗାଲୁରୁ, ୪।୭: ୨୦୧୯ ଆଇସିସି ବିଶ୍ୱକପ୍‌ ସେମିଫାଇନାଲ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ସେତିକି ବଢିବାରେ ଲାଗିଛି। ବିଶ୍ୱକପରେ ଭାରତୀୟ...

ଆଇସିସି ବିଶ୍ୱକପ: ପ୍ରତିଶୋଧ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା

ବର୍ମିଂହାମ, ୧୯।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଓ ଗତଥରର ଫାଇନାଲିଷ୍ଟ ନ୍ୟୁଜିଲାଣ୍ଡ ପରସ୍ପରକୁ...

ବିଶ୍ୱକପ୍‌ରେ ରୋହିତଙ୍କ ଦ୍ୱିତୀୟ ଶତକ

ମାଞ୍ଚେଷ୍ଟର,୧୬ା୬(ପିଟି): ଭାରତୀୟ ଓପନର ରୋହିତ ଶର୍ମା ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଶତକ ଲଗାଇଛନ୍ତି। ସେ ୮୯ ବଲରୁ ୧୦୪ ରନ୍‌ କରି...

ଜିମ୍ବାଓ୍ବେର କ୍ଲିନସୁଇପ୍‌

ହରାରେ, ୧୭।୪- ଭ୍ରମଣକାରୀ ୟୁଏଇ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୪ର୍ଥ ଦିନିକିଆ ମ୍ୟାଚ୍‌କୁ ଜିମ୍ବାଓ୍ବେ ୩ ଉଇକେଟ୍‌ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *