ଶୋଇବା ପାଇଁ ଏଠାରେ ଲୋକେ ଭଡାରେ ନିଅନ୍ତି କାର୍‌

ଟୋକିଓ,୧୧।୭: ଅନେକ ଦେଶରେ ଲୋକେ ଯାତ୍ରା କରିବା ପାଇଁ କାର୍‌ ଭଡାରେ ନେଇଥାଆନ୍ତି। ହେଲେ ଜାପାନରେ ଅଧିକାଂଶ ଲୋକେ କାର୍‌ ଭଡାରେ ନେଇ ରାସ୍ତା କଡରେ ପାର୍କିଂ କରି କାର୍‌ର ଏସି ଅନ୍‌ କରି ସେଠାରେ ଦୁଇ ତିନି ଘଣ୍ଟା ଶୋଇ ଥାଆନ୍ତି। ଆଉ କେହି କେହି କାର୍‌ ଭିତରେ ବସି ସାଙ୍ଗମାନଙ୍କ ସହ ମିଟିଂ କରନ୍ତି ତ ଆଉ କେହି ଫିଲ୍ମର ମଜାଉଠାନ୍ତି। ଏଠି କାର୍‌ ଭଡା ଘଣ୍ଟାକୁ ୮ ଡଲାର ବା ପାଖାପାଖି ୫୬୦ ଟଙ୍କା ଲାଗୁଥିବାରୁ ଏହା ସେମାନଙ୍କ ପାଇଁ ଶସ୍ତା ହୋଇଥାଏ ବୋଲି ସେମାନେ କୁହନ୍ତି। ବ୍ୟସ୍ତ ବହୁଳ ଜୀବନରେ ଟିକେ ରିଲାକ୍ସ କରିବାକୁ ଏମାନେ ଏଭଳି କରିଥିବା କୁହନ୍ତି।


All Right Reserved By

କୁଳଭୂଷଣଙ୍କ ଉପରେ ଦିଆଯାଇଥିବା ରାୟକୁ ସ୍ବାଗତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ, ୧୮।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି। ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ...

ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର...

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୫ା୭(ଏଏଫ୍‌ପି): ଇଣ୍ଡୋନେସିଆର ପୂର୍ବଭାଗ ମାଲୁକୁ ଦ୍ୱୀପରେ ରବିବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୩ ଥିଲା। ଭୟରେ ଲୋକମାନେ...

କାରିବିୟନ ସାଗରରେ ବୁଡ଼ିଲା ମାଛଧରା ଜାହାଜ: ୨୭ ଧୀବର ମୃତ

ତେଗୁସିଗଲ୍ପା,୪।୭: କାରିବିୟନ୍‌ ସାଗରରେ ଏକ ମାଛଧରା ଜାହାଜ ବୁଡ଼ିଯାଇଛି। ଏଥିରେ ୨୭ ଜଣ ଧୀବରଙ୍କ ମୃତ୍ୟୁ ଘଟିଥିବା ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି...

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ...

ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର

ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌...

ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ପିତାର ଅଧିକାର ଦେଲେ କୋର୍ଟ

ସିଡ୍‌ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର...

ବ୍ରିଟେନରେ ହୋଇପାରେ ବିଶ୍ୱର ସବୁଠାରୁ ବଡ ପରମାଣୁ ବିସ୍ଫୋରଣ

ଲଣ୍ଡନ,୧୫।୭: ଏବେ ବିଶ୍ୱର ପ୍ରାୟ ସବୁଦେଶ ନ୍ୟୁକ୍ଲିୟର ଶକ୍ତି ବୃଦ୍ଧି ପାଇଁ ପ୍ରୟାସ ଜାରି ରଖିଛନ୍ତି। ସେଥିପାଇଁ ଲୁଚାଛପାରେ ସମସ୍ତେ ଏହାର ପରୀକ୍ଷଣ ମଧ୍ୟ କରୁଛନ୍ତି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *