Posted inଜାତୀୟ

ସଂସଦ ଭବନ ପରିସରରେ ଫୁଟବଲ ଖେଳିଳେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ୍‌ ଏମ୍‌ପି ପ୍ରସୁନ ବାନାର୍ଜୀ ଗୁରୁବାର ସଂସଦ ଭବନ ପରିସରରେ ଯେତେବେଳେ ଫୁଟବଲ ଖେଳିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ବାନାର୍ଜୀ ଅନ୍ତର୍ଜାତୀୟ ସ୍ତରର ଫୁଟବଲ ଖେଳାଳି ହୋଇଥିବା ବେଳେ ଏହି ଖେଳକୁ ପ୍ରମୋଟ କରିବା ପାଇଁ ସେ ସଂସଦ ଭବନରେ ଫୁଟବଲ ଖେଳି ପ୍ରଧାନମନ୍ତ୍ରୀ ଓ କ୍ରୀଡା ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହା କୌଣସି ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ନୁହେଁ ବୋଲି ସେ କହିଥିଲେ। ଆଉ ସେ ଆଶା କରିଛନ୍ତି କି ଭବିଷ୍ୟତରେ ଭାରତ ଓ୍ବାର୍ଲଡ କପ୍‌ ଫୁଟବଲରେ ଭାଗ ନେବ। ଆଉ ଏ ନେଇ ସେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ବୋଲି ମଧ୍ୟ କହିଛନ୍ତି।


All Right Reserved By

ସ୍ପାଇଡରମ୍ୟାନ ଭଳିି ୨୦ ଫୁଟ ଛାତରୁ ଡେଇଁଲେ ବାଳକ: ଷ୍ଟଣ୍ଟ ପରିବର୍ତ୍ତେ ମୁଣ୍ଡରୁ ଗୋଡ ଯାଏଁ ଭାଙ୍ଗିଲା ହାଡ଼

ଚଣ୍ଡିଗଡ଼,୨୨।୪: ଆଧୁନିକ ଯୁଗରେ ପିଲାଙ୍କ ମଧ୍ୟରେ ଅନଲାଇନ୍‌ ଗେମ୍‌ର ନିଶା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଖେଳ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ମଧ୍ୟ...

ଘରଭଡ଼ା ଦେଇପାରୁନାହାନ୍ତି କମଲନାଥ ସରକାର: ବନ୍ଦ ହେବ ୨୬ ହଜାର ଅଙ୍ଗନଓ୍ବାଡି କେନ୍ଦ୍ର

ଭୋପାଳ,୨୭ା୬ (ଆଇଏଏନ୍‌ଏସ୍‌)L ଛୋଟ ଛୋଟ ପିଲାଙ୍କ ମାନସିକ, ଶାରୀରିକ, ଶୈକ୍ଷିକ ଓ ବୌଦ୍ଧିକ ବିକାଶ ଲାଗି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ଭୂମିକା ଅତୁଳନୀୟ। ହେଲେ ମଧ୍ୟପ୍ରଦେଶର କମଲନାଥ...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ବିରୋଧୀଙ୍କ ସନ୍ଦେହ

ନୂଆଦିଲ୍ଲୀ,୨୧।୫: ଏନ୍‌ଡିଏ ସରକାର ଗଠନ କରିବ ବୋଲି ସବୁ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ମତ) ଅନୁମାନ କରିବା ପରେ ଉଭୟ ଶାସକ ଓ ବିରୋଧୀ ଶିବିରରେ...

‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’

ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ...

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି।...

ପରାଜୟ ପାଇଁ ଇଭିଏମକୁ ଦାୟୀ କଲେ ମାୟାବତୀ

ଲକ୍ଷ୍ମୌ, ୨୪।୫: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି-ବହୁଜନ ସମାଜ ପାର୍ଟି-ରାଷ୍ଟ୍ରୀୟ ଲୋକ ଦଳ ମେଣ୍ଟକୁ ଝଟକା ଲାଗିଛି। ୮୦ଟି ଲୋକସଭା ଆସନରୁ ବିଜେପି ଏକାକୀ ୬୨ଟି...

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ...

ଭୋଟ କେନ୍ଦ୍ରରେ ପହଞ୍ଚିଲେ ନବ ବିବାହିତ ଯୋଡ଼ି

ଶ୍ରୀନଗର,୧୮।୪: ଲୋକ ସଭା ନିର୍ବାଚନରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଭୋଟରଙ୍କ ମଧ୍ୟରେ ମତଦାନ ପାଇଁ ଉତ୍ସାହ ଦେଖିବାକୁ ମିଳୁଛି। ଏହି ମର୍ମରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *